ଏଇ ଭାରତରେ

ରୋଜଗାରଭିତ୍ତିକ କୃଷି ବିକାଶର ଧାରାରେ ମୁକ୍ତାଚାଷ ଯୋଡ଼ି ହୋଇଛି ଓ ବହୁ ଲୋକଙ୍କୁ ସ୍ବାବଲମ୍ବୀ କରୁଛି। ମହାରାଷ୍ଟ୍ରର ଅଶୋକ ମନଓ୍ବାନି ଏବଂ ତାଙ୍କ ସ୍ତ୍ରୀ କୁଳଞ୍ଜନ ଦୁବେ ମନଓ୍ବାନି ଏବେ ମୁକ୍ତାଚାଷ କରି ସ୍ବାବଲମ୍ବୀ ହେବା ସହ ଭାରତର ୧୨ ରାଜ୍ୟରେ ୧,୦୦୦ କୃଷକଙ୍କୁ ପ୍ରଶିକ୍ଷଣ ଦେଇ ପାରିଛନ୍ତି। ପ୍ରତ୍ୟେକ କୃଷକଙ୍କୁ ନିୟମିତ ପଥପ୍ରଦର୍ଶନ କରୁଛନ୍ତି। ମନଓ୍ବାନି ଦମ୍ପତି ମହାରାଷ୍ଟ୍ର ବ୍ୟତୀତ କର୍ନାଟକ, କେରଳ, ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ମଣିପୁର, ମେଘାଳୟ, ଆସାମ ଆଦି ରାଜ୍ୟରେ ମୁକ୍ତାଚାଷ ସମ୍ପର୍କରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରୁଛନ୍ତି। ଏବେ ସୁଦ୍ଧା ଅଶୋକ ଓ ତାଙ୍କ ସ୍ତ୍ରୀ ୪୦୦ ଟ୍ରେନିଂ ସେସନ ଏବଂ ଓ୍ବାର୍କଶପ ଆୟୋଜନ କରି ସାରିଛନ୍ତି। ଅଶୋକ ଭୁବନେଶ୍ୱରରୁ ମୁକ୍ତାଚାଷ ସମ୍ପର୍କରେ ପ୍ରଶିକ୍ଷଣ ନେବା ପରେ ୨୦୦୧ରେ ‘ଇଣ୍ଡିଆନ ପର୍ଲ କଲ୍‌ଟିଭେଶନ’ ସଂସ୍ଥା ଗଠନ କରି ଚାଷ ଆରମ୍ଭ କରିଥିଲେ। ଏଥିରେ ସଫଳ ହେବା ପରେ ଅନ୍ୟମାନଙ୍କୁ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିତ୍ଲେ। ମୁକ୍ତାଚାଷ ବିକାଶର ଦୀର୍ଘ ଅଭିଯାନରେ ଉକ୍ତ ଦମ୍ପତି ୮ଟି ଜାତୀୟ ଓ ୭୦ଟି ଅନ୍ୟ ପୁରସ୍କାର ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri