ଏଇ ଭାରତରେ

କୃଷି କ୍ଷେତ୍ରରେ ଡ୍ରୋନ୍‌ ବ୍ୟବହାରକୁ ବ୍ୟାପକ କରିବା ଲାଗି ସରକାର ଘୋଷଣା କରିଛନ୍ତି ସତ, ହେଲେ କେରଳର ଆଲପ୍ପୁଜାରେ ଜନ୍ମିତ ଭାଇ-ଭଉଣୀ ଏ କ୍ଷେତ୍ରରେ କିଛି ପାଦ ଆଗକୁ ବଢ଼ିଛନ୍ତି । ନିଜସ୍ବ ପ୍ରୟାସରେ ଦେବିକା ଏବଂ ଦେବନ ଚନ୍ଦ୍ରଶେଖରନ ୨୦୨୦ରେ ‘ଫ୍ୟୁଜେଲାଜ୍‌ ଇନୋଭେଶନ’ ଷ୍ଟାର୍ଟଅପ୍‌ ଗଠନ କରି ତା’ମାଧ୍ୟମରେ ଏଗ୍ରି ଡ୍ରୋନ୍‌ ନିର୍ମାଣ କରୁଛନ୍ତି। ଏହା ସାହାଯ୍ୟରେ ସାର ସ୍ପ୍ରେ କରାଯାଉଛି। ଏହାଦ୍ୱାରା ହଜାର ହଜାର ଚାଷୀ ଉପକୃତ ହେଉଛନ୍ତି। ଦେବିକା ଇଲେକ୍ଟ୍ରିକାଲ ଓ ଇଲେକ୍ଟ୍ରୋନିକ୍ସ ଇଞ୍ଜିନିୟରିଂରେ ଏବଂ ଦେବନ ଏରୋନଟିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି। ଏହା ସାହାଯ୍ୟ ଫସଲର ସର୍ଭେ କରାଯିବା ସହ ସାର ସ୍ପ୍ରେ କରାଯାଇ କୃଷି ଉପତ୍ାଦନ ୪୦% ବୃଦ୍ଧି କରାଯାଇପାରିଛି। ଏହି ଡ୍ରୋନ କମ୍‌ ସମୟ ମଧ୍ୟରେ ଫସଲ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମଧ୍ୟ ଦେଇପାରୁଛି। ଗୋଟିଏ ଦିନରେ ଏହା ୫୦ ଏକରରେ ସାର ସ୍ପ୍ରେ କରିପାରୁଛି; ଫଳରେ ଶ୍ରମିକ ଖର୍ଚ୍ଚ କମୁଛି ଓ ଚାଷୀମାନେ ଲାଭ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନସଂଖ୍ୟା ଓ ଜଳବାୟୁ

ପୃଥିବୀରେ ମଣିଷ ବଞ୍ଚିବା ନିମନ୍ତେ ସୁସ୍ଥ ଜଳବାୟୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରକୃତି ରାଣୀର ବରଦାନ ଅନୁସାରେ ମଣିଷ ଏହି ପୃଥିବୀରେ ନିଜର ଜୀବନ ଅତିବାହିତ କରିପାରୁଛି।…

ଏଇ ଭାରତରେ

ଭାରତର ବିଭିନ୍ନ ସହର ଅଧୀନ ବସ୍ତିରେ ରହୁଥିବା ପିଲାମାନେ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ସେମାନେ ପ୍ରାୟତଃ ଶ୍ରମିକ ଶ୍ରେଣୀ ପରିବାରର ହୋଇଥିବାରୁ ସେମାନଙ୍କ ଶିକ୍ଷା ଉପରେ ମାତାପିତା…

ରାଜନୈତିକ ପ୍ରତାରଣା

ବିଭିନ୍ନ ସମୟରେ ରାଜନୈତିକ ଦଳ ଜନତାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥାନ୍ତି। ନିର୍ବାଚନୀ ଇସ୍ତାହାର ଜରିଆରେ ଓ ପରବର୍ତ୍ତୀ ସମୟରେ କ୍ଷମତାସୀନ ଦଳ ଭାବେ ପ୍ରତିଶ୍ରୁତି ଦିଅନ୍ତି। କିନ୍ତୁ…

ଲୋଭ ଘାରୁଛି

କ୍ଷମତା ଓ ସମ୍ପତ୍ତି ଲୋଭ ମଣିଷ ଜାତିକୁ ଆଦିମ ଯୁଗରୁ ହନ୍ତସନ୍ତ କରିଆସିଛି। ଅଧିକ ଜମି ପାଇବା ପାଇଁ ବିଶ୍ୱବ୍ୟାପୀ ରାଜା ମହାରାଜାମାନେ ଯୁଗଯୁଗରୁ ଯୁଦ୍ଧ କରିଆସୁଥିଲେ।…

ଏଇ ଭାରତରେ

କେରଳର ଗିରିଜା କୁମାରୀ ମଧୁ ସ୍ନାୟବିକ ସମସ୍ୟା ଓ ମାନସିକ ଅନଗ୍ରସର ପିଲାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛନ୍ତି। ସେ ରହୁଛନ୍ତି ଆଲପୁଝା ଜିଲା ଥାମାରାକୁଲାମ୍‌ରେ। ଗିରିଜା…

ରଜପର୍ବ

ରଜପର୍ବ ପ୍ରତି ବର୍ଷ ଜ୍ୟେଷ୍ଠ ମାସରେ ପଡ଼ିଥାଏ। ସୃତି ଅଛି ବସୁଧା ମା’ ବର୍ଷକରେ ଥରେ ରଜସ୍ବଳା ହୁଏ। ଆମ ପରମ୍ପରା ସଂସ୍କୃତିର ଏହା ଏକ ଅଙ୍ଗ,…

ଆସନ୍ତାକାଲି କିଏ ଦେଖିଛି

ଗତ କିଛିବର୍ଷ ହେବ ଶାସକଶ୍ରେଣୀ ତରଫରରୁ ପ୍ରତି ମୁହୂର୍ତ୍ତରେ ପ୍ରଚାର କରାଯାଉଛି ଯେ ୨୦୪୭ରେ ଭାରତ ବିକଶିତ ରାଷ୍ଟ୍ର ଏବଂ ୨୦୩୬ରେ ଓଡ଼ିଶା ବିକଶିତ ରାଜ୍ୟ ହେବ।…

ସମ୍ଭାବ୍ୟ ଶାନ୍ତି

ଶେଷରେ ଇରାନ ସହ ଆମେରିକା-ଇସ୍ରାଏଲର ଯୁଦ୍ଧ ମଧ୍ୟରେ ସବୁଠାରୁ ବଡ଼ ପ୍ରତୀକ୍ଷିତ କୂଟନୈତିକ ସଫଳତା ମିଳିଛି, ଯେଉଁଥିରେ ଆମେରିକା ଏବଂ ଇରାନ ସେମାନଙ୍କ ଅସ୍ତ୍ରବିରତିକୁ ୬୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri