ଏଇ ଭାରତରେ

କମ୍‌ ବୟସରେ ସ୍ୱାମୀଙ୍କୁ ହରାଇବା ପରେ ଧୈର୍ଯ୍ୟହରା ନ ହୋଇ ଜଣେ ଜୀବନରେ କିଭଳି ସଶକ୍ତ ହୋଇପାରନ୍ତି ତାହାର ବଳିଷ୍ଠ ଦୃଷ୍ଟାନ୍ତ ହେଉଛନ୍ତି ଗୁଣ୍ଟର ନିବାସୀ କୋଣ୍ଡା ଉଷାରାଣୀ। ନୁଟାକି ଗାଁରେ ଜନ୍ମିତ କୋଣ୍ଡା ୧୦ମ ଶ୍ରେଣୀରୁ ଫାଠ ଛାଡ଼ି ଦେଇଥିଲେ ଓ ୧୭ ବର୍ଷ ବୟସରେ ବିବାହ କରିଥିଲେ। ବିବାହର ତିନି ବଷ ମଧ୍ୟରେ ସେ ଦୁଇ ପୁତ୍ର ସନ୍ତାନ ଜନନୀ ହେବା ପରେ ତାଙ୍କ ସ୍ୱାମୀଙ୍କର ଦୁର୍ଘଟଣାରେ ମୃତ୍ୟୁଘଟିଥିଲା। କୋଣ୍ଡା ଘର ଚଲାଇବା ଓ ଭବିଷ୍ୟତରେ ପିଲାଙ୍କୁ ପଢାଇବା ଲାଗି ସେ ଜୈବିକ ପଦ୍ଧତିରେ ପ୍ରଥମେ ହଳଦୀ ଚାଷ କରିଥିଲେ। ପରେ ବିଭିନ୍ନ ଚାଷ କରିବା ସହ ଜୈବିକ ଖତ ତିଆରି କଲେ। ଏବେ ସେ ଜୈବିକ ଖତ, ମଞ୍ଜି ଓ କୀଟନାଶକ ଚାଷୀମାନଙ୍କୁଳ କମ୍‌ ମୂଲ୍ୟରେ ବିକ୍ରି କରୁଛନ୍ତି। କେବଳ ଏତିକି ନୁହେଁ, ସେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୫୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କୁ ଜୈବିକ ଚାଷ ପ୍ରତି ଆକୃଷ୍ଟ କରିବା ସହ ସେମାନଙ୍କ ଜୈବିକ ଉତ୍ପାଦକୁ ବିକ୍ରି କରାଇବାରେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ଝାଡୁ ଓ କଲମ

ତାକୁ ଗୋଟେ କୋଣକୁ କିଆଁ ଫୋପାଡ଼ିଦେଲ? ସିଏ ତୁମ ଘରଦ୍ୱାର ସଫା କରିଦେଲା। ତୁମ ଘର ସଫା ରହିଲାରୁ ଲକ୍ଷ୍ମୀ ବିଜେ କଲେ। ଧନଧାନ୍ୟରେ ଘର ପୂରିଉଠିଲା।…

ଦୁଇ ବର୍ଷର ଅବିସ୍ମରଣୀୟ ବିକାଶ ଯାତ୍ରା

ଆଜି ଦିନଟି ଆଧୁନିକ ଓଡ଼ିଶାର ରାଜନୈତିକ ଚିତ୍ରପଟରେ ସବୁଦିନ ପାଇଁ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ। ବୋଧହୁଏ, ଆଜି ପର୍ଯ୍ୟନ୍ତ କୌଣସି ରାଜ୍ୟର ସଫଳତା ପାଳନ କରିବା…

ସ୍ମାର୍ଟ କୂଟନୀତି

ସମ୍ପ୍ରତି ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌)କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମାଲୋଚନା ହେଉଛି ଏକ ନିରାଶାର ଅଭିବ୍ୟକ୍ତି। ଏଥିରୁ ଏକ ସ୍ପଷ୍ଟ ସତର୍କ ବାର୍ତ୍ତା ମିଳେ…

ଏଇ ଭାରତରେ

ଚାଇନା ବିଶ୍ୱରେ ଏକ ପ୍ରମୁଖ କାଗଜ ଉତ୍ପାଦନ କେନ୍ଦ୍ର ହେବାର ବହୁ ପୂର୍ବରୁ ଭାରତର ଏକ ଛୋଟ ଗାଁର ହାତତିଆରି କାଗଜର ଆଦୃତି ରହିଥିଲା ଏବଂ ପୂର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri