ଏଇ ଭାରତରେ

ବହୁ ସମୟରେ ଗୋଟିଏ ଘଟଣା ଜଣଙ୍କ ଆଖି ଖୋଲିଦିଏ; ଯାହା ଘଟିଛି ଶ୍ରୀରାମ ଭି. ଆୟାରଙ୍କ ଜୀବନରେ। ଚେନ୍ନାଇରେ ଜନ୍ମିତ ଆୟାର ଉଚ୍ଚଶିକ୍ଷା ଲାଭ ପରେ କର୍ପୋରେଟ କମ୍ପାନୀରେ ଉଚ୍ଚ ଦରମାରେ ଚାକିରି କରିଥିଲେ। ଗୁଜରାଟ ଦଙ୍ଗା ପରେ ଦିନେ ରାସ୍ତାକଡ଼ରେ ଧୂପକାଠି ବିକ୍ରି କରୁଥିବା ପିଲାଟିକୁ ଦେଖି ତାଙ୍କ ଜୀବନର ଗତି ବଦଳିଯାଇଥିଲା। ପରେ ୨୦୦୩ରେ ‘ନାଳନ୍ଦା ଓ୍ବେ’ ସଂସ୍ଥା ଗଠନକରି ରାସ୍ତାରେ ଜିନିଷ ବିକ୍ରି କରୁଥିବା ଏଭଳି ପିଲାଙ୍କ ସହ ଶିଶୁ ଶ୍ରମିକ, ହିଂସା ଓ ବିପର୍ଯ୍ୟୟ ପ୍ରପୀଡ଼ିତ, ଏଚ୍‌ଆଇଭି ସଂକ୍ରମିତ ପିଲାମାନଙ୍କୁ ଶିକ୍ଷା ଦେବାରେ ଲାଗିଛନ୍ତି। ତାଙ୍କ ସଂସ୍ଥା ମୁଖ୍ୟତଃ ତାମିଲନାଡୁ, ଦିଲ୍ଲୀ, ବିହାର ଏବଂ ଜମ୍ମୁ-କଶ୍ମୀରରେ ଏଭଳି ପିଲାମାନଙ୍କୁ ଶିକ୍ଷା ଦେଉଛି।
ଆୟାର ଏବେ ସୁଦ୍ଧା ଲକ୍ଷାଧିକ ପିଲାଙ୍କୁ ଶିକ୍ଷା ଦେଇସାରିଛନ୍ତି। ଆର୍ଟ ମାଧ୍ୟମରେ ମଜାଳିଆ ଢଙ୍ଗରେ ଦିଆଯାଉଥିବା ଶିକ୍ଷା ପିଲାମାନଙ୍କ ପାଇଁ ଗ୍ରହଣୀୟ ହୋଇପାରିଛି। ଏଠାରେ ପଢ଼ୁଥିବା ପିଲାମାନେ ମଧ୍ୟ ନାଚ, ଗୀତ ଡ୍ରାମା, ଫଟୋଗ୍ରାଫି ଶିକ୍ଷା କରିପାରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଟ୍ରେନ୍‌ରେ ଏକ ଭ୍ରାମ୍ୟମାଣ ହସ୍ପିଟାଲ ବିଭିନ୍ନ ଷ୍ଟେଶନକୁ ଯାଇ ରୋଗୀଙ୍କ ଚିକିତ୍ସା କରୁଛି। ଏହା ମହାରାଷ୍ଟ୍ରର ଭୁଶାଓ୍ବାଲ ରେଲଓ୍ବେ ଡିଭିଜନର ଚେଷ୍ଟା ଯୋଗୁ ସମ୍ଭବ ହୋଇଛି। ଜାନୁଆରୀ…

ଆଚରଣ-ଉଚ୍ଚାରଣରେ ପ୍ରଭେଦ

ମାନବ ସଭ୍ୟତା ଓ ସଂସ୍କୃତିର ମୂଳଦୁଆ ହେଉଛି ନୈତିକତା, ସହନଶୀଳତା ଏବଂ ସଦ୍‌ଭାବନା। ଏକ ସୁସ୍ଥ ସମାଜ ଗଠନ ପାଇଁ ମଣିଷର କଥା ଓ କାର୍ଯ୍ୟ ମଧ୍ୟରେ…

ଦୋଷ କୁମ୍ଭାରର ନା ମାଟିର

ହଁ ହଁ ସମୁଦୀ। ଇଏ ମୋ ପୁଅ। ଏକୋଇର ବଳା ବିଶିକେଶନ। ଜନମରୁ ଗେହ୍ଲା। ଅଧିକ ସ୍ନେହ ଦେଇ ବଢ଼େଇଛି। ଦିନେ ବି ମୋ ଗାଉଁଲି ଗାଁକୁ…

ଜନସାଂଖ୍ୟିକ ପରିବର୍ତ୍ତନ ଓ ଅର୍ଥନୀତି

ହ୍ରାସ ପାଉଥିବା ଜନ୍ମହାର ଏବଂ ବୃଦ୍ଧି ପାଉଥିବା ଆୟୁଷ ଜନସାଂଖି୍ୟକ ପରିବର୍ତ୍ତନକୁ ସୂଚିତ କରିଛି। ବିଶ୍ୱସ୍ତରରେ ଗତ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ।…

ଏଇ ଭାରତରେ

ତ୍ରିପୁରାର ଏକ ଛୋଟ ସହର ଖୋଓ୍ବାଇ। ୧୫ ଓ୍ବାର୍ଡବିଶିଷ୍ଟ ଏହି ସହରର ବର୍ଜ୍ୟ ପରିଚାଳନା ସମ୍ପୂର୍ଣ୍ଣ ଭିନ୍ନ। ଏଠାରେ ମ୍ୟୁନିସିପାଲିଟି ନୁହେଁ, ବରଂ ଏକ ସୋସାଇଟିର ପରିମଳ…

ଇଥାନଲ୍‌ ଓ ଇ୨୦ ଇନ୍ଧନ

ଆମ ପୁରାଣରେ ଦେବଲୋକରେ ଆନନ୍ଦ ଅନୁଭବ ପାଇଁ ସୁରା ପାନକରିବା କଥା ଉଲ୍ଲେଖ ଅଛି I ଉକ୍ତ ସୁରା ବା ମଦ୍ୟ ଅନ୍ୟ କିଛି ନୁହେଁ, ବରଂ…

ଜାତୀୟ ସୁରକ୍ଷା

ଭାରତ ବିଶ୍ୱର ସର୍ବାଧିକ ଜନବହୁଳ ଗଣତାନ୍ତ୍ରିକ ଦେଶ। ଏହାର ଭୌଗୋଳିକ ଅବସ୍ଥିତି ଓ ବିସ୍ତୃତି, ବହୁଭାଷିକ ଓ ବହୁଧର୍ମୀୟ ସମାଜ,ପଡ଼ୋଶୀ ଦେଶଗୁଡ଼ିକ ସହ ଲାଗି ରହିଥିବା ସୀମା…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri