ଏଇ ଭାରତରେ

ଫେସ୍‌ବୁକ୍‌ ଅନେକଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ଏମିତି ଏକ ପରିବର୍ତ୍ତନ ଆସିଛି ଡ. ଗଣେଶ କୁଲକର୍ଣ୍ଣିଙ୍କ କ୍ଷେତ୍ରରେ। କୁଲକର୍ଣ୍ଣି ରହନ୍ତି ଔରଙ୍ଗାବାଦରେ। ପେସାରେ ସେ ଜଣେ ଲାଇବ୍ରେରିଆନ, କିନ୍ତୁ ନିଶା ତାଙ୍କର ଚାଷ। ଚାଷ ପାଇଁ ସେ କୌଣସି କ୍ଷେତକୁ ଯାଉନାହାନ୍ତି, ବରଂ ନିଜ ଅଗଣାକୁ ଏକ ମିନି ଫାର୍ମରେ ପରିଣତ କରିଛନ୍ତି। ୮୦୦ ବର୍ଗଫୁଟ ଅଗଣାରେ ସେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ କିସମର ଫଳ, ପରିବା ଓ ଫୁଲ ଉପତ୍ାଦନ କରିପାରୁଛନ୍ତି। ଏହି ଚାଷ ପଦ୍ଧତି ଫେସବୁକରୁ ଶିଖିବା ପରେ ଏଥିରେ ସଫଳ ହୋଇଛନ୍ତି। କୁଲକର୍ଣ୍ଣିଙ୍କ ବୟସ ୪୧। ସେ ପ୍ରତି ୧୫ ଦିନରେ ବିଭିନ୍ନ ପ୍ରକାର ପରିବା ଗଛ ଲଗାନ୍ତି। କେବଳ ଏତିକି ନୁହେଁ, କୁଲକର୍ଣ୍ଣି ସହରରେ ଏଭଳି ଚାଷ କରିବାକୁ ଲୋକମାନଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ସୋସିଆଲ ମିଡିଆ ପାଲଟିଛି ତାଙ୍କ ପ୍ରଶିକ୍ଷଣର ମାଧ୍ୟମ। ଡିଡିଓରେ ହେଉ କିମ୍ବା ଲୋକମାନଙ୍କ ଘରେ ପହଞ୍ଚି ସେମାନଙ୍କୁ ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଉଛନ୍ତି। ଏବେ ସୁଦ୍ଧା ତାଙ୍କ ଗ୍ରୁପରେ ୧୫୦୦ ସଦସ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri