ଏଇ ଭାରତରେ

ଜୀବନରେ ସାଂଘାତିକ ରୋଗର ଝଟ୍‌କା ପାଇବା ପରେ ସେଥିରୁ ବଞ୍ଚିଯାଇଥିବା ବହୁ ବ୍ୟକ୍ତିଙ୍କ ସେବାରେ ଜଡ଼ିତ ରହିବାର ଅନେକ ଦୃଷ୍ଟାନ୍ତ ଦେଖିବାକୁ ମିଳେ। ସେମାନଙ୍କ ମଧ୍ୟରେ ଦିଲ୍ଲୀର ଅଲାଗଡଥାନମ ନଟରାଜନ ଅନ୍ୟତମ। ନଟରାଜନ କ୍ୟାନ୍‌ସରରେ ପୀଡ଼ିତ ହୋଇ ଜୀବନ ସହ ସଂଗ୍ରାମ କରୁଥିଲେ। ଏଥିରୁ ମୁକୁଳିବା ପରେ ହଜାର ହଜାର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଉଛନ୍ତି। କ୍ୟାନ୍‌ସର ଚିହ୍ନଟ ହେବାପରେ ଲଣ୍ଡନରୁ ଫେରି ନଟରାଜନ ଦିଲ୍ଲୀର ପାନୀୟ ଜଳ ସମସ୍ୟା ଦେଖିବାକୁ ପାଇଥିଲେ। କ୍ୟାନ୍‌ସରରୁ ମୁକ୍ତି ପାଇବା ପରେ ସେ ଅନାଥଙ୍କ ସେବାରେ ଲାଗିଗଲେ ଓ ତାହା ଏବେ ବି ଜାରି ରଖିଛନ୍ତି। କିନ୍ତୁ ଦିଲ୍ଲୀର ପାଣି ସମସ୍ୟା ଦେଖି ସେ ପ୍ରଥମେ ପଡୋଶୀଙ୍କ ଘରେ ମାଠିଆ ରଖି ସେମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ବ୍ୟବସ୍ଥା କରିଥିଲେ। ପରେ ଘର ସାମ୍ନାରେ ଏକ ଓ୍ବାଟର କୁଲର ବସାଇଲେ। ଏବେ ଦିଲ୍ଲୀର ବହୁ ଅଞ୍ଚଳରେ ମାଠିଆ ରଖିଛନ୍ତି। ମାଠିଆଗୁଡ଼ିକୁ ସୁରକ୍ଷିତ ସ୍ଥାନରେ ରଖାଯାଇଛି ଓ ନଟରାଜନ ଗାଡ଼ିରେ ପାଣି ନେଇ ସେଥିରେ ଭର୍ତ୍ତି କରୁଛନ୍ତି। ସେଗୁଡ଼ିକୁ ନିିୟମିତ ସଫା କରିବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ଏହି ସେବାରେ ଖୁସି ରହିଛନ୍ତି ବୋଲି କହନ୍ତି ୭୩ ବର୍ଷୀୟ ନଟରାଜନ।


Enter your email to get our daily news in your inbox.

All Right Reserved By Dharitri.Com

ବିକଳ୍ପର ବାର୍ତ୍ତାବହ

ଅଭିଜିତ ଦୀପ୍‌କେ ରାଜନୀତି ଏଭଳି ଏକ କ୍ଷେତ୍ର, ଯେଉଁଥିରେ ଯାହାଙ୍କର ଯେତେ ବ୍ୟକ୍ତିଗତ ସମ୍ପର୍କ ଥାଏ ସେ ସେତେ ଲୋକପ୍ରିୟତା ଅର୍ଜନ କରିଥାଏ। ହେଲେ ଭାରତୀୟ ରାଜନୈତିକ…

ମାଧବଙ୍କ ଦୃଷ୍ଟିରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହତ୍ତ୍ୱପୂର୍ଣ୍ଣ ସଫଳତାରେ ପହଞ୍ଚତ୍ୱେ ବୋଲି ରାମ ମାଧବ ଏକ ସୁନ୍ଦର ଲେଖା ଲେଖିଛନ୍ତି। ସେ ଲେଖିଛନ୍ତି, ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ଭାବରେ ମୋଦି…

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri