ନିଷ୍ଠା ଓ ଏକାଗ୍ରତା ବଳରେ ସବୁ କିଛି ସମ୍ଭବ। ଏହା ପ୍ରମାଣ କରିଛନ୍ତି ମହାରାଷ୍ଟ୍ରର ହନ୍ମନ୍ତରାଓ ଗାଏକ୍ୱାଡ। ସେ ପରିବାର ପ୍ରତିପୋଷଣ ପାଇଁ ଆମ୍ବ ବିକ୍ରି କରୁଥିଲେ। ପରେ ଭାରତ ବିକାଶ ଗ୍ରୁପ୍ (ବିଭିଜି) ପ୍ରତିଷ୍ଠା କରି ୭୦,୦୦୦ ଗ୍ରାମୀଣ ଯୁବକଙ୍କୁ ନିଯୁକ୍ତି ଦେଇପାରିଛନ୍ତି। ୮୫୦ କମ୍ପାନୀ ସହ ଏୟାରପୋର୍ଟ, କର୍ପୋରେଟ, ଆମ୍ବୁଲାନ୍ସ ସର୍ଭିସ ଆଦିରେ ଏହାକୁ ଯୋଡ଼ି ପାରିଛନ୍ତି। କେବଳ ଏତିକି ନୁହେଁ ବିଭିଜି ହାଉସକିପିଂ, ଫ୍ୟାସିଲିଟି ମ୍ୟାନେଜମେଣ୍ଟ, ଗାର୍ଡେନିଂ, ମେଡିକାଲ ଓ ଏଗ୍ରିକଲ୍ଚର କ୍ଷେତ୍ରରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ଲାଭ ଦେଇପାରୁଛି। ହନ୍ମନ୍ତରାଓ ୧୯୯୪ରେ ଟାଟା ମୋଟର୍ସରେ ଜଣେ ଇଞ୍ଜିନିୟର ଭାବେ ଯୋଗ ଦେଇଥିତ୍ଲେ। ପରେ ଭାରତ ବିକାଶ ପ୍ରତିଷ୍ଠାନ ଗଠନ କରି ସେ ପ୍ରଥମେ ୮ ଜଣ ଯୁବକଙ୍କୁ ନିଯୁକ୍ତ କରିଥିଲେ। ଏମାନେ ଥିଲେ ତାଙ୍କ ଗାଁ ସତରାର ଯୁବକ। ହନ୍ମନ୍ତରାଓ ଅତ୍ୟନ୍ତ ସଂଘର୍ଷମୟ ଜୀବନକୁ ଅତିକ୍ରମ କରି ଇଚ୍ଛାଶକ୍ତି ବଳରେ ଆଜି ୨ହଜାର କୋଟି ଟଙ୍କାର ମାଲିକ ହୋଇପାରିଛନ୍ତି।
ପୁରାଣ କଥାରେ ସୃଷ୍ଟିତତ୍ତ୍ୱ
ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…
ରାଜା ଗୁଣେ ପ୍ରଜା
ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…
ଗୋଡ଼ ଖସିବ
ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୪ ବର୍ଷ ଅତିକ୍ରମ…
ଆଇନା ଓ ମଇନା
ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…
ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ
ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…
ଭାଗ୍ୟ ବଳରେ
କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…
ମଧ୍ୟପ୍ରାଚ୍ୟ ଯୁଦ୍ଧ
ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…
କୃଷକ ବଜାର ଓ ଆର୍ଥିକ ସୁରକ୍ଷା
ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…
Archives

