ଏଇ ଭାରତରେ

ଦୁନିଆରେ ଦିବ୍ୟାଙ୍ଗମାନେ ସାମାଜିକ ସ୍ରୋତରେ ପଛରେ ରହିଯାଉଛନ୍ତି। ଏହାର ଅନେକ କିଛି କାରଣ ରହିଛି, ହେଲେ ସେହିସବୁ କାରଣକୁ ନ ଖୋଜି ନିଜ ମାଧ୍ୟମରେ ଯାହାକିଛି କରିହେବ ତାହା କରୁଛନ୍ତି ମହାଦେବନ ମୁଥାଲାମ୍ପେଟ। ସେ ବାଣିଜ୍ୟ ପ୍ରାଧ୍ୟାପକ ଭାବେ କାର୍ଯ୍ୟ କରୁଥିଲେ। ଚାକିରି ଛାଡ଼ି ଚେନ୍ନାଇରେ ୧୧ଟି ଚାରିଟି କେଫ୍‌ କରି ସେଥିରେ କେବଳ ଦିବ୍ୟାଙ୍ଗମାନଙ୍କୁ ନିଯୁକ୍ତି ଦେଇଛନ୍ତି। ମହାଦେବନ ପ୍ରାଧ୍ୟାପକ ଭାବେ କାର୍ଯ୍ୟ କରୁଥିବା ସମୟରେ ଦିନବେଳା ପିଲାଙ୍କୁ ପଢ଼ାନ୍ତି ଓ ରାତିହେଲେ ରେସ୍ତୋରାଁରେ କାର୍ଯ୍ୟ କରନ୍ତି। ସେବେଠାରୁ ସେ ଦିବ୍ୟାଙ୍ଗମାନଙ୍କ ପାଇଁ ନିଯୁକ୍ତି ବାଟ ଖୋଲିବାକୁ ନିଷ୍ପତ୍ତି ନେଇଥିଲେ। ୧୯୮୯ରେ ସେ ଚାକିରି ଛାଡ଼ି ବେକରି ବ୍ୟବସାୟ ଆରମ୍ଭ କରି ନିରାଶ୍ରୟ, ସିଙ୍ଗଲ ମଦର ଓ ବର୍ନ ଭିକ୍ଟିମଙ୍କୁ ନିଯୁକ୍ତି ଦେବା ଆରମ୍ଭ କରିଥିଲେ। ପରେ ଚାରିଟି କେଫ୍‌ ଖୋଲି ଦିବ୍ୟାଙ୍ଗମାନଙ୍କୁ ନିଯୁକ୍ତି ଦେଉଛନ୍ତି। କେବଳ ଦିବ୍ୟାଙ୍ଗ ନୁହନ୍ତି, ବେକରିରେ ହଜାର ହଜାର କଏଦୀ ଓ ଗରିବମାନଙ୍କୁ ମଧ୍ୟ ଥଇଥାନ କରୁଛନ୍ତି। ମହାଦେବନଙ୍କ ଦ୍ୱାରା ପ୍ରତିଷ୍ଠିତ ‘ଚେନ୍ନାଇ ମିଶନ’ ମାଧ୍ୟମରେ ଏହି ସେବା ପରିଚାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଗୁଆଗଛର ବ୍ୟବସାୟିକ ଦିଗକୁ ଭଲ ଭାବେ ଠାବ କରିଛନ୍ତି କର୍ନାଟକର ସୁରେଶ ଏସ୍‌.ଆର୍‌। ସେ ଓ ତାଙ୍କ ସ୍ତ୍ରୀ ମୈଥିଲି ମିଶି ଗୁଆଗଛରୁ ଏକ ପ୍ରକାର...

ବିଶେଷଣ ଭେଳିକି

ଧ୍ରୁବ ଚରଣ ଘିବେଲା ସତର ପରିଭାଷା ଯଦି ସମାଲୋଚନା, ତେବେ ମିଛର ପରିଭାଷା କ’ଣ ହୋଇପାରେ? ଯାହାଙ୍କ ଭାଷାରେ ସତ ହୁଏ ସମାଲୋଚନା, ସେଇମାନଙ୍କ ତୁଣ୍ଡରେ...

ଓଡ଼ିଆ ଜାତି ଓ ପୋଥି ପରମ୍ପରା

ଡ. ପ୍ରଫୁଲ୍ଲ କୁମାର ସାହୁ ଆମ ଦେଶରେ କାଗଜ ପ୍ରଚଳନ ପୂର୍ବରୁ ତାଳପତ୍ର ଥିଲା ଏକ ପ୍ରମୁଖ ଲିଖନ ସାମଗ୍ରୀ। ସେତେବେଳେ ଲୌହ ଲେଖନୀ ଦ୍ୱାରା...

ଜୀବନକୁ ପାଣିଛଡ଼ାଇ

ଚଳିତ ମାସ ୧୯ ତାରିଖରେ ଝାରସୁଗୁଡ଼ା ଜିଲା ଲଖନପୁର ଦେଇ ପ୍ରବାହିତ ମହାନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ ୮ ଜଣଙ୍କ ପ୍ରାଣହାନି ଘଟିଯାଇଛି। ଛତିଶଗଡ଼ ଅତର୍ଲିଆ...

ଏଇ ଭାରତରେ

ପିଲାମାନଙ୍କୁ ପରୀକ୍ଷାରେ ଭଲ ନମ୍ବର ଆଣିବାକୁ ଅଭିଭାବକ କହିଥାନ୍ତି ଓ ଚାପ ବି ପକାନ୍ତି। ପ୍ରତିକ୍ରିୟାରେ ପିଲାମାନେ ବେଳେବେଳେ ଚାପଗ୍ରସ୍ତ ହୋଇଯାନ୍ତି। କିନ୍ତୁ ଏଭଳି କ୍ଷେତ୍ରରେ...

କ୍ଷେପଣାସ୍ତ୍ର ଅଗ୍ନି-୫

ପ୍ର. ରମେଶ ଚନ୍ଦ୍ର ପରିଡ଼ା   ମାନବିକତାର ସର୍ବଶ୍ରେଷ୍ଠ ସ୍ବରୂପ ପ୍ରକଟିତ ହୋଇଥାଏ ‘ବସୁଧୈବ କୁଟୁମ୍ବକମ୍‌’ ଚିନ୍ତାଧାରାରେ। ଆଜିର ଧ୍ୱଂସମୁଖୀ ବିଶ୍ୱକୁ ଏହାହିଁ କେବଳ ଦେଇପାରନ୍ତା...

ନିର୍ବାଚନୀ ଇସ୍ତାହାର: ଏକ ଦୃଷ୍ଟିପାତ

ସୌଭାଗ୍ୟ ସୁନ୍ଦରରାୟ   ଅଷ୍ଟାଦଶ ଲୋକ ସଭା ନିର୍ବାଚନ ପାଇଁ ଇତିମଧ୍ୟରେ ବିଭିନ୍ନ ରାଜନୈତିକ ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି। ସେଥିମଧ୍ୟରୁ ପ୍ରମୁଖ ଦଳ...

ପିଲାଙ୍କ ସ୍ୱାସ୍ଥ୍ୟ

ନେସ୍‌ଲେ ଭଳି ବହୁରାଷ୍ଟ୍ରୀୟ କମ୍ପାନୀ ବିଭିନ୍ନ ଦେଶରେ ଭିନ୍ନ ପ୍ରକାରର ଶିଶୁ ଖାଦ୍ୟ ପ୍ରସ୍ତୁତ କରୁଛି । ଏହାକୁ ଆଧୁନିକ ଭାଷାରେ ‘କର୍ପୋରେଟ୍‌ ରେସିଜିମ୍‌’ ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri