ଏଇ ଭାରତରେ

ସରକାରୀ ଯୋଜନାର ଉପଯୁକ୍ତ ଉପଯୋଗ କରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ଉତ୍ତରାଖଣ୍ଡ କ୍ୟାଡରର ଆଇଏଏସ୍‌ ଅଧିକାରୀ ଆର୍‌. ମୀନାକ୍ଷୀ ସୁନ୍ଦରମ୍‌। ସେ ବହୁ ବିଭାଗର ଦାୟିତ୍ୱରେ ଥାଇ ୬୦୦ କୋଟି ମୂଲ୍ୟର ସରକାରୀ ଯୋଜନାକୁ କାର୍ଯ୍ୟକାରୀ କରି ରାଜ୍ୟରେ ୪.୫ ଲକ୍ଷ କୃଷକଙ୍କୁ ଯୋଡ଼ି ପାରିଛନ୍ତି। କୃଷକଙ୍କୁ ବିଭିନ୍ନ କ୍ଷେତ୍ରରେ ଲାଭ ପହଞ୍ଚାଇବା ସହ ରାଜ୍ୟରେ ଜୈବିକ କୃଷିରେ ଉନ୍ନତି ଆଣିପାରିଛନ୍ତି। ସେଓ ଚାଷରେ ବ୍ୟାପକ ଉନ୍ନତି ବ୍ୟତୀତ କୃଷକମାନଙ୍କୁ ଛତୁଚାଷ, ମସଲାଜାତୀୟ ଚାଷ, ଔଷଧୀୟ ବୃକ୍ଷରୋପଣ, ପରିବା ଆଦି ଚାଷ ପ୍ରତି ଆକୃଷ୍ଟ କରିଛନ୍ତି। କେବଳ ଏତିକି ନୁହେଁ, ପାହାଡ଼ିଆ ଅଞ୍ଚଳରେ ରହୁଥିବା ମହିଳାମାନଙ୍କୁ ପଶୁପାଳନରେ ନିୟୋଜିତ କରାଇଛନ୍ତି। ସୁନ୍ଦରମ୍‌ ପଶୁପାଳନ ବିଜ୍ଞାନରେ ଡିଗ୍ରୀ ହାସଲ କରିବା ପରେ ଆଲିମଲ ଜେନେଟିକ୍ସ ଆଣ୍ଡ୍‌ ବ୍ରିଡିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଆଇଏଏସ୍‌ରେ ଯୋଗ ଦେଇଥିବାରୁ ତାଙ୍କର କୃଷି ଓ ପଶୁପାଳନ ପ୍ରତି ଦୁର୍ବଳତା ରହିଛି ଓ ଏହାଦ୍ୱାରା ଆର୍ଥିକ ପରିବର୍ତ୍ତନ ଆଣିବା ତାଙ୍କର ମୁଖ୍ୟ ଲକ୍ଷ୍ୟ ବୋଲି କହିଛନ୍ତି ସୁନ୍ଦରମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri