ଏଇ ଭାରତରେ

ଚିକିତ୍ସା କ୍ଷେତ୍ରରେ ଡ୍ରୋନ୍‌ ସେବା ଦିଗରେ ବିକ୍ରମ ସିଂଙ୍କ ଯୋଗଦାନ ନିଶ୍ଚିତ ଭାବେ ପ୍ରଶଂସନୀୟ। ସେ ଆଇଆଇଟି, କାନପୁରରୁ କେମିକାଲ ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି। ତୃତୀୟ ବର୍ଷ ଛାତ୍ର ଥିତ୍ବା ସମୟରେ ବିକ୍ରମ ୨୦୧୫ରେ ଗୁରୁଗ୍ରାମରେ ‘ଟେକ୍‌ଇଗଲ’ ଷ୍ଟାର୍ଟଅପ୍‌ ପ୍ରତିଷ୍ଠା କରିଥିଲେ। ଏହା ମାଧ୍ୟମରେ ୨୦୧୮ରେ ପ୍ରଥମ ଡ୍ରୋନ୍‌ ନିର୍ମାଣ କରାଯାଇ ଲକ୍ଷ୍ନୌର ଏକ ଫୁଡ୍‌ ଡେଲିଭରି ଷ୍ଟାଟ୍‌ଅପ୍‌ରେ ତାହାର ଟ୍ରାଏଲ ହୋଇଥିଲା। ପରେ ବହୁ ଗବେଷଣାକୁ ଆଧାରକରି ଏକ ହାଇବ୍ରିଡ୍‌ ଡ୍ରୋନ୍‌ ବିକାଶ କରିଛନ୍ତି ବିକ୍ରମ। ଉକ୍ତ ଡ୍ରୋନ୍‌ ପ୍ରତିକୂଳ ପରସ୍ଥିିତିରେ ଦୁର୍ଗମ ଅଞ୍ଚଳରେ ମେଡିସିନ ଓ ଭାକ୍ସିନ ଯୋଗାଇପାରୁଛି। ହିମାଚଳ ପ୍ରଦେଶର ତ୍ରିଥାନ୍‌ ଭାଲିରେ ଏହାର ଓ୍ୟଷଧ ଯୋଗଇବା ଦକ୍ଷତାକୁ ପ୍ରଦର୍ଶିତ କରାଯାଇଛି। ମାଇନସ୍‌ ୫ ଡିଗ୍ରୀ ସେଲ୍‌ସିୟସ ଓ ପବନର ବେଗ ଘଣ୍ଟା ପ୍ରତି ୨୫ କି.ମି. ଥିବା ସମୟରେ ମଧ୍ୟ ଏହା ଠିକ୍‌ ଭାବେ ଠିକଣା ସ୍ଥାନରେ ଔଷଧ ପହଞ୍ଚାଉଛି। ଉକ୍ତ ଡ୍ରୋନ୍‌ ୩ କେ.ଜି. ଔଷଧ ନେଇ ଘଣ୍ଟା ପ୍ରତି ୧୨୦ କି.ମି. ବେଗରେ ୧୦୦ କି.ମି. ଯାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri