ଏଇ ଭାରତରେ

ହରିୟାଣାର ପଞ୍ଚକୁଲା ଆଣ୍ଟି ହ୍ୟୁମ୍ୟାନ୍‌ ଟ୍ରାଫିକିଂ ୟୁନିଟ୍‌ର ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟର (ଏଏସ୍‌ଆଇ) ରାଜୀବ କୁମାର ୫ ବର୍ଷରେ ୫୦୦ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କ ପରିବାରକୁ ହସ୍ତାନ୍ତର କରିଛନ୍ତି। ରାଜୀବ ୨୦୧୫ରୁ ଏହି ଦାୟିତ୍ୱ ନିର୍ବାହ କରୁଛନ୍ତି। ଦାୟିତ୍ୱ ନେବା ପରେ ପ୍ରଥମ ବର୍ଷ ସେ ୬ ଜଣ ଶିଶୁଙ୍କୁ ଉଦ୍ଧାର କରିଥିଲେ। ସେ ପିଲାମାନଙ୍କୁ ଉଦ୍ଧାର କରିବାକୁ ଦିନ ରାତି କାମରେ ଲାଗି ପଡନ୍ତି। ୨୦୧୬ରେ ୩୩ ଜଣଙ୍କୁ ଉଦ୍ଧାର କରିବା ପରେ ପ୍ରତିବର୍ଷ ତାଙ୍କୁ ଅଧିକ ସଫଳତା ମିଳିବାରେ ଲାଗିଛି। ସେ ସହରରେ ଭିକାରି ମାନଙ୍କୁ ବି ଥଇଥାନ କରୁଛନ୍ତି। ରାଜୀବ ତାଙ୍କ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ବିଭିନ୍ନ ରାଜ୍ୟର ସାମାଜିକ କର୍ମୀ, ଚାଇଲ୍ଡ କେୟାର ଇନଷ୍ଟିଚ୍ୟୁଶନ(ସିସିଆଇ) ମେମ୍ବର ଓ ବିଭିନ୍ନ ପୋଲିସ ୟୁନିଟ୍‌କୁ ସାମିଲ କରିଛନ୍ତି। ଏହାଦ୍ୱାରା ସେମାନଙ୍କ ମାଧ୍ୟମରେ ସେ ନିଖୋଜ ଶିଶୁମାନଙ୍କ ସମ୍ପର୍କରେ ତଥ୍ୟ ପାଇପାରୁଛନ୍ତି। ଥରେ ତାଙ୍କ ପାଖକୁ ତଥ୍ୟ ଆସିଗଲେ ଉଦ୍ଧାର କାର୍ଯ୍ୟରେ ଲାଗିପଡୁଛନ୍ତି। ‘ମିସିଂ ଚାଇଲ୍ଡ ପଞ୍ଚକୁଲା’ଫେସ୍‌ବୁକ ପେଜ୍‌ରେ ସେ ଏ ସମ୍ପର୍କରେ ସବିଶେଷ ତଥ୍ୟ ଶେୟାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri