ଏଇ ଭାରତରେ

ବର୍ଜ୍ୟ କାଗଜର ପୁନଃ ଉପଯୋଗ କରି କଶ୍ମୀର ହସ୍ତକଳାକୁ ଏକ ନୂଆ ମୋଡ଼ ଦେବାରେ ଲାଗିଛନ୍ତି ଡିଜାଇନର ବୁର୍‌ହାନ ଖାଦିବ୍‌। ସେ ବର୍ଜ୍ୟ କାଗଜରୁ ପରିବେଶ ଉପଯୋଗୀ ବ୍ଲୁଟୁଥ ସ୍ପିକର, କୁକୁଡ଼ା ଘର, ବ୍ୟାଗ୍‌ ଏବଂ ଅନ୍ୟ ଘର ଉପକରଣ ଜିନିଷ ତିଆରି କରୁଛନ୍ତି। ୩୦ ବର୍ଷୀୟ ବୁର୍‌ହାନ ଅହମ୍ମଦାବାଦସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଡିଜାଇନରୁ ଡିିଗ୍ରୀ ହାସଲ କରିଛନ୍ତି। ସେ ଶ୍ରୀନଗରରେ ଷ୍ଟୁଡିଓ କିଲାବ୍‌ ଆରମ୍ଭ କରି ଏହା ମାଧ୍ୟମରେ ଉକ୍ତ କାର୍ଯ୍ୟ କରୁଛନ୍ତି। ଏହି ଜିନିଷ ତିଆରି କରିବାରେ ବୁର୍‌ହାନ ବର୍ଜ୍ୟ କାଗଜ ଓ ଅଠା ମିଶ୍ରଣରୁ ପ୍ରସ୍ତୁତ ଦ୍ରବ୍ୟ ବ୍ୟବହାର କରୁଛନ୍ତି। ଏଥିରେ ବି ସେ ପାଇନ୍‌ ଓ ଓ୍ବାଲନଟ୍‌ କାଠ ଲଗାଉଛନ୍ତି। ଏହି ପଦ୍ଧତିରେ ଜିନିଷ ତିଆରି କରିବାରେ କାର୍ବନ ନିର୍ଗମନ ବି ହେଉନାହିଁ। ସେ ଏହିସବୁ ଜିନିଷରେ ଗ୍ରାମୀଣ ହସ୍ତକଳାର ଛାପ ରଖୁଛନ୍ତି ଓ ଏଥିପାଇଁ ୧୦୦ ଜଣ କରିଗରଙ୍କୁ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

ଏଇ ଭାରତରେ

ଅବସର ଜୀବନ ଶେଷ ନୁହେଁ। ଏହାପରେ ନିଜେ ଭଲ ପାଉଥିବା ଯେକୌଣସି ବୃତ୍ତିକୁ ଆପଣାଇ ପୁନର୍ବାର ରୋଜଗାର କରିବା ସହ ଏକ ସୁସ୍ଥ ଓ ଚଳଚଞ୍ଚଳ ଜୀବନ…

ମଣିଷକୃତ ବିପର୍ଯ୍ୟୟ

ପର୍ଯ୍ୟାୟକ୍ରମେ ଘଟୁନଥିବା ବିପଦକୁ ବିପର୍ଯ୍ୟୟ କୁହାଯାଏ। ଆଗକାଳରେ ଆଗରୁ ତାହା ଜାଣିହେଉନଥିଲା ବୋଲି ପର୍ଯ୍ୟାୟ-ହୀନ ବା ବିପର୍ଯ୍ୟୟ କୁହାଯାଉଛି। ତାହା ଯଦି ଭୌଗୋଳିକ କାରଣରୁ ଘଟିଥାଏ, ତାକୁ…

ଚାକିରିଆ ମାନସିକତା

ମୁଁ ପାଠ ପଢ଼ିବି। ବଡ଼ ମଣିଷ ହେବି। ବଡ଼ ଚାକିରି କରିବି। ବେସରକାରୀ ଚାକିରି ନୁହେଁ, କେବଳ ସରକାରୀ ଚାକିରି। ସମସ୍ତଙ୍କ ମୁହଁରେ ଏଇ ଗୋଟିଏ କଥା।…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri