ଏଇ ଭାରତରେ

ମାଗଣାରେ ୟୁପିଏସ୍‌ସି କୋଚିଂ ଦେଉଛନ୍ତି ପୂର୍ବତନ ଆଇଏଏସ୍‌ ଅଧିକାରୀ ଅରୁଣ କୁମାର। ସେ ଆଶାୟୀମାନଙ୍କୁ ପାଟନାରେ ଗଙ୍ଗାକୂଳରେ କୋଚିଂ ଦେଉଛନ୍ତି। ତାଙ୍କ ପାଖରୁ ପାଖାପାଖି ୩ ହଜାର ଛାତ୍ରୀଛାତ୍ର କୋଚିଂ ନେଉଛନ୍ତି। ଅରୁଣଙ୍କ ସ୍ତ୍ରୀ ଜଣେ ସାମାଜିକ କର୍ମୀ। ତାଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଅରୁଣ ଚାକିରି ଛାଡ଼ି ଛାତ୍ରମାନଙ୍କୁ ସାହାଯ୍ୟ କରୁଛନ୍ତି। ଯେଉଁ ଛାତ୍ରମାନେ ବ୍ୟୟବହୁଳ କୋଚିଂ ନେବାକୁ ଅକ୍ଷମ, ସେମାନଙ୍କୁ ସେ କୋଚିଂ ଦେଉଛନ୍ତି। କମ୍‌ ଖର୍ଚ୍ଚରେ କୋଚିଂ ଦେବା ଲାଗି ଅରୁଣ ମୁକ୍ତାକାଶ କ୍ଲାସ୍‌ କରୁଛନ୍ତି। ପ୍ରତିଦିନ ସକାଳେ ସେ କ୍ଲାସ ଚାଲୁଛି। ୧୯୯୪ ବ୍ୟାଚ ଆଇଏଏସ୍‌ ଅଧିକାରୀ ଅରୁଣ କୁମାର ବିନା କୋଚିଂରେ କୃତକାର୍ଯ୍ୟ ହୋଇଥିଲେ। ଏବେ ତାଙ୍କ କୋଚିଂ କ୍ଲାସରୁ ୟୁପିଏସ୍‌ସି ପରୀକ୍ଷାରେ ବହୁ ଛାତ୍ର ସଫଳ ହୋଇ ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

ରାମରାଜ୍ୟର ବାସ୍ତବ ଲକ୍ଷ୍ୟ

ଏବେ ‘ସନାତନ ଧର୍ମ’ ବାକ୍ୟାଂଶ ବା ସ୍ଲୋଗାନ ଅତି ସାଧାରଣ ଭାବରେ ବ୍ୟବହାର ହେଉଛି। ଏହାକୁ ଏକ ପ୍ରାଚୀନ ହିନ୍ଦୁ ଜୀବନଶୈଳୀ ରୂପେ ଉପସ୍ଥାପନ କରାଯାଉଛି, ଯାହା…

ଗୋଇନ୍ଦା ବିଫଳତା-ଉତ୍ତରଦାୟୀ କିଏ

ସାରା ରାଜ୍ୟରେ ବଡ଼ ଜୋରସୋରରେ କୁଖ୍ୟାତ ଅପରାଧୀମାନଙ୍କ ଧରପଗଡ଼ ଚାଲିଛି। କେତେଜଣ ଧରାହୋଇ ଜେଲ କୋଠରିକୁ ଫେରୁଛନ୍ତି ତ ପୁଣି କେତେକେ ପୋଲିସ ଆଖିରେ ଧୂଳିଦେଇ ଫେରାର…

୯ କିଲୋମିଟରର ଅକୁହା କାହାଣୀ

ପ୍ରଖର ରୌଦ୍ରତାପ। ପାଦ ପୋଡ଼ିଯାଉଛି, ଓଠ ଶୁଖିଯାଉଛି। ତା’ରି ଭିତରେ ଜଣେ ମହିଳା ନିଜର ୯୦ ବର୍ଷୀୟା ବୃଦ୍ଧା ଶାଶୁଙ୍କୁ ପିଠିରେ ବୋହି ପାହାଡ଼ିଆ ରାସ୍ତା, ପଥୁରିଆ…

ଆସ କୃତଜ୍ଞ ହେବା

ଗଭୀର ନଦୀ ଧୀରେ ବହେ। ଗମ୍ଭୀର ବ୍ୟକ୍ତି ଧୀରେ କହେ। ଭଲ ମଣିଷ କୃତଜ୍ଞ ରହେ। କେହି ଜଣେ ବିଦ୍ୱାନ ଏକଦା କହିଥିଲେ- କୃତଜ୍ଞତା ହେଉଛି ମଣିଷର…

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଯଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ନୂଆ ସ୍ରୋତରେ ଆନ୍ନାମଲାଇ

DHARତାମିଲନାଡ଼ୁରେ ଗତ ବିଧାନସଭା ନିର୍ବାଚନ ଫଳାଫଳ କେବଳ ସେହି ରାଜ୍ୟ ନୁହେଁ, ସମଗ୍ର ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା। ପାରମ୍ପରିକ ଦ୍ରାବିଡୀୟ ପାର୍ଟି ଓ ଜାତୀୟ ଦଳ…

ଏଇ ଭାରତରେ

ରାଜସ୍ଥାନ ଥର ମରୁଭୂମି ଅଞ୍ଚଳର ଅଧିବାସୀଙ୍କ ମଧ୍ୟରେ ପରଦା ପ୍ରଥାର ପ୍ରଭାବ ଅଛି। ମହିଳାମାନେ ସମ୍ପୂର୍ଣ୍ଣ ଶିକ୍ଷା ସ୍ବାଧୀନତା ପାଇପାରିନାହାନ୍ତି। ଏଭଳି ସ୍ଥିତିରେ ପରିବର୍ତ୍ତନ ଆଣିବାକୁ ଜୟସାଲମେରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri