ଏଇ ଭାରତରେ

ବିନା ମାଟିରେ ପରିବେଶ ଉପଯୋଗୀ ତଥା ପାରମ୍ପରିକ ପଦ୍ଧତି(ହାଇଡ୍ରୋପୋନିକ)ରେ ୮୦ ପ୍ରତିଶତ ପାଣି ବଞ୍ଚାଇ ଚାଷ କରି ଉଦାହରଣ ସୃଷ୍ଟି କରିଛନ୍ତି ଆଇଆଇଟି ମୁମ୍ବାଇର ଦୁଇ ବନ୍ଧୁ ଅମିତ କୁମାର ଏବଂ ଅଭୟ ସିଂ। ଅନ୍ୟ ପଦ୍ଧତି ତୁଳନାରେ ଏଥିରେ ଚାଷ ଖୁବ୍‌ ଶୀଘ୍ର ହୋଇପାରୁଛି। ସେମାନେ ପରିବେଶ ସହନୀୟ ଷ୍ଟାର୍ଟଅପ ‘ଏକି ଫୁଡ’ ମାଧ୍ୟମରେ ଏହି ଚାଷ କରୁଛନ୍ତି। ଏକି ଜାପାନିଜ୍‌ ବିଶ୍ୱାସ ଏକିଗାଇରୁ ଆସିଛି, ଯାହାର ଅର୍ଥ ହେଉଛି ସୁସ୍ଥ ଜୀବନଶୈଳୀ ଓ ଲକ୍ଷ୍ୟପୂର୍ଣ୍ଣ ଜୀବନ ଏବଂ ଏହି ଉଦ୍ଦେଶ୍ୟ ନେଇ ସେମାନେ ଚାଷ ଜାରି ରଖିଛନ୍ତି। ଏହି ଦୁଇ ବନ୍ଧୁ ହରିୟାଣାର ପାନିପଥରେ ହାଇଡ୍ରୋପୋନିକ ଉପାୟରେ ୭ ଏକର ଜମିରେ ଏଭଳି ଚାଷ କରୁଛନ୍ତି ଓ ଆଉ ୩୩ ଏକରରେ ଚାଷ କରିବାକୁ ପ୍ରସ୍ତୁତି ଚଳାଇଛନ୍ତି। ସେମାନେ ଟମାଟୋ, କାକୁଡ଼ି, ଲଙ୍କା, ଗୋଲମରିଚ, ପୋଇ, ଲାଉ, କଲରା, ଧନିଆ ସହ ତରଭୁଜ ଓ ଫୁଟି ଆଦି ଉତ୍ପାଦନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଅରବିନ୍ଦଙ୍କ ଦୃଷ୍ଟିରେ ପାରିବାରିକ ଜୀବନ

ଶ୍ରୀଅରବିନ୍ଦଙ୍କ ଅନୁସାରେ କଥିତ ପରିବାର ହେଉଛି ମଣିଷର ଜୀବନଗତ ପ୍ରକୃତିର ଏକ ଆବଶ୍ୟକ ସୃଷ୍ଟି ଯାହା ମୌଳିକ, ସାମାଜିକ ଏବଂ ଜୈବିକ ପ୍ରବୃତ୍ତିକୁ ପୂରଣ କରିବା ପାଇଁ…

ଗବେଷଣାରେ ମୌଳିକତାର ମୃତ୍ୟୁ

ଆଧୁନିକ ଭାରତରେ ବିଶ୍ୱବିଦ୍ୟାଳୟଗୁଡ଼ିକର ସଂଖ୍ୟା ଗତ କିଛି ଦଶନ୍ଧି ମଧ୍ୟରେ ବୃଦ୍ଧି ପାଇଛି ସତ, କିନ୍ତୁ ଶୈକ୍ଷିକ ମାନଦଣ୍ଡ ଏବଂ ଗବେଷଣାର ଗୁଣାତ୍ମକ ଦିଗଟି ଏବେ ଏକ…

Dillip Cherian

ତଳ ସ୍ତରରେ ଅନିଶ୍ଚିତତା

କେନ୍ଦ୍ର ସରକାର କ୍ୟାବିନେଟ୍‌ ସଚିବ ଟି.ଭି. ସୋମନାଥନ୍‌ ଏବଂ ସ୍ବରାଷ୍ଟ୍ର ସଚିବ ଗୋବିନ୍ଦ ମୋହନଙ୍କ କାର୍ଯ୍ୟକାଳ ଆଉ ୧ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଭାବୀ…

ରିଲ୍ସ ସାମ୍ରାଜ୍ୟ

ପୁଞ୍ଜିବାଦର ଅନ୍ତିମ ପର୍ଯ୍ୟାୟରେ ରାଷ୍ଟ୍ର ଆଉ ଶାସନ କରେନାହିଁ, ପର୍‌ଫର୍ମ (କାର୍ଯ୍ୟ) କରେ। ପ୍ରଧାନମନ୍ତ୍ରୀଙ୍କଠାରୁ ଗ୍ରାମପଞ୍ଚାୟତ ସଦସ୍ୟ- ସମସ୍ତେ ଯେପରି ଇତିହାସର ଚରିତ୍ର ନୁହନ୍ତିି, ଇନ୍‌ଷ୍ଟାଗ୍ରାମର କଣ୍ଟେଣ୍ଟ…

ଏଭଳି ଭକ୍ତିର କି ଲାଭ

ସୋସିଆଲ ମିଡିଆରେ ଗତ କିଛିଦିନ ତଳେ ଗୋଟେ ଭିଡିଓଟେ ଘୂରି ବୁଲୁଥିଲା। ଉକ୍ତ ଭିଡିଓରେ ଗେରୁଆ ବସ୍ତ୍ର ପରିଧାନ କରିଥିବା କିଛି ବୋଲବମ ଭକ୍ତ ମଦ ବୋତଲ…

ଲାଞ୍ଛନାର ମଞ୍ଚ

ଆନ୍ଥୋନୀ ଫାଉସି ଜଣେ ଇମ୍ୟୁନୋଲୋଜିଷ୍ଟ (ରୋଗପ୍ରତିରୋଧକ ବିଜ୍ଞାନୀ) ଭାବରେ ପ୍ରତିଷ୍ଠା ଲାଭ କରିଛନ୍ତି। କିନ୍ତୁ ଆମେରିକାର ସିନେଟ୍‌ କମିଟି ଅନ୍‌ ହୋମଲ୍ୟାଣ୍ଡ ସିକ୍ୟୁରିଟି ଆଣ୍ଡ୍‌ ଗଭର୍ନମେଣ୍ଟାଲ ଆଫେୟାର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri