ଏଇ ଭାରତରେ

ସମ୍ପ୍ରତି ମୋବାଇଲ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଛି। ତେବେ ଏହାର ଅତ୍ୟଧିକ ବ୍ୟବହାର ଯୋଗୁ ପାରିବାରିକ ଜୀବନରେ ଝଡ଼ ସୃଷ୍ଟିହୋଇ ସ୍ବାମୀ ଓ ସ୍ତ୍ରୀଙ୍କ ଝଗଡ଼ା ଶେଷରେ ପୋଲିସ ଷ୍ଟେଶନରେ ପହଞ୍ଚତ୍ଛି। ଏଭଳି ଏକ ଘଟଣା ଉତ୍ତରପ୍ରଦେଶର କୁଶାନଗରରେ ଘଟିଛି। ନେବୁଆ ନୌରଙ୍ଗିଆ ଅଞ୍ଚଳରେ ସ୍ତ୍ରୀ ମୋବାଇଲରେ ସବୁବେଳେ ବ୍ୟସ୍ତ ରହି ଘରକାମ ଓ ପୁଅର ପାଠପଢ଼ାକୁ ଅଣଦେଖା କରୁଥିଲେ। ଶେଷରେ ସ୍ବାମୀଙ୍କର ସହିବା ସୀମା ଟପିଯାଇଥିଲା। ସେ ସ୍ତ୍ରୀଙ୍କଠାରୁ ମୋବାଇଲ ଛଡ଼ାଇ ଆଣିଥିଲେ। ଫଳରେ କ୍ରୋଧ ବଶତଃ ସ୍ତ୍ରୀ ରାତିରେ ପୁଅକୁ ନେଇ ଘରୁ ବାହାରି ଯାଇଥିଲେ। ସ୍ବାମୀ ସେମାନଙ୍କୁ ଖୋଜିବା ପାଇଁ ବାହାରିଥିଲେ। ରାସ୍ତାରେ ସ୍ତ୍ରୀଙ୍କ ସହିତ ତାଙ୍କର ଦେଖାହେବା ପରେ ଉଭୟଙ୍କ ମଧ୍ୟରେ ଭୀଷଣ ଝଗଡ଼ା ହୋଇଥିଲା। ଶେଷରେ ସେମାନେ ପୋଲିସ ଷ୍ଟେଶନରେ ପହଞ୍ଚିଥିଲେ। ସ୍ତ୍ରୀ ମୋବାଇଲ ନ ମିଳିଲେ ଘରକୁ ଫେରିବେ ନାହିଁ ବୋଲି କହିଥିଲେ। ପୋଲିସ ଉଭୟଙ୍କୁ ବୁଝାଶୁଝା କରି ଘରକୁ ପଠାଇଥିଲେ। ସେମାନେ ନୂଆ ଭାବେ ଜୀବନ ଆରମ୍ଭ କରିବେ ବୋଲି ଥାନାରେ ଶପଥ ନେଇ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri