ଏଇ ଭାରତରେ

କପଡ଼ା କମ୍ପାନୀର ଅନେକ ହଜାର କେ.ଜି. ଅଦରକାରୀ କପଡ଼ା ଠୁଳ ହୋଇ ରହେ। ବହୁମସୟରେ ଏହାକୁ ବାହାରେ ଫିଙ୍ଗି ଦିଆଯାଏ, ଯାହା ପରିବେଶ ଲାଗି ବିପଦ ।
ଏହାର ଗମ୍ଭୀରତାକୁ ଚିନ୍ତା କରି ବର୍ଜ୍ୟ ବା ଅଦରକାରୀ କପଡ଼ାର ଅପସାଇକିଲିଂ କରୁଛନ୍ତି ଦିଲ୍ଲୀର ଡିଜାଇନର କିର୍ତ୍ତୀ ଟୁଲା। ସେ ବର୍ଜ୍ୟ କପଡ଼ାରୁ କମ୍‌ ପାଣି ଉପଯୋଗ କରି ବିଭିନ୍ନ ଡିଜାଇନ ପୋଷାକ ତିଆରି କରୁଛନ୍ତି। କିର୍ତ୍ତୀ ପରିବେଶ ଉପଯୋଗୀ ଫ୍ୟାଶନ ବ୍ରାଣ୍ଡ୍‌ ‘ଡୁଡୁଲେଜ’ ଦ୍ୱାରା ଏହି କାର୍ଯ୍ୟ କରୁଛନ୍ତି। ସେ ୨୦୧୨ରେ ଉକ୍ତ ବ୍ରାଣ୍ଡ୍‌ ପ୍ରତିଷ୍ଠା କରିଥିଲେ। କିର୍ତ୍ତୀ ଏବଂ ତାଙ୍କ ବ୍ରାଣ୍ଡ୍‌ ସହରକୁ ଅଦରକାରୀ କପଡ଼ା ଠୁଳ ହେବା ସମସ୍ୟାରୁ ମୁକ୍ତ କରିବାରେ ବେଶ୍‌ ସହାୟକ ହୋଇପାରିଛି। କିର୍ତ୍ତୀ ଲଣ୍ଡନରେ ଡିଜାଇନିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି। ଆଲାଏଡ ବ୍ଲେଣ୍ଡର୍ସ ଆଣ୍ଡ ଡିଷ୍ଟିଲେର୍ସ ପ୍ରାଇଭେଟ ଲିମିଟେଡ୍‌ ସହିତ ମିଶି ଏବେ ସୁଦ୍ଧା ୫,୦୦୦ କେଜି ଅଦରକାରୀ କପଡ଼ା ଉପଯୋଗ କରିସାରିଲେଣି ଓ ୪୬ ମିଲିୟନ ଲିଟର ପାଣି ବଞ୍ଚାଇ ପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri