ଏଇ ଭାରତରେ

ଛତୁଚାଷରେ ୯୦୦୦ ମହଳିାଙ୍କୁ ନିୟୋଜିତ କରି ସେମାନଙ୍କୁ ଏକ ନୂଆ ପରିଚୟ ଦେଇଛନ୍ତି ପଶ୍ଚିମବଙ୍ଗର ଦମ୍ପତି ଅନିର୍ବାଣ ଓ ପୌଲମୀ ନନ୍ଦି। ସିଲିଗୁଡ଼ି ଓ ଜଲ୍‌ପାଇଗୁଡ଼ି ଜିଲାର ୩୨ରୁ ଊର୍ଦ୍ଧ୍ୱ ଗାଁର ଏହି ମହିଳାମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ସେମାନେ ୨୦୧୯ରେ ‘ଲିଭିଂ ଲାଇଫ୍‌ ହାପିଲି’ ଏନ୍‌ିଜିଓ ପ୍ରତିଷ୍ଠା କରି ତା’ଦ୍ୱାରା ଏହି କାର୍ଯ୍ୟ କରୁଛନ୍ତି। ଏହି ଦମ୍ପତି ରହୁଛନ୍ତି ସିଲିଗୁଡ଼ି ସହରରେ। ଆଇଆଇଟି ଖଡଗ୍‌ପୁରରେ ୨୦୧୬ରେ ଅନିର୍ବାଣ ଗ୍ରମୀଣ ବିକାଶ ଉପରେ ପିଏଚ୍‌ଡି କରୁଥିବା ସମୟରେ ଇକୋନୋମିକ୍ସ ଛାତ୍ରୀ ଥିଲେ ପୌଲମୀ। ସେମାନେ ପ୍ରୋଜେକ୍ଟ କାର୍ଯ୍ୟରେ ସିଲିଗୁଡ଼ି ଯିବା ସମୟରେ ସେଠାକାର ମହିଳାମାନଙ୍କୁ ରୋଜଗାର ଦେବା ଲଗି ଏଭଳି ପଦକ୍ଷେପ ନେଇଥିଲେ। ପିଲାମାନଙ୍କୁ ପଢ଼ାଇବା ଲାଗି ଉକ୍ତ ଦମ୍ପତି ମୋବାଇଲ ଲାଇବ୍ରେରି ଆରମ୍ଭ କର ଗାଁ ଗାଁ ବୁଲି ପିଲାମାନଙ୍କୁ ମାଗଣାରେ ବହି ଯୋଗାଉଛନ୍ତି। ଏବେ ଲାଇବ୍ରେରିରେ ୯,୦୦୦ ବହି ଅଛି ଓ ପାଖାପାଖି ୭୦୦୦ ପିଲା ଏଥିରୁ ଉପକୃତ ହେଉଛନ୍ତି। ସେମାନେ ୧୦ ଟଙ୍କା ଦେୟରେ ବି ପିଲାମାନଙ୍କୁ ଟିଉଶନ ଆରମ୍ଭ କରିଛନ୍ତି। ଏହି କାର୍ଯ୍ୟରେ ଆଇଆଇଟି ଓ ଶାନ୍ତି ନିକେତନ ଭଳି କଲେଜରୁ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ପିଲା ସ୍ବେଚ୍ଛାସେବୀ ଭାବେ କାମ କରୁଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

ରାଜା ଗୁଣେ ପ୍ରଜା

ପ୍ରଜାଙ୍କୁ ପ୍ରଜାମାନେ ଅନୁସରଣ କରିବା ସ୍ବାଭାବିକ କଥା। ରାଜାଙ୍କ ହାବଭାବ, ଚାଲିଚଳନ, କଥାବାର୍ତ୍ତା, ଆଚାର ବ୍ୟବହାର ଏପରି କି ଚିନ୍ତାଦର୍ଶନକୁ ପ୍ରଜାମାନେ ଅନୁସରଣ କରୁଥିଲେ। ତେଣୁ ଲୋକପ୍ରିୟ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ମଧ୍ୟପ୍ରାଚ୍ୟ ଯୁଦ୍ଧ

ମଧ୍ୟପ୍ରାଚ୍ୟ ଯୁଦ୍ଧର ତାଣ୍ଡବଲୀଳା ବଢିଚାଲିଛି। ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ଏବଂ ଇରାନର ଭୀଷଣ ପ୍ରତିଆକ୍ରମଣ ଯୁଦ୍ଧର ବିଭୀଷିକାକୁ ଆହୁରି ଗମ୍ଭୀର କରି…

କୃଷକ ବଜାର ଓ ଆର୍ଥିକ ସୁରକ୍ଷା

ଓଡ଼ିଶା ଦେଶର ଅଷ୍ଟମ ବୃହତ୍ତମ ରାଜ୍ୟ। ପ୍ରଚୁର କଞ୍ଚାମାଲ ଓ ଭିତ୍ତିଭୂମି ଥିବା ସତ୍ତ୍ୱେ ଆବଶ୍ୟକ ଶିଳ୍ପାୟନ ଅଭାବରୁ ଓଡ଼ିଶାରେ ଏବେ ବି ପ୍ରାୟ ୬୦-୭୦ ଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri