ଏଇ ଭାରତରେ

ଚରଖା ଓ ହସ୍ତତନ୍ତର ଆଦର କମି ଆସୁଥିବାବେଳେ ଏହାର ଉପଯୋଗିତାକୁ ପୁନଃ ପ୍ରତିପାଦିତ କରିଛନ୍ତି ପୁଣେର ନନ୍ଦନ ଭଟ୍ଟ। ସେ ସିଙ୍ଗଲ୍‌ ୟୁଜ୍‌ଡ ପ୍ଲାଷ୍ଟିକ ଭଳି ପଲିିଥିନ୍‌ ବ୍ୟାଗ, ଅଡିଓ ଓ ଭିଡିଓ କ୍ୟାସେଟ ଟେପ୍‌କୁ ଚରଖା ଏବଂ ହସ୍ତତନ୍ତ ମାଧ୍ୟମରେ କପଡ଼ାର ରୂପ ଦେଉଛନ୍ତି। ସେଥିରୁ ସେ ହ୍ୟାଣ୍ଡ ବ୍ୟାଗ, ହୋମ୍‌ ଡେକୋର୍‌ ସାମଗ୍ରୀ ଏବଂ ଅଫିସ ଷ୍ଟେସ୍‌ନାରି ଉପତ୍ାଦ ସବୁ ତିଆରି କରୁଛନ୍ତି। ଏହା ଦ୍ୱାରା ପଲିଥିନ ଯୋଗୁ ହେଉଥିବା ପରିବେଶ ପ୍ରଦୂଷଣ ହ୍ରାସ କରାଯାଇପାରୁଛି। ନନ୍ଦନ ଏହି କାର୍ଯ୍ୟ ‘ଇକୋକରି’ ସଂସ୍ଥା ଦ୍ୱାରା କରାଯାଉଛି। ଇକୋକରି ଅର୍ଥ ପରିବେଶ ଉପଯୋଗୀ କାରିଗରି। ଏଥିରେ ସେ ସ୍ଥାନୀୟ ଅଞ୍ଚଳର ୨୫ ଜଣ କାରିଗରଙ୍କୁ ନିଯୁକ୍ତି ଦେଇଛନ୍ତି। ଏଥିରୁ ସେ ମାସକୁ ୮ ଲକ୍ଷ ଟଙ୍କା ପାଉଛନ୍ତି ଓ ଏଯାବତ ୨୦ ମିଲିୟନ ବା ୨ କୋଟି ପ୍ଲାଷ୍ଟିକ ବ୍ୟାଗକୁ କପଡ଼ା ତିଆରିରେ ବ୍ୟବହାର କରିସାରିଲେଣି। ସବୁ କାର୍ଯ୍ୟ ପାରମ୍ପରିକ ପଦ୍ଧତିରେ କରାଯାଉଛି। ପ୍ଲାଷ୍ଟିକ୍‌ ସଂଗ୍ରହ କରିବା, ଜୀବାଣୁମୁକ୍ତ କରି ଶୁଖାଇବା ପରେ ତାହାକୁ କାଟି ପତଳା କରି ଚରଖାରେ ସୂତାଭଳି କରାଯାଉଛି ଓ ପରେ ହସ୍ତତନ୍ତରେ ବୁଣି କପଡ଼ା ରୂପ ଦିଆଯାଉଛି ଏବଂ ଏଥିରୁ ପ୍ରସ୍ତୁତ ସାମଗ୍ରୀଗୁଡ଼ିକର ମୂଲ୍ୟ ୩୦୦ ଟଙ୍କାରୁ ୩,୦୦୦ ଟଙ୍କା ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri