ଏଇ ଭାରତରେ

ଭାରତୀୟ ସମରକଳାକୁ ବଞ୍ଚାଇ ରଖିବା ଲାଗି କେରଳର ଜଣେ ଅବସରପ୍ରାପ୍ତ ପୋଲିସଙ୍କ ତ୍ୟାଗ ପ୍ରଶଂସନୀୟ। କେ.ଭି. ମହମ୍ମଦ ଗୁରୁକ୍କଲ କେରଳ ପୋଲିସରେ ୩୨ ବର୍ଷ ଚାକିରି କରି ଅବସର ନେବା ପରେ ପାଖାପାଖି ୨୦୦୦ ଛାତ୍ରୀଛାତ୍ରଙ୍କୁ ମାଗଣାରେ ୩ ହଜାର ବର୍ଷ ପୁରୁଣା କଲାରିପାୟାଟ୍ଟୁ ସମରକଳା ଶିକ୍ଷା ଦେଇ ସାରଲେଣିି। କୋଝିକୋଡ୍‌ ଜିଲା ନିବାସୀ ଗୁରୁକ୍କଲ ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ସମ୍ମାନିତ ହେବା ସହ ରାଷ୍ଟ୍ରପତି ପୁରସ୍କାର ସକାଶେ ଦୁଇ ଥର ନୋମିନେଟ ହୋଇଛନ୍ତି। ଏବେ ତାଙ୍କ ପାଖରେ ୭ରୁ ଆରମ୍ଭ କରି ୪୦ ବର୍ଷ ବୟସ ପର୍ଯ୍ୟନ୍ତ ୩୦ ଜଣ ଶିକ୍ଷା କରୁଛନ୍ତି। ଏହି କାର୍ଯ୍ୟ ବ୍ୟତୀତ ଗୁରୁକ୍କଲ ଆୟୁର୍ବେଦିକ ମସାଜ କଲାରିକୁ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରୋତ୍ସାହିତ କରୁଛନ୍ତି। ବିଭିନ୍ନ ପର୍ବପର୍ବାଣି, ସାମାଜିକ ସମାବେଶଠାରୁ ଆରମ୍ଭ କରି ନୃତ୍ୟ କାର୍ଯ୍ୟକ୍ରମଗୁଡ଼ିକରେ ସେ ସାମରିକ କଳା ପ୍ରଦର୍ଶନ କରୁଛନ୍ତି। ଓ୍ବାଘା ବର୍ଡରରେ ମଧ୍ୟ ସେ ଏହାକୁ ପ୍ରଦର୍ଶିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ନୈତିକ ମୂଲ୍ୟବୋଧ ଓ ଧର୍ମ

ଯେତେବେଳେ ଆମେ ଜଣେ କରୁଥିବା କାର୍ଯ୍ୟକୁ ‘ନୈତିକ’ ବୋଲି ବିଚାର କରୁ, ତାକୁ ଭଲ ଲୋକ କହୁ ଓ ଅନୈତିକ କାର୍ଯ୍ୟ କରୁଥିବା ଲୋକକୁ ମନ୍ଦ ଲୋକ…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri