ଏଇ ଭାରତରେ

ସରକାରୀ ଯୋଜନାର ଉପଯୁକ୍ତ ଉପଯୋଗ କରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ଉତ୍ତରାଖଣ୍ଡ କ୍ୟାଡରର ଆଇଏଏସ୍‌ ଅଧିକାରୀ ଆର୍‌. ମୀନାକ୍ଷୀ ସୁନ୍ଦରମ୍‌। ସେ ବହୁ ବିଭାଗର ଦାୟିତ୍ୱରେ ଥାଇ ୬୦୦ କୋଟି ମୂଲ୍ୟର ସରକାରୀ ଯୋଜନାକୁ କାର୍ଯ୍ୟକାରୀ କରି ରାଜ୍ୟରେ ୪.୫ ଲକ୍ଷ କୃଷକଙ୍କୁ ଯୋଡ଼ି ପାରିଛନ୍ତି। କୃଷକଙ୍କୁ ବିଭିନ୍ନ କ୍ଷେତ୍ରରେ ଲାଭ ପହଞ୍ଚାଇବା ସହ ରାଜ୍ୟରେ ଜୈବିକ କୃଷିରେ ଉନ୍ନତି ଆଣିପାରିଛନ୍ତି। ସେଓ ଚାଷରେ ବ୍ୟାପକ ଉନ୍ନତି ବ୍ୟତୀତ କୃଷକମାନଙ୍କୁ ଛତୁଚାଷ, ମସଲାଜାତୀୟ ଚାଷ, ଔଷଧୀୟ ବୃକ୍ଷରୋପଣ, ପରିବା ଆଦି ଚାଷ ପ୍ରତି ଆକୃଷ୍ଟ କରିଛନ୍ତି। କେବଳ ଏତିକି ନୁହେଁ, ପାହାଡ଼ିଆ ଅଞ୍ଚଳରେ ରହୁଥିବା ମହିଳାମାନଙ୍କୁ ପଶୁପାଳନରେ ନିୟୋଜିତ କରାଇଛନ୍ତି। ସୁନ୍ଦରମ୍‌ ପଶୁପାଳନ ବିଜ୍ଞାନରେ ଡିଗ୍ରୀ ହାସଲ କରିବା ପରେ ଆଲିମଲ ଜେନେଟିକ୍ସ ଆଣ୍ଡ୍‌ ବ୍ରିଡିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରି ଆଇଏଏସ୍‌ରେ ଯୋଗ ଦେଇଥିବାରୁ ତାଙ୍କର କୃଷି ଓ ପଶୁପାଳନ ପ୍ରତି ଦୁର୍ବଳତା ରହିଛି ଓ ଏହାଦ୍ୱାରା ଆର୍ଥିକ ପରିବର୍ତ୍ତନ ଆଣିବା ତାଙ୍କର ମୁଖ୍ୟ ଲକ୍ଷ୍ୟ ବୋଲି କହିଛନ୍ତି ସୁନ୍ଦରମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ଆକ୍ରମଣ

କାଳସ୍ରୋତର ଅନବରତ ପ୍ରବାହରେ ଓଡ଼ିଶାର ସାମାଜିକ-ଆର୍ଥିକ-ସାଂସ୍କୃତିକ ସଂରଚନା ଆଜି ଏକ ଭୟାବହ, ଦୁରାରୋଗ୍ୟ ଦୁର୍ବିପାକର ସମ୍ମୁଖୀନ – ତାହା ହେଉଛି ଜବରଦଖଲ । ଏହା କେବଳ ଏକ…

କ୍ଷମତା ଓ ଅହଂ

ଭାରତରେ ପାଞ୍ଚ ବର୍ଷରେ ଥରେ ନିର୍ବାଚନ ଅନୁଷ୍ଠିତ ହୁଏ। କେହି କେହି ଜିତନ୍ତି ଓ କେହି କେହି ପରାଜିତ ହୁଅନ୍ତି। ବେଳେବେଳେ ବିଭିନ୍ନ କାରଣରୁ ଅନେକ ଯୋଗ୍ୟ…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଏଇ ଭାରତରେ

ତେଲଙ୍ଗାନାରେ ‘ମିନି ବ୍ରାଜିଲ’ ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଏମିତି କା ମିନି ବ୍ରାଜିଲ ହେଉଛି ସିକନ୍ଦରାବାଦର ଭାଲ୍ଲୁର ନଗର। ଏଭଳି ନାମକରଣର କାରଣ…

ହାରିଯାଇଥିବା ଲୋକ

ବାରମ୍ବାର ବିଫଳ ହେଉଥିବା ପାଣ୍ଡବଙ୍କ ସହ କିନ୍ତୁ ଶ୍ରୀକୃଷ୍ଣ ସାଥ୍‌ ଦେଇଥିଲେ। ଯୁଦ୍ଧରେ ଭବିଷ୍ୟତର ପରାଜୟକୁ ଦେଖୁଥିବା କର୍ଣ୍ଣ ମୃତ୍ୟୁକୁ ସ୍ବାଗତ କଲେ। ହେଲେ ନିଜର ସାଥୀ…

ମମଦାନୀଙ୍କ ଦୃଷ୍ଟିକୋଣ

ଫ୍ରାନ୍ସିସ୍‌ ଫୁକୁୟାମାଙ୍କ ୧୯୯୦ ଦଶକର ‘ଇତିହାସର ସମାପ୍ତି’ ସିଦ୍ଧାନ୍ତ ଉଦାରବାଦୀ-ଗଣତାନ୍ତ୍ରିକ ପାଶ୍ଚାତ୍ୟ ଜଗତକୁ ଏକାଠି ବାନ୍ଧି ରଖିଥିଲା। ତାଙ୍କର ଯୁକ୍ତି ଥିଲା, ପାଶ୍ଚାତ୍ୟ ଉଦାରବାଦୀ-ଗଣତାନ୍ତ୍ରିକ କଲ୍ୟାଣକାରୀ ପୁଞ୍ଜିବାଦ…

ପାଠ୍ୟପୁସ୍ତକ ରାଜନୀତି

ଗୋଟିଏ ସ୍କୁଲ ବନ୍ଦ ହେଲେ ସେହି ଅଞ୍ଚଳର ପିଲାଙ୍କ ଭବିଷ୍ୟତ ନଷ୍ଟ ହୁଏ। କିନ୍ତୁ ଗୋଟିଏ ବର୍ଷର ପାଠ୍ୟପୁସ୍ତକ ନଷ୍ଟ ହେଲେ ସେହି ରାଜ୍ୟର ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ…

ଆଧ୍ୟାତ୍ମିକତା ମୁଖା ତଳେ ସ୍ବାର୍ଥ

ଆଧୁନିକ ସମାଜରେ ଧର୍ମ ଏବଂ ଭକ୍ତିର ସ୍ବରୂପ ବଦଳିବାରେ ଲାଗିଛି । ସକାଳୁ ଉଠି ସୋସିଆଲ ମିଡିଆରେ ଦେବଦେବୀଙ୍କ ଫଟୋ ସହ ‘ଗୁଡ୍‌ ମର୍ନିଂ’ ମେସେଜ୍‌ ପଠାଇବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri