ଏଇ ଭାରତରେ

ଆଭିଏଶନ କ୍ୟାରିୟର ଛାଡ଼ି ବଳାତ୍କାର ପୀଡ଼ିତାଙ୍କ ପାଇଁ ନ୍ୟାୟିକ ଲଢ଼େଇ କରୁଛନ୍ତି ଦିଲ୍ଲୀର ଯୋଗିତା ଭାୟାନା। ସେ ବିପର୍ଯ୍ୟୟ ପରିଚାଳନାରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବା ପରେ କିଙ୍ଗ୍‌ଫିଶର ଏୟାରଲାଇନରେ ଭଲ ଚାକିରି ପାଇଥିଲେ। ନିର୍ଭୟା ଘଟଣା ପରେ ସେ ଏହି କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇ ଚାକିରି ଛାଡ଼ିଥିଲେ। ପରେ ପିପୁଲ ଏଗ୍ନେଷ୍ଟ ରେପ୍‌ ଇନ୍‌ ଇଣ୍ଡିଆ(ପିଏଆର୍‌ଆଇ-ପରି) ସଂସ୍ଥା ଗଠନ କରି ବଳାତ୍କାର ପୀଡ଼ିତାଙ୍କୁ ନ୍ୟାୟ ପ୍ରାପ୍ତି ପାଇଁ ସହଯୋଗ କରୁଛନ୍ତି। ସେ ବହୁ ବଳାତ୍କାର ପୀଡ଼ିତାଙ୍କୁ ସାହାଯ୍ୟ କରିସାରିଲେଣି। ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଥଇଥାନ ମଧ୍ୟ କରିଛନ୍ତି। ଏହା ପୂର୍ବରୁ ଯୋଗିତା ଡାସ୍‌ ଚାରିଟେବ୍‌ଲ ଫାଉଣ୍ଡେଶନ ଗଠନ କରି ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ସାହାଯ୍ୟ କରୁଥିଲେ। ହେଲେ ନିର୍ଭୟା ଘଟଣା ପରେ ସେ ବିଭିନ୍ନ ଅଞ୍ଚଳର ବଳାତ୍କାର ପୀଡ଼ିତାଙ୍କ ପକ୍ଷରେ କୋର୍ଟରେ ସାକ୍ଷୀ ଭାବେ ଉପସ୍ଥିତ ରହୁଛନ୍ତି ଓ ସେମାନଙ୍କୁ କ୍ଷତିପୂରଣ ପାଇବାରେ ସାହାଯ୍ୟ କରୁଛନ୍ତି। କେବଳ ଏତିକି ନୁହେଁ, ଆର୍ଥିକ ସ୍ତରରେ ଦୁର୍ବଳ ଥିବା ୧,୦୦୦ରୁ ଅଧିକ ମହିଳାଙ୍କୁ ‘ପରି’ ମାଧ୍ୟମରେ ଟ୍ୟାକ୍ସି ଡ୍ରାଇଭର ପ୍ରଶିକ୍ଷଣ ଦେଇ ଯୋଗିତା ସେମାନଙ୍କୁ ରୋଜଗାରକ୍ଷମ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଗେ ଯୁଗେ ଇଚ୍ଛାମୃତ୍ୟୁ

ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର…

ଓଡ଼ିଶାରେ ଗଛର ବିବିଧତା

ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ…

ଶାକାହାରୀ ଦୟାଳୁ କି

ନାଥୁରାମ ଗଡ୍‌ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ।…

ଯୋଗ୍ୟତମ ଗୁରୁ

ଦର୍ଶର ପ୍ରତୀକ ସାଜି ସମାଜକୁ ଅନବରତ ଦିଗ୍‌ଦର୍ଶନ ଦେଇ ଚାଲୁଥିବା ଜଣେ ମହାନ୍‌ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି – ଗୁରୁ। ସେ ହିଁ ବାସ୍ତବରେ ଜଣେ ଯୋଗ୍ୟତମ…

ମୋତେ କୃଷକ କୁହନା

ଖରା, ବର୍ଷା, ଶୀତ, କାକରକୁ ତିଳେମାତ୍ର ଖାତିର ନ କରି ଯିଏ ନିଜ ମୁଣ୍ଡଝାଳ ତୁଣ୍ଡରେ ମାରି, ହାଡ଼ଭଙ୍ଗା ପରିଶ୍ରମ କରି ମାଟିରେ ସୁନା ଫଳାଏ ସେ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ଚାଷ ଖୋଜୁଛି ମନ୍ତେଇ କୂଳ

ସାମାଜିକ, ସାଂସ୍କୃତିକ ଓ ଅର୍ଥନୈତିକ ମାନଚିତ୍ରର ଦୃଶ୍ୟପଟକୁ ଆକଳନ କଲେ ଭଦ୍ରକ ଜିଲାକୁ ଏକ ପ୍ରମୁଖ ସ୍ଥାନ ଭାବେ ପରିଗଣିତ କରାଯାଇପାରେ। ସାଳନ୍ଦୀ, ବୈତରଣୀ, ମନ୍ତେଇର ସୁଦୀର୍ଘ…

ବାକ୍‌ ସ୍ବାଧୀନତା ଓ କଟକଣା

ରାଜନୈତିକ କାରଣରୁ ସେନ୍ସର ବା କଟକଣା ପ୍ରସଙ୍ଗ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେନ୍ସରଶିପ କହିଲେ ସାମାଜିକ ଭାବେ ଆପତ୍ତିଜନକ, ହାନିକାରକ, ସମ୍ବେଦନଶୀଳ, ଭୁଲ୍‌ ପ୍ରମାଣିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri