ଏଇ ଭାରତରେ

ରାଜସ୍ଥାନର ଆଜ୍‌ମେର ଜିଲା ରସୁଲପୁର ଗାଁର ଶିକ୍ଷକ ରାଜା ମହମ୍ମଦ କରୋନା ସମୟରେ ଚାକିରି ହରାଇବା ପରେ ମୋତିଚାଷ ଆରମ୍ଭ କରିଥିଲେ। ଏବେ ସେଥିରୁ ଲକ୍ଷାଧିତ୍କ ଟଙ୍କା ରୋଜଗାର କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସେ ଏହି ଚାଷ କରିବାକୁ ଅନେକଙ୍କୁ ମଧ୍ୟ ପ୍ରୋତ୍ସାହିତ କରୁଛନ୍ତି। ରାଜାଙ୍କ ବୟସ ୪୧ ବର୍ଷ। ସେ ନିଜ ଗାଁରେ ଏକ ଘରୋଇ ସ୍କୁଲରେ ପଢ଼ାଉଥିଲେ। ତେବେ କରୋନା ମହାମାରୀ ସମୟରେ ସ୍କୁଲ ବନ୍ଦ ରହିବାରୁ ରାଜା ରୋଜଗାର ହରାଇ ମୋତିଚାଷ କରିବାକୁ ଯୋଜନା କରିଥିଲେ ଓ ସେଥିରେ ସେ ସଫଳତା ମଧ୍ୟ ପାଇପାରିଛନ୍ତି। ଶାମୁକାରେ ମୋତି ହେବା ଲାଗି ୧୮ ମାସ ଲାଗୁଛି। ପ୍ରଥମେ ସେ ଏହି ଚାଷରେ ପ୍ରାୟ ୭୦ ହଜାର ଟଙ୍କା ନିବେଶ କରିଥିଲେ। ପ୍ରତ୍ୟେକ ଶାମୁକାରୁ ସେ ଦୁଇଟି ମୋତି ପାଉଛନ୍ତି ଏବଂ ପରେ ଏହାକୁ ୨୦୦ରୁ ୧୦୦୦ ଟଙ୍କା ମୂଲ୍ୟରେ ବିକ୍ରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ଏଇ ଭାରତରେ

ଭାରତର ବିଭିନ୍ନ ଅଞ୍ଚଳର ବସ୍‌ଷ୍ଟାଣ୍ଡ, ରେଳ ଲାଇନ, ମନ୍ଦିର ପାଖ ଏବଂ ହସ୍ପିଟାଲରେ ଅନେକ ଲୋକଙ୍କର ମୃତ୍ୟୁ ଘଟୁଛି, ଯାହାଙ୍କର କେହି ଦାବିଦାର ନ ଥାନ୍ତି। ତେବେ…

ମହାକାଶ ସାମରିକୀକରଣ

ମହାକାଶ ଯୁଗର ଆରମ୍ଭ ଅକ୍ଟୋବର ୪, ୧୯୫୭ରେ ହେଲା ବୋଲି କୁହାଯାଏ। କାରଣ ସେ ଦିନ ତଦାନିଂତନ ସୋଭିଏଟ୍‌ ୟୁନିୟନ ପ୍ରଥମ କୃତ୍ରିମ ଉପଗ୍ରହ ‘ସ୍ପୁଟନିକ୍‌-୧’କୁ ପୃଥିବୀ…

ଦକ୍ଷତା

ଥରେ ନୌକାରେ ବସି ଜଣେ ପଣ୍ଡିତ ନଦୀ ପାର ହେଉଥାନ୍ତି। ତାଙ୍କ ମୁହଁରେ ବେଦ ଶାସ୍ତ୍ର ପୁରାଣ ଆଦି ସବୁ ମୁଖସ୍ଥ ହୋଇ ରହିଥାଏ। ନଦୀ ପାରହେବା…

ମୃତ୍ୟୁଶଯ୍ୟାରେ ମୁକ୍ତ ବିଶ୍ୱ

ଶୀତଳଯୁଦ୍ଧକୁ ଯେଉଁମାନେ ମନେରଖିଛନ୍ତି, ସେମାନେ ମୁକ୍ତ ବିଶ୍ୱ (ଶୀତଳ ଯୁଦ୍ଧ ପରିପ୍ରେକ୍ଷୀରେ ମିତ୍ର ଦେଶ, ପାଶ୍ଚାତ୍ୟ ଗୋଷ୍ଠୀ ଓ ମେଣ୍ଟ ସହ ସମ୍ବନ୍ଧିତ ଦେଶସମୂହ) ନାମକ ଏକ…

ରୋପଣ ଓ ରକ୍ଷଣ ଗୁରୁତ୍ୱପୂର୍ଣ୍ଣ

ଏକ ବାସ୍ତବ କାହାଣୀ ଅବତାରଣା କରୁଛି। ଗୋଟିଏ ଅନୁଷ୍ଠାନରେ ଧରିତ୍ରୀ ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ହେଉଥାଏ। କାର୍ଯ୍ୟାଳୟର ଅଧିକାରୀମାନେ ଉପସ୍ଥିତ ଥାଆନ୍ତି। ସେମାନଙ୍କୁ ସହଯୋଗ କରିବା…

ଅଦେଖା ଆଖି

ଆଜିକାଲି ସୁବିସ୍ତୃତ ଭୂମି ଉପରେ କିଛି ଅଧିକୃତ ସ୍ଥାନରେ କାହିଁ କେତେ ବାସଗୃହ ନିର୍ମିତ ହୋଇଛି ଏବଂ ହେଉଛି ମଧ୍ୟ। କେଉଁଠି ବାସଗୃହ ବା ଘରଟି ଏକ…

ପୃଥୁଙ୍କ ଗାଈ, ଅଶୋକଙ୍କ ସିଂହ

ପ୍ରାୟ ଏକ ହଜାର ବର୍ଷ ପୂର୍ବେ ରାଜଶେଖର ‘କାବ୍ୟମୀମାଂସା’ ରଚନା କରିଥିଲେ। ସେତେବେଳେ ଆର୍ଯ୍ୟାବର୍ତ୍ତ ହିମାଳୟଠାରୁ ବିନ୍ଧ୍ୟ ପର୍ବତମାଳା ପର୍ଯ୍ୟନ୍ତ ବିସ୍ତୃତ ଥିଲା। ପୂର୍ବ ଓ ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?