ଏଇ ଭାରତରେ

ଶିକ୍ଷା ଦାନ ହିଁ ଶ୍ରେଷ୍ଠ ଦାନ, ଏହା ଉପଲବ୍ଧି କରିଛନ୍ତି ପ୍ରାଧ୍ୟାପକ ଲଳିତା ଶର୍ମା। ସେ ୫,୦୦୦ ବସ୍ତି ପିଲାଙ୍କୁ ଶିକ୍ଷାର ସ୍ରୋତରେ ସାମିଲ କରିପାରିଛନ୍ତି। ୨୦୦୯ରେ ସେ ଇନ୍ଦୋରର ରାସ୍ତାକଡ଼ରେ କିଛି ପିଲା ଏକାଠି ହୋଇ କଳି କରୁଥିବା ଦେଖିବାକୁ ପାଇଥିଲେ। ସେମାନେ ସମସ୍ତେ ଥିଲେ ନିକଟସ୍ଥ ବସ୍ତିର ପିଲା। ସେମାନଙ୍କ ସମ୍ପର୍କରେ ଜାଣିବା ପରେ ଲଳିତା ସେମାନଙ୍କୁ ଶିକ୍ଷା ଦେବା ଲାଗି ଅଭିଯାନ ଆରମ୍ଭ କରିଥିଲେ। ‘ଆଭା କୁଞ୍ଜ’ ଏନ୍‌ଜିଓ ଗଠନ କରି ତା’ ମାଧ୍ୟରେ ବର୍ଷକୁ ପାଖାପାଖିତ୍ ୫୦୦ ପିଲାଙ୍କୁ ପଢ଼ାଇବା ବ୍ୟବସ୍ଥା କରୁଛନ୍ତି। ୨୦୦ ସ୍ବେଚ୍ଛାସେବୀଙ୍କୁ ନେଇ ସେ ଏହି କାର୍ଯ୍ୟ ଜାରି ରଖିଛନ୍ତି। ବସ୍ତିର ପିଲାମାନଙ୍କୁ ବିଭିନ୍ନ ସ୍କୁଲରେ ନାମ ଲେଖାଇବାଠାରୁ ଆରମ୍ଭ କରି ଆବଶ୍ୟକ ପେନ୍‌, ପେନ୍‌ସିଲ, ଖାତା, ବହି ସହ ସ୍କୁଲ ଫି, ଷ୍ଟାଇପେଣ୍ଡ୍‌ ବାବଦ ସବୁ ଖର୍ଚ୍ଚ ନିଜେ ବହନ କରୁଛନ୍ତି। ତାଙ୍କ ଦ୍ୱାରା ଶିକ୍ଷାପ୍ରାପ୍ତ ବହୁ ପିଲା ବିଭିନ୍ନ ବୃତ୍ତିରେ ନିୟୋଜିତ ହେବାର ସୌଭାଗ୍ୟ ଲାଭ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

ସିନ୍ଥେଟିକ ବୁଦ୍ଧିମତ୍ତା

ସଭ୍ୟତାକୁ ଗତିଶୀଳ କରିଥିବା ସବୁଠାରୁ ବଡ଼ ଉଦ୍ଭାବନ ହେଉଛି ଚକ। ଇତିହାସବିତ୍‌ଙ୍କ ମତରେ ଆଜି ଆମେ ଯେଉଁ ଦ୍ରୁତଗତି ସମାଜରେ ବାସ କରୁଛୁ, ତାହାର ମୂଳରେ ରହିଛି…

ବାଲ୍ୟକାଳ ବାହୁଡ଼ି ନ ଆସୁ

ସୁପ୍ରସିଦ୍ଧ ଗଜଲ ଗାୟକ ଜଗଜ୍ଜିତ ସିଂହଙ୍କର ସେଇ କାଳଜୟୀ ଗଜଲଟିର ଅନୁବାଦ ଯଦି ଆମ ଭାଷାରେ କରାଯାଏ, ତେବେ ତାହାର ଶବ୍ଦରୂପ ବୋଧହୁଏ ଏମିତି କିଛି ହେବ-…

ଅନଶନ ସହଜ ନୁହେଁ

ଏନ୍‌ଇଇଟି ପରୀକ୍ଷାରେ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଅସଙ୍ଗତି ଦେଖାଦେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ନୂଆଦିଲ୍ଲୀର ଯନ୍ତ୍ରରମନ୍ତରରେ ୨୧ ଦିନ ଆମରଣ ଅନଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri