ଏଇ ଭାରତରେ

କେରଳର ଛାବରା ଦର୍ଶନ ସିଏମ୍‌ଆଇ ପବ୍ଲିକ୍‌ ସ୍କୁଲ ପରିବେଶ ଉପଯୋଗୀ ଅଭିିଯାନର ଏକ ସଫଳ ଦୃଷ୍ଟାନ୍ତ । ଏର୍ନାକୁଲମ ଜିଲା କୋନାମାଭୁସ୍ଥିତ ଉକ୍ତ ସ୍କୁଲରେ ଏକ ଆକର୍ଷଣୀୟ ବାଉଁଶ ଉଦ୍ୟାନ କରାଯାଇଛି। ଅଧ ଏକର ଜମିରେ ପ୍ରାୟ ୩୦ ପ୍ରଜାତିର ବାଉଁଶ ଗଛ ଶୋଭା ପାଉଛି। ଏଠାରେ ମତ୍ସ୍ୟପାଳନ ସହ ଜୈବିକ ପରିବା ଚାଷ ମଧ୍ୟ କରାଯାଉଛି। ଏକ ବଡ଼ କୁଣ୍ଡରେ ୫,୦୦୦ରୁ ଊର୍ଦ୍ଧ୍ୱ ମାଛ ଅଛନ୍ତି। ଏତଦ୍‌ ବ୍ୟତୀତ ଏହି ସ୍କୁଲର ଔଷଧୀୟ ଉଦ୍ୟାନ ମଧ୍ୟ ଆକର୍ଷଣୀୟ। ରାଜ୍ୟ କୃଷି ବିଭାଗ ସହାୟତାରେ ଗଠିତ ‘ନେଚର କ୍ଲବ’ ମାଧ୍ୟମରେ ଏହି ସବୁ କାର୍ଯ୍ୟ ସଞ୍ଚାଳନ କରାଯାଉଛି। ପିଲା ଓ ଶିକ୍ଷକମାନେ ସ୍କୁଲର ଏହି ପଦକ୍ଷେପକୁ ସଫଳ କରିପାରିଛନ୍ତି। ସ୍କୁଲ ହତାରେ ଫଳୁଥିବା ମାଟିଆଳୁ, ଲାଉ, ଟମାଟୋ, ଭେଣ୍ଡି, ଲଙ୍କା, ବାଇଗଣକୁ ସ୍କୁଲର ଇକୋ ଶପ୍‌ରେ ବିକ୍ରି କରାଯାଉଛି। ଏହାବାଦ୍‌ ବିଭିନ୍ନ ପ୍ରକାର ମାଛକୁ ପିଲା, ଅଭିଭାବକ, ଶିକ୍ଷକ ସମେତ ଅନ୍ୟମାନଙ୍କୁ ମଧ୍ୟ ବିକ୍ରି କରାଯାଇ ଲବ୍ଧ ଅର୍ଥକୁ ବିଭିନ୍ନ ପ୍ରକାର ଜନକଲ୍ୟାଣ କାର୍ଯ୍ୟ ତଥା ସ୍କୁଲ୍‌ ବିକାଶରେ ବ୍ୟୟ କରାଯାଉଛି। ଗତ ବର୍ଷ ସ୍କୁଲରେ ୫ କୁଇଣ୍ଟାଲରୁ ବେଶି ପରିବା ଉପତ୍ାଦନ କରାଯାଇଥିଲା। ସ୍କୁଲରେ ସୋଲାର ଲାଇଟ୍‌ ମଧ୍ୟ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

ନୀରବ ଆକ୍ରମଣ

କାଳସ୍ରୋତର ଅନବରତ ପ୍ରବାହରେ ଓଡ଼ିଶାର ସାମାଜିକ-ଆର୍ଥିକ-ସାଂସ୍କୃତିକ ସଂରଚନା ଆଜି ଏକ ଭୟାବହ, ଦୁରାରୋଗ୍ୟ ଦୁର୍ବିପାକର ସମ୍ମୁଖୀନ – ତାହା ହେଉଛି ଜବରଦଖଲ । ଏହା କେବଳ ଏକ…

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri