ଏଇ ଭାରତରେ

ପରିବେଶ ଓ ପରିମଳ ବ୍ୟବସ୍ଥାରେ ଉନ୍ନତି ଆଣି ଆଦିବାସୀମାନଙ୍କୁ ସୁସ୍ଥ ଜୀବନର ବାଟ ଦେଖାଇଛନ୍ତି ମୁମ୍ବାଇର କାସାନ୍ଦ୍ରା ନଜରେଥ ଏବଂ ତାଙ୍କ ଟିମ୍‌। ଆର୍‌ୟେ ଜଙ୍ଗଲ ଓ ମାଧ ଆଇଲ୍ୟାଣ୍ଡରେ ଓ୍ବର୍ଲି ସମ୍ପ୍ରଦାୟର ୨,୫୦୦ ପରିବାରକୁ ବାୟୋ ଟଏଲେଟ ଏବଂ ବାୟୋଓ୍ବେଲ୍‌ ଯୋଗାଇ ଦେଇଛନ୍ତି। ଏହି ପରିବାରଗୁଡ଼ିକୁ ଆମତ୍ନିର୍ଭରଶୀଳ କରିବା ଲାଗି ମଧ୍ୟ ଅନେକ ପଦକ୍ଷେପ ନେଇଛନ୍ତି। ଗତ ୬ ବର୍ଷ ହେଲା ସେମାନେ ଏହିି କାର୍ଯ୍ୟ କରି ଆସୁଛନ୍ତି। ପ୍ରତି ୮ଟି ପରିବାର ପାଇଁ ଗୋଟିଏ ପାଇଖାନା ରଖାଯାଇଛି। ଏଥିପାଇଁ କାସାନ୍ଦ୍ରା ଓ ତାଙ୍କ ଟିମ୍‌ ନଜରେଥା ଫାଉଣ୍ଡେଶନ ମାଧ୍ୟମରେ ସବୁ ଖର୍ଚ୍ଚ କରୁଛନ୍ତି। ପ୍ରତ୍ୟେକଟି ବାୟୋ ଟଏଲେଟ ଲାଗି ୫୫,୦୦୦ ଟଙ୍କା ଖର୍ଚ୍ଚ କରାଯାଇଛି। କେବଳ ଏତିକି ନୁହେଁ ଆଦିବାସୀମାନଙ୍କ ପାଇଁ ଏମାନେ ପାନ୍‌ କାର୍ଡ ଓ ବ୍ୟାଙ୍କ ଆକାଉଣ୍ଟ ବି ଖୋଲିଛନ୍ତି। ଯୁବ ଓ୍ବର୍ଲି ଯୁବକମାନଙ୍କୁ ଓ୍ବର୍ଲି କଳା ସମ୍ପର୍କରେ ଶିକ୍ଷା ଦେଉଛନ୍ତି। ଓ୍ବର୍ଲି ମହିଳାମାନଙ୍କୁ ସିଲାଇ ମେଶିନ ଯୋଗାଇ ଦେଇ ଆତ୍ମନିର୍ଭରଶୀଳ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri