ଏଇ ଭାରତରେ

‘କନ୍ୟାରତ୍ନ’ ଏକଥା ଜାଣି ମଧ୍ୟ ଅନେକେ ଏବେ ସୁଦ୍ଧା ସେମାନଙ୍କୁ ମାତୃଗର୍ଭରୁ ହତ୍ୟା କରୁଛନ୍ତି। ଭ୍ରୂଣ ନିରୂପଣ ଓ ହତ୍ୟା ଭଳି ବେଆଇନ କାର୍ଯ୍ୟ ଲାଗି ଦଣ୍ଡ ବ୍ୟବସ୍ଥା କରାଯାଇଥିଲେ ବି ଲୁଚାଛପାରେ ଏହା ଚାଲିଛି। ତେବେ କନ୍ୟାଭ୍ରୂଣ ହତ୍ୟା ରୋକିବା ଲାଗି ପୁଣେର ଏକ ହସ୍ପିଟାଲର ନୂଆ ଅଭିଯାନ ସାମ୍ନାକୁ ଆସିଛି ଓ ‘ବେଟି ବଚାଓ ମିଶନ’ର ଉଦାହରଣ ପାଲଟିଛି। କନ୍ୟାଭ୍ରୂଣ ହତ୍ୟା ବିରୋଧରେ ଅଭିଯାନରେ କନ୍ୟା ସନ୍ତାନ ଜନ୍ମ ହେଲେ ଉକ୍ତ ହସ୍ପିଟାଲରେ ମାଗଣା ଚିକିତ୍ସା ଯୋଗାଇ ଦିଆଯାଉଛି। ଏହା ବ୍ୟତୀତ ଏହି ଡାକ୍ତରଖାନା ଲୋକଙ୍କୁ ଗର୍ଭପାତ ବିରୋଧରେ ସଚେତନ କରାଯାଉଛି। କନ୍ୟାଭ୍ରୂଣ ହତ୍ୟା ବିରୋଧରେ ଅଭିଯାନ ୨୦୧୨ରେ ଆରମ୍ଭ କରାଯାଇଥିଲା। ଗତ ୧୧ବର୍ଷ ମଧ୍ୟରେ ପୁଣେର ହାଡପ୍ସରଠାରେ ଥିବା ମାଟର୍ନିଟି ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ୨୪୦୦ରୁ ଅଧିକ କନ୍ୟା ସନ୍ତାନଙ୍କୁ ମାଗଣାରେ ପ୍ରସବ କରାଯାଇସାରିଲାଣି। ଡାକ୍ତରଖାନାର ଡାକ୍ତର ଗଣେଶ ରାଖ କହନ୍ତି, ଏଥିପାଇଁ ଗର୍ଭବତୀ ପରିବାର ସଦସ୍ୟଙ୍କଠାରୁ ଗୋଟିଏ ପଇସା ନିଆଯାଇନାହିଁ । ଏହି ସକାରାତ୍ମକ ପଦକ୍ଷେପ ଯୋଗୁ ଆଖପାଖ ଅଞ୍ଚଳରେ କନ୍ୟାଭ୍ରୂଣ ହତ୍ୟା ମାମଲାରେ ହ୍ରାସ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ସର୍ଜନଶୀଳ ଓଡ଼ିଶା

ଥିବୀର ଯେକୌଣସି ଗୌରବମୟ ସଂସ୍କୃତି ମଧ୍ୟରେ ଓଡ଼ିଆ ସଂସ୍କୃତି କେବଳ ଅନ୍ୟତମ ନୁହେଁ, ଅନନ୍ୟ। ଓଡ଼ିଆଙ୍କ ଜୀବନ ଦର୍ଶନ, ଚିନ୍ତା ଚେତନା,ଭାବଭାବନା ତଥା ଏ ଜାତିର କାରୁକାର୍ଯ୍ୟ,…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

ଏଇ ଭାରତରେ

ବହୁ ସମୟରେ ବ୍ୟକ୍ତି ସମ୍ମୁଖରେ ବୟସ ହାର ମାନେ, ଯାହାର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଜମ୍ମୁରେ। ୭୨ ବର୍ଷ ବୟସରେ ବିଦ୍ୟା କୌର ନିର୍ଭୟରେ କାର ଚଳାଇ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

ମଣିମା ଶୁଣିମା ହେଉ

ବାଲ୍ୟକାଳରେ ଶୁଣିଥିବା କାହାଣୀ ବେଳେବେଳେ ବିସ୍ମୃତିରୁ ବାହୁଡ଼ିଆସେ। ସେତେବେଳେ ଶିଶୁମନକୁ ଖୁବ୍‌ ପ୍ରଭାବିତ କରିଥିବା କାହାଣୀର ବିଲୋଳ ଚରିତ୍ର ଆଖି ଆଗରେ ଉଭାହୁଏ। ସାମ୍ପ୍ରତିକ ସମୟର ଲାଞ୍ଚମିଛ,…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri