ଏଇ ଭାରତରେ

ନଦିମ୍‌ ଶେହେଜାଦ ଓ ମହମ୍ମଦ ସୌଦ ଦୀର୍ଘ ୨୦ ବର୍ଷ ମଧ୍ୟରେ ଦିଲ୍ଲୀର ବିଭିନ୍ନ ସ୍ଥାନରୁ ପାଖାପାଖି ୧୦୦ ପ୍ରଜାତିର ୨୩,୦୦୦ ପକ୍ଷୀଙ୍କୁ ଉଦ୍ଧାର କରିପାରିଛନ୍ତି। ସେମାନେ ତାଙ୍କ ଘରେ ଏକ ଅସ୍ଥାୟୀ କ୍ଲିନିକ ଖୋଲି ସେଠାରେ ପକ୍ଷୀଙ୍କୁ ଚିକିତ୍ସା କରୁଛନ୍ତି। ପକ୍ଷୀମାନେ ସୁସ୍ଥ ହେବା ପରେ ସେମାନଙ୍କୁ ଛାଡି ଦେଉଛନ୍ତି। କ୍ଲିନିକରେ ତାଙ୍କୁ ଜଣେ ପ୍ରାଣୀ ଚିକିତ୍ସକ ସହଯୋଗ କରୁଛନ୍ତି। ବିଶେଷ କରି ସେମାନେ ଗୁଡ଼ିଉଡା ସମୟରେ ବେଶି ପକ୍ଷୀ ଉଦ୍ଧାର କରିଥା’ନ୍ତି। କିନ୍ତୁ ୨୦୧୭ରେ ମାଞ୍ଜାସୂତା ଉପରେ କଟକଣା ଲାଗିବାପରେ ଅହତ ପକ୍ଷୀଙ୍କ ସଂଖ୍ୟା କମିଛି ବୋଲି କହନ୍ତି ସୌଦ। ଦୁଇ ଭାଇ ମାଟ୍ରିକ୍‌ ପାସ୍‌ ପରେ ଘରର ଆର୍ଥିକ ସ୍ଥିତି ଭଲ ନ ଥିବାରୁ ଆଉ ନ ପଢି ତାଙ୍କ ବାପାଙ୍କ ବାଥରୁମ୍‌ ଫିଟିଂ ଶପ୍‌ରେ କାମ କଲେ। ପରେ ପକ୍ଷୀ ଉଦ୍ଧାର କରିବା ସେମାନଙ୍କ ନିଶା ପାଲଟିଗଲା ଓ ଏଥିପାଇଁ ସେମାନେ ‘ଓ୍ବାଇଲ୍ଡ ଲାଇଫ ରେସ୍‌କ୍ୟୁ’ ଏନ୍‌ଜିଓ ଖୋଲିଛନ୍ତି। ପକ୍ଷୀମାନଙ୍କ ଚିକିତ୍ସା ପାଇଁ ସେମାନଙ୍କ ଆୟରୁ ଖର୍ଚ୍ଚ କରୁଛନ୍ତି। ଏବେ ତାଙ୍କୁ ବିଭିନ୍ନ ଉତ୍ସରୁ ଆର୍ଥିକ ସାହାଯ୍ୟ ମିଳୁଛି। ଏପରିକି ସରକାରଙ୍କ ସହଯୋଗରେ ସେମାନେ ଆମେରିକାରୁ ପକ୍ଷୀ ଉଦ୍ଧାର ସମ୍ପର୍କିତ ପ୍ରଶିକ୍ଷଣ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ସତ୍ୟରେ ସମାଧାନ

ଗୋଟିଏ ମୁହୂର୍ତ୍ତ ପାଇଁ ଭାବନ୍ତୁ ଯେ ମୁଁ ଜଣେ ଶକ୍ତିଶାଳୀ ବ୍ୟକ୍ତି। ଯିଏ ସହଜରେ ଭାରି ଓଜନ ଉଠାଇପାରେ ଏବଂ ମୁଁ ପୂରା ଫିଟ୍‌। ଯଦି କେହି…

ସମସ୍ୟା- ଅର୍ଥନୀତିର ନା ମୂଲ୍ୟବୋଧର

ଆମେ ଭାରତୀୟମାନେ ଏବେ ଦୈନନ୍ଦିନ ଆମର ଜୀବନଟିକୁ ଯେପରି ବଞ୍ଚୁଛୁ ତାହା ହିଁ ଏବର ଭାରତ ନିର୍ମାଣ କରୁଛି, ଯେଉଁ ଜୀବନ ଦର୍ଶନ ଓ ଜଗତ ଦୃଷ୍ଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri