ଏଇ ଭାରତରେ

ମହିଳା ସଶକ୍ତୀକରଣର ଜଣେ ସମର୍ଥ ସାଧିକା ସୁରଭି ଯାଦବ। ସୁରଭି ଆଇଆଇଟି ଦିଲ୍ଲୀରୁ ବାୟୋକେମିକାଲ ଇଞ୍ଜିନିୟରିଂ ଓ ବାୟୋଟେକ୍‌ନୋଲୋଜିରେ ଏମ୍‌.ଟେକ୍‌ ଏବଂ ୟୁନିଭର୍ସିଟି ଅଫ୍‌ କାଲିଫର୍ନିଆରୁ ଡେଭଲପ୍‌ମେଣ୍ଟ ପ୍ରାକ୍ଟିସରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ତେବେ ଉଚ୍ଚ ବେତନର ଚାକିରିକୁ ପଛ କରି ‘ସାଝୋ ସପ୍‌ନା’ ନାମକ ଏକ ସୋସିଆଲ ଏଣ୍ଟର୍‌ପ୍ରାଇସ ମାଧ୍ୟମରେ ସେ ଗ୍ରାମୀଣ ମହିଳାଙ୍କ ଶିକ୍ଷା ଉପରେ ଗୁରୁତ୍ୱ ଦେବା ସହ ସେମାନଙ୍କୁ ଆଧୁନିକ କର୍ମଶକ୍ତି ଭାବେ ଗଢି ତୋଳୁଛନ୍ତି। ୨୦୨୦ରେ କୋଭିଡ୍‌-୧୯ ମହାମାରୀ ସମୟରେ ସେ ବିହାରର ଫୁଲା ଗ୍ରାମର ୪ ଜଣ ଝିଅଙ୍କୁ ଅନ୍‌ଲାଇନରେ ପଢ଼ାଇବା ପରେ ସେମାନଙ୍କୁ ବୃତ୍ତିଗତ କୌଶଳ, ଇମେଲିଂ, ନେଟଓ୍ବର୍କିଂ ସମ୍ପର୍କରେ ଶିକ୍ଷା ଦେଇଥିଲେ। ପରେ ସେ ସାଝେ ସପ୍‌ନା ଆରମ୍ଭ କରି ହିମାଚଳପ୍ରଦେଶର ଖଣ୍ଡବାରି ଗାଁରେ ପ୍ରଥମ ଆବାସିକ କ୍ୟାମ୍ପସ ଖୋଲି ଝିଅମାନଙ୍କୁ ଶିକ୍ଷା ଓ କର୍ମ କୌଶଳ ଉପରେ ଗୁରୁତ୍ୱ ଦେଉଛନ୍ତି। ସୁରଭି ଓ ତାଙ୍କ ଟିମ୍‌ ଡୋନେସନ୍‌ରେ ଏହି କାର୍ଯ୍ୟ କରୁଛନ୍ତି। ସେ ବିଭିନ୍ନ ରାଜ୍ୟର ଏଭଳି କ୍ୟାମ୍ପସ ଖୋଲିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ୟାରିସ ଜଳବାୟୁ ସମ୍ମିଳନୀରେ ବିଶ୍ୱତାପନକୁ ୧.୫ ଡିଗ୍ରୀ ସେଲସିୟସରେ ସୀମିତ ରଖିବା ପାଇଁ ସଙ୍କଳ୍ପ ନିଆଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ତାପନ ବୃଦ୍ଧିକୁ ରୋକିବା ପାଇଁ…

ଏକ ଭିନ୍ନ ପଦକ୍ଷେପ

ଜିମ୍‌ଖାନା କ୍ଲବ୍‌ ଏବଂ ଦିଲ୍ଲୀ ଗଲ୍ଫ କ୍ଲବ୍‌କୁ ନେଇ ଚାଲିଥିବା ବିବାଦ ମୁଖ୍ୟତଃ ଜମି, ସୁବିଧାସୁଯୋଗ ଏବଂ ଅଧିକାରକୁ ନେଇ ଥିଲା। ଏବେ ସେଣ୍ଟ୍ରାଲ ସେକ୍ରେଟାରିଏଟ୍‌ କ୍ଲବ୍‌ର…

ଆଇନ କାହା ପାଇଁ କେମିତି

୨୦୨୬ ମସିହା ମେ’ ମାସରେ ମାଡ଼୍ରାସ ହାଇକୋର୍ଟ ସୁପ୍ରିମକୋର୍ଟଙ୍କ କାର୍ଯ୍ୟଧାରାର ତୀବ୍ର ସମାଲୋଚନା କରିଛନ୍ତି। ଏକ ନିର୍ବାଚନୀ ମାମଲାରେ ଆଇନର ବ୍ୟାଖ୍ୟାନକୁ ସୁପ୍ରିମକୋର୍ଟ ସମ୍ପୂର୍ଣ୍ଣ ଏଡ଼ାଇ ଯାଇଥିବାରୁ…

ପତିଆରା ଲଢ଼େଇ

ବିଶ୍ବରେ ଏବେ ଚାଲିଛି ପ୍ରଭୁତ୍ୱ ଓ ପତିଆରା ପାଇଁ ଲଢ଼େଇ, ଏସିଆରୁ ୟୁରୋପ ଚାରିଆଡ଼େ ଅଶାନ୍ତ। କୋଟି କୋଟି ସାଧାରଣ ଜନତାଙ୍କ ଜୀବନ ସହ ଖେଳ ଖେଳାଯାଉଛି।…

ଆକାଶ କଇଁଆ ଚିଲିକା ମାଛ

ଆଧୁନିକ ସମାଜ ବିପର୍ଯ୍ୟୟର ବିବିଧ କାରଣ ଥିଲା ବେଳେ ନିଶାଗ୍ରସ୍ତ ସମାଜ ଏକ ପ୍ରମୁଖ କାରଣ। ନିଶା ଘର ଉଜାଡୁଛି, ଅକର୍ମଣ୍ୟ କରୁଛି, ଜୀବନ ମଧ୍ୟ ନେଉଛି।…

ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ

ଶ୍ରୀଜଗନ୍ନାଥଙ୍କର ପହଣ୍ଡି ବିଜେ ଉପରେ ଆଲୋଚନା କରିବା ପୂର୍ବରୁ ଆମକୁ ପ୍ରଥମେ ବୁଝିବାକୁ ହେବ ଯେ, ପହଣ୍ଡି ବିଜେ କ’ଣ? ଅତି ସରଳଭାଷାରେ ବୁଝାଇ କହିଲେ ଜଣାଯିବ…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri