ଏଇ ଭାରତରେ

ଦୁଇ ମହିଳା ବନ୍ଧୁ ୩,୭୦୦ ମହିଳାଙ୍କୁ ଖେଳାଇ ସୁସ୍ଥ ଜୀବନର ମାର୍ଗଦର୍ଶନ କରିବା ଅନ୍ୟମାନଙ୍କ ପାଇଁ ନିଶ୍ଚିତଭାବେ ଏକ ପ୍ରେରଣା। ଫୁଟ୍‌ବଲ ଖେଳାଳି ତନ୍‌ଭି ହଂସ ଏବଂ ଫିଟ୍‌ନେସ କୋଚ୍‌ ଶ୍ୱେତା ସୁବ୍ବିହା ୨୦୧୭ରେ ‘ସିଷ୍ଟର୍ସ ଇନ୍‌ ସୁଇଟ୍‌’ ସଂସ୍ଥା ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ ମହିଳାମାନଙ୍କୁ ଖେଳ ମାଧ୍ୟମରେ ଚାପମୁକ୍ତ କରି ସେମାନଙ୍କ ସହନଶୀଳତା ବୃଦ୍ଧି କରିବା ସହ ଆରାମ ଜୀବନ ଜିଇବା ଲାଗି ପ୍ରେରିତ କରୁଛନ୍ତି। ଉଭୟଙ୍କର ବେଙ୍ଗାଲୁରୁରେ ନାଇକ୍‌ କମର୍ସିଆଲ କ୍ୟାମ୍ପେନ୍‌ରେ ଦେଖା ହେବା ପରେ ଏହି କାର୍ଯ୍ୟ କରିବା ପାଇଁ ସେମାନେ ନିଷ୍ପତ୍ତି ନେଇଥିଲେ। ଦୁଇବନ୍ଧୁ ପ୍ରଥମେ ଦେଢ଼ ଘଣ୍ଟିଆ ସେସନ ଆରମ୍ଭ କରି ୩୦ରୁ ୪୦ ବର୍ଷ ବୟସ୍କା ୪ ଜଣ ମହିଳାଙ୍କୁ ଫିଟନେସ୍‌ ଟ୍ରେନିଂ ସହ ଖେଳାଇଥିଲେ। ଏବେ ତାଙ୍କ ଟିମ୍‌ରେ ୧୨ରୁ ଆରମ୍ଭ କରି ୬୫ ବର୍ଷ ବୟସର ପ୍ରାୟ ୩,୭୦୦ ମହିଳା ସାମିଲ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି ବ୍ୟବସାୟୀ, ଗୃହିଣୀ, ସ୍କୁଲ ଓ କଲେଜ ଛାତ୍ରୀ। ସେମାନେ ମୁମ୍ବାଇ ବେଙ୍ଗାଲୁରୁରେ ଫୁଟବଲ, ବାସ୍କେଟବଲ, ବ୍ୟାଡ୍‌ମିଣ୍ଟନ ଏବଂ ରଉଗବୀ ଆଦି ଖେଳ କମ୍‌ ଦେୟରେ ଖେଳାଉଛନ୍ତି। ସେମାନେ ମଧ୍ୟ ସୁଇମିଂ ସେସନ ଆୟୋଜନ କରୁଛନ୍ତି। ମନସ୍ତତ୍ତ୍ୱବିତ୍‌ ଓ ମାନସିକ ରୋଗ ବିଶେଷଜ୍ଞଙ୍କ ଦ୍ୱାରା କାଉନସିଲିଂ କରାଉଛନ୍ତି। ଏବେ ତାଙ୍କ ଟିମ୍‌ରୁ ବହୁ ଛାତ୍ରୀ ରାଜ୍ୟ ଓ ଜାତୀୟ ସ୍ତରରେ ଫୁଟବଲ୍‌, ରଗ୍‌ବି ଆଦି ଖେଳରେ ପ୍ରତିନିଧିତ୍ୱ କରିସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ମହଙ୍ଗା ମାଡ଼

ମହଙ୍ଗା ଭାର ନିମ୍ନ ଆୟକାରୀ ଓ ଗରିବ ପରିବାର ଅଧିକ ଅନୁଭବ କରନ୍ତି। ଦରଦାମର ସାମାନ୍ୟ ବୃଦ୍ଧି ସେମାନଙ୍କ ପାଇଁ ବଡ଼ ଆଘାତ ହୋଇଥାଏ। ଦିନ ମଜୁରିଆ…

କୁକି-ମେଇତି ହିଂସାର ଦିଗ

ଇମ୍ଫାଲ ଉପତ୍ୟକାରେ ଶାନ୍ତି ପାଇଁ ଉଦ୍ୟମ ସତ୍ତ୍ୱେ ଅଶାନ୍ତିର ନିଆଁ ଜଳିଉଠୁଛି ସମୟାନ୍ତରରେ। ବର୍ତ୍ତମାନର ଏନ୍‌ଡିଏ ସମର୍ଥିତ ଭାଜପା ସରକାର ପୂର୍ବ କଂଗ୍ରେସ ସରକାରଙ୍କ ସମୟର ନିଶା…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?