ଏଇ ଭାରତରେ

ଜାଗା କହିଲେ ମାତ୍ର ୧୦୦୦ ବର୍ଗଫୁଟ୍‌। କିନ୍ତୁ ସେଥିରେ ଗ୍ରୋ ବ୍ୟାଗ୍‌ରେ ପରିବା ଚାଷ କରି ନିଜର ଆବଶ୍ୟକତା ମେଣ୍ଟାଇବା ସହ ପରିବା ବିକ୍ରି କରୁଛନ୍ତି ଧନଞ୍ଜୟନ। କେରଳର କନ୍ନୁର ଜିଲା ନିବାସୀ ୪୮ ବର୍ଷୀୟ ଧନଞ୍ଜୟନ ଅଗଣାରେ ଅର୍ଗାନିକ ଚାଷ କରିବା ସହ ରୋଷେଇଘର ବର୍ଜ୍ୟରୁ ଜୈବିକ ଖତ ପ୍ରସ୍ତୁତକରି ମାସକୁ ୧୦୦୦ କେ.ଜି. ଖତ ମଧ୍ୟ ବିକ୍ରି କରୁଛନ୍ତି। ଅଗଣାରେ ଚାଷକରି ସଫଳ ହୋଇଥିବାରୁ ଏଥିପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ଏବେ ସେ ୨୫୦ ଗ୍ରୋ ବ୍ୟାଗ୍‌ରେ ଭେଣ୍ଡି, ବାଇଗଣ, ଟମାଟୋ, କଲରା, ଲଙ୍କା ବ୍ୟତୀତ ପୋଇ, ବନ୍ଧାକୋବି, ଫୁଲକୋବି, ବ୍ରୋକୋଲି ଏବଂ କ୍ୟାପ୍ସିକମ୍‌ ଆଦି ଋତୁଭିତ୍ତିକ ପରିବା ଫଳାଉଛନ୍ତି। ସିଞ୍ଚନ ପଦ୍ଧତିରେ ଜଳସେଚନ କରୁଛନ୍ତି ଓ ଜୈବିକ ଖତ ପ୍ରୟୋଗ କରୁଛନ୍ତି। ସେ ପ୍ରସ୍ତୁତ କରୁଥିବା ଜୈବିକ ଖତକୁ ୪ କେଜିଆ ପ୍ୟାକେଟ କରି ତାହାକୁ ୩୦ ଟଙ୍କାରେ ବିକ୍ରି କରୁଛନ୍ତି। ସେ ଅଗଣାରେ ଜୈବିକ ଚାଷ କରିବା ଲାଗି ଅନ୍ୟମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କୁ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri