ଏଇ ଭାରତରେ

ବଗିଚା କହିଲେ ଘର ଅଗଣା, କିନ୍ତୁ ଫଳୁଛି ବ୍ରାଜିଲର ୨୫୦ ପ୍ରକାର ଫଳ। ଅଗଣାରେ ଏଭଳି ଚାଷକରି ଅନ୍ୟମାନଙ୍କୁ ବାଟ ଦେଖାଇଛନ୍ତି କେରଳର ପରେଶ ଜନାନ୍‌। ପରେଶ ରହୁଛନ୍ତି ଥ୍ରିଶୂରରେ। ସେ ଫେସ୍‌ବୁକ୍‌ ଭିଡିଓ ପ୍ରେରିତ ହୋଇ ଏହି ବିଦେଶୀ ଫଳ ଚାଷକରି ସଫଳ ହୋଇପାରିଛନ୍ତି। ଏ କ୍ଷେତ୍ରରେ ଉଲ୍ଲେଖ କରାଯାଇଥିବା ‘ଫ୍ରୁଟାସ ନୋ ବ୍ରାଜିଲ’ ପୁସ୍ତକରୁ ବ୍ରାଜିଲର ୯୫୦ ପ୍ରକାର ଫଳ ସମ୍ପର୍କରେ ପଢ଼ିବା ପରେ ୨୦୧୪ରେ ସେ ଏହି ଚାଷ ଆରମ୍ଭ କରିଥିଲେ। ପରେଶ ପ୍ରଥମେ ବ୍ରାଜିଲିଆନ ଗ୍ରେପ୍‌ ଟ୍ରି ଲଗାଇବା ପରେ ଅନ୍ୟ କିସମ ସଂଗ୍ରହ କରିଥିଲେ। ଗଛରେ ପାଣି ଦେବାଠାରୁ ଆରମ୍ଭକରି ଅନ୍ୟାନ୍ୟ କାର୍ଯ୍ୟରେ ପରେଶଙ୍କ ମା’ ତାଙ୍କୁ ସାହାଯ୍ୟ କରୁଛନ୍ତି। ଏହି ଫଳଗୁଡ଼ିକରୁ ସେ ୨୦ ପ୍ରକାର ଜାମ୍‌ ପ୍ରସ୍ତୁତ କରୁଛନ୍ତି ଓ ଏଥିରୁ ଭଲ ଲାଭ ମଧ୍ୟ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

କେଜାଣି କାହାର

ରାସ୍ତାରେ ନୋଟ୍‌ ଭର୍ତ୍ତି ହୋଇଥିବା ପର୍ସଟିଏ ପଡ଼ିିଥିବାର ଦେଖି ଜଣେ ପଥଚାରୀ ଭାବିଲେ ଏହି ପର୍ସଟି କାହାର କେଜାଣି, ଆହା! କିଏ ସେହି ଦୁର୍ଭାଗା ଯାହାଙ୍କ ପକେଟ୍‌ରୁ…

ଅନ୍ତରୀକ୍ଷ ସ୍ବପ୍ନ ଓ ମାନବୀୟ ଦାୟିତ୍ୱ

ପୃଥିବୀ ହେଉଛି ଜୀବଜଗତର ଏକ ମାତ୍ର ବାସଗୃହ’,ଏହା କେବଳ ଗୋଟିଏ ବୈଜ୍ଞାନିକ ସତ୍ୟ ନୁହେଁ, ବରଂ ମାନବ ସଭ୍ୟତା ପାଇଁ ଗୋଟିଏ ନୀତିଗତ ଦିଗ୍‌ଦର୍ଶକ। ତଥାପି, ଆଧୁନିକ…

ଆତ୍ମଘାତୀ ରଣନୀତି

ଓରୋବୋରୋସ ହେଉଛି ଏକ ପୁରାତନ ସାପର ଛବି, ଯେଉଁଥିରେ ତାହା ନିଜ ଲାଞ୍ଜକୁ ଭକ୍ଷଣ କରୁଛି। ଏହି ଛବି ଆତ୍ମଘାତୀ ରଣନୀତିର ସଙ୍କେତ ଦେଇଆସିଛି। ଏହା ଆମେରିକା…

ବୈଦିକ ସମାଜର ସ୍ୱରୂପ

ଖ୍ରୀଷ୍ଟପୂର୍ୱ ୧୫୦୦ରୁ ୧୦୦୦ ମଧ୍ୟରେ ସିନ୍ଧୁନଦୀର ଉପନଦୀ ସପ୍ତ-ସିନ୍ଧୁ କୂଳରେ ବୈଦିକ ଲୋକେ ବସବାସ କରୁଥିଲେ, ଯାହା ଏବେ ପଞ୍ଜାବ ନାମରେ ଜଣାଶୁଣା। ଏହା ହେଉଛି ଋକ୍‌-ବୈଦିକ…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri