ଏଇ ଭାରତରେ

ଝିଅ କି ପୁଅ ହେବ ତାହା ଜାଣିବା ଲାଗି ଅନ୍ଧବିଶ୍ୱାସର ସାହାରା ନେଉଛନ୍ତି ଝାଡ଼ଖଣ୍ଡର ବେଡ଼ୋ ବ୍ଲକର ଖୁଖରା ଗାଁ। ଏହି ଗାଁରେ ଏକ ପାହାଡ଼ ଅଛି। ଏହା ଉପରେ ଲୋକମାନଙ୍କ ଗଭୀର ବିଶ୍ୱାସ ମଧ୍ୟ ରହିଛି। ଏହି ପାହାଡ଼ରେ ଚାନ୍ଦ ଆକୃତିର ଏକ ଚିହ୍ନ ଶୋଭାପାଉଛି। ଏହି ପାହାଡ଼କୁ ସ୍ଥାନୀୟ ଅଞ୍ଚଳରେ ଚାନ୍ଦ ପାହାଡ଼ ମଧ୍ୟ କୁହାଯାଏ। ଏହି ପାହାଡ଼ରେ ଥିବା ଚାନ୍ଦର ଆକୃତିରୁ ମାତୃଗର୍ଭରେ ବଢୁଥିବା ପିଲାର ଆକୃତି ବି ଜାଣିହୁଏ ବୋଲି ଦୃଢ଼ତାର ସହ କହନ୍ତି ଗ୍ରାମବାସୀ। ଗାଁର ଗର୍ଭବତୀ ମହିଳାମାନେ ପାହାଡ଼ ପାଖକୁ ଯାଆନ୍ତି। ଦୂରରୁ ସେହି ପାହାଡ଼ରେ ଥିବା ଚାନ୍ଦକୁ ସେମାନେ ପଥର ଫିଙ୍ଗନ୍ତି। ଯଦି ଚାନ୍ଦ ଭିତରେ ସେମାନେ ଫିଙ୍ଗିଥିବା ପଥର ବାଜେ ତେବେ ପୁଅ ହେବ ବୋଲି ସେମାନେ ବିଚାର କରନ୍ତି ଓ ବାହାରେ ବାଜିଲେ ଝିଅ ହେବ ବୋଲି ଧରିନିଅନ୍ତି। ୪୦୦ ବର୍ଷରୁ ଚାଲି ଆସଥିବା ଏହି ଅନ୍ଧବିଶ୍ୱାସ ଭିତ୍ତିକ ପରମ୍ପରାକୁ ଗାଁ ଲୋକେ ଛାଡ଼ି ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକଳ୍ପର ବାର୍ତ୍ତାବହ

ଅଭିଜିତ ଦୀପ୍‌କେ ରାଜନୀତି ଏଭଳି ଏକ କ୍ଷେତ୍ର, ଯେଉଁଥିରେ ଯାହାଙ୍କର ଯେତେ ବ୍ୟକ୍ତିଗତ ସମ୍ପର୍କ ଥାଏ ସେ ସେତେ ଲୋକପ୍ରିୟତା ଅର୍ଜନ କରିଥାଏ। ହେଲେ ଭାରତୀୟ ରାଜନୈତିକ…

ମାଧବଙ୍କ ଦୃଷ୍ଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହତ୍ତ୍ୱପୂର୍ଣ୍ଣ ସଫଳତାରେ ପହଞ୍ଚତ୍ୱେ ବୋଲି ରାମ ମାଧବ ଏକ ସୁନ୍ଦର ଲେଖା ଲେଖିଛନ୍ତି। ସେ ଲେଖିଛନ୍ତି, ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ଭାବରେ ମୋଦି…

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri