ଏଇ ଭାରତରେ

ଫାର୍ମ ହାଉସ ପାଲଟିଯାଇଛି ପ୍ରଣୀମାନଙ୍କ ପାଇଁ ସ୍ବର୍ଗ ଓ ସେମାନଙ୍କ ପାଇଁ ଦେବଦୂତ ଭାବେ ଉଭା ହୋଇଛନ୍ତି ଟେକ୍‌ନିସାନ କୁଲଦୀପ ଖତ୍ରି। ୩୦ ବର୍ଷୀୟ କୁଲଦୀପ ପ୍ରାଣୀମାନଙ୍କୁ ମାଗଣା ଚିକିତ୍ସା ଓ ରହିବା ଲାଗି ଯୋଧପୁରସ୍ଥିତ ତାଙ୍କ ଫାର୍ମ ହାଉସକୁ ଖୋଲି ଦେଇଛନ୍ତି। ୨୦୨୦ କରୋନା ମହାମାରୀ ସମୟରେ ‘ଡଗ୍‌ ହୋମ ଫାଉଣ୍ଡେଶନ’ ଗଠନ କରି ଯୋଧପୁର ଓ ଏହା ଆଖପାଖରୁ କୁକୁରୁମାନଙ୍କୁ ଉଦ୍ଧାର କରି ସେମାନଙ୍କ ଯନତ୍ ନେଉଛନ୍ତି। ଏହି କାର୍ଯ୍ୟ ସୁରୁଖୁରୁରେ ଚାଲିବା ପାଇଁ ୪୦ ଜଣିଆ ଟିମ୍‌ ନିଯୁକ୍ତ କରିଛନ୍ତି । ସେମାନେ ଦିନରାତି କ୍ଲିନିକ ଓ ଆମ୍ବୁଲାନ୍ସ ସେବା ସହ ବିଭିନ୍ନ ଚିକିତ୍ସା ଯୋଗାଇ ଦେଉଛନ୍ତି। ଏଯାବତ୍‌ କୁଲଦୀପ ପ୍ରାୟ ୪୮,୩୦୦ ବୁଲାପ୍ରାଣୀଙ୍କୁ ଚିକିତ୍ସା କରିସାରିଲେଣି। ସେଠାରେ ଏକ୍ସ-ରେ, ଅଲଟ୍ରାସୋନୋଗ୍ରାଫି ଇମେଜେସ୍‌, ବ୍ଲଡ୍‌ ଟେଷ୍ଟ, ଫିଜିଓ ଥେରାପି ଏବଂ ହାଇଡ୍ରୋଥେରାପି ଆଦି ଚିକିତ୍ସା କରାଯାଉଛି। ଏଥିପାଇଁ ୬ ଜଣ ଲାଇଭ୍‌ଷ୍ଟକ ଆସିଷ୍ଟାଣ୍ଟ ଏବଂ ୨ ଜଣ ପ୍ରାଣୀ ଚିକିତ୍ସକ ନିଯୁକ୍ତ ହୋଇଛନ୍ତି। କୁକୁରମାନଙ୍କୁ ସକାଳ ୮ ଓ ଦିନ ୨ଟାରେ ଖାଦ୍ୟ, ଅପରାହ୍ନ ୫ଟାରେ ବିସ୍କୁଟ ଏବଂ ରାତି ୮ଟାରେ କ୍ଷୀର ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତରେ ଲୋପ ପାଇଯାଉଥିବା ଦେଶୀ ଗଛର ସୁରକ୍ଷା ଦିଗରେ ମହାରାଷ୍ଟ୍ରର ଅନନ୍ତ ଭିକାଜି ତୟାଡେଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୩୫୦ କିସମର ଦେଶୀ ଗଛ ପୁନରୁଦ୍ଧାର କରିପାରିଛନ୍ତି।…

ବରଫ ତଳେ ବ୍ରହ୍ମାଣ୍ଡ ରହସ୍ୟ

ଆମେ ଆକାଶକୁ ଦେଖିଲେ ଗ୍ରହ, ତାରା ଓ ତାରକାପୁଞ୍ଜ ଦେଖୁ। କିନ୍ତୁ ବ୍ରହ୍ମାଣ୍ଡରେ ଏମିତି ଅନେକ ଘଟଣା ଘଟୁଛି, ଯାହାକୁ କେବଳ ଆଖିରେ ଦେଖିବା କିମ୍ବା ସାଧାରଣ…

ଶିକ୍ଷାରେ କୋହଳ ନୀତି

ଶିକ୍ଷା ବ୍ୟବସ୍ଥାର ନୀତି ନିୟମଗୁଡ଼ିକ ଯେତେ କୋହଳ ହେଉଛି ପିଲାମାନେ ସେତିକି ପାଠରେ ଦୁର୍ବଳ ହେବାରେ ଲାଗିଛନ୍ତି। ବର୍ତ୍ତମାନର ପିଲାଟିଏ ନିଜର କୌଣସି କାମ ନିଜେ କରିପାରୁ…

ନାଟୋର ପ୍ରତିରୋଧ କ୍ଷମତା ଅଭାବ

ସେପ୍ଟେମ୍ବର ୨୩ରେ ବେଲାରୁଷରୁ ଲିଥୁଆନିଆ ଆକାଶ ମାର୍ଗରେ ପ୍ରବେଶ କରିଥିବା ଏକ ଡ୍ରୋନ୍‌କୁ ନାଟୋ ବିମାନ ଗୁଳି କରି ଖସାଇ ଦେଇଥିଲା। ଏହାର ଏକ ସପ୍ତାହ ପରେ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?