ଏଇ ଭାରତରେ

ମାଟି ଦରକାର ପଡ଼ୁନାହିଁ, କେବଳ ପାଣିରେ ଚାଷ (ହାଇଡ୍ରୋପୋନିକ୍ସ) କରି ବର୍ଷକୁ ୫ କୋଟି ଟଙ୍କା ରୋଜଗାର କରୁଛନ୍ତି ତୁଷାର ଅଗ୍ରଓ୍ବାଲ, ମିତ୍‌ ପଟେଲ ଏବଂ ବିବେକ ଶୁକ୍ଳା।
ଅହମ୍ମଦାବାଦର ଏହି ୩ ବନ୍ଧୁ ଉକ୍ତ ଚାଷ ସମ୍ପର୍କରେ ଏବେ ସୁଦ୍ଧା ୩୫,୦୦୦ ଲୋକଙ୍କୁ ପ୍ରଶିକ୍ଷଣ ଦେଇସାରିଲେଣି। ବାହାରେ ଓ ଘର ଭିତରେ କିଭଳି ବିନା ମାଟିରେ ଚାଷ କରାଯିବ ତାହା ହିଁ ତାଙ୍କ ପ୍ରଶିକ୍ଷଣର ଲକ୍ଷ୍ୟ। ସେମାନେ ୨୦୨୦ରେ ଏଗ୍ରିଟେକ୍‌ ଷ୍ଟାର୍ଟଅପ୍‌ ଗଠନକରି ଏହି କାର୍ଯ୍ୟ କରୁଛନ୍ତି। କେବଳ ଏତିକି ନୁହେଁ, ୩ ବନ୍ଧୁ କୃଷି ଉପତ୍ାଦର ପ୍ୟାକେଜଂ ଓ ମାର୍କେଟିଂରେ ମଧ୍ୟ ଚାଷୀମାନଙ୍କୁ ସହଯୋଗ କରୁଛନ୍ତି। ଏବେ ଉକ୍ତ ଷ୍ଟାର୍ଟଅପ୍‌ ମାଧ୍ୟମରେ ୫୦କିସମର ଫସଲ କରାଯାଉଛି। ଏଥିରେ ପାରମ୍ପରିକ ଚାଷ ତୁଳନାରେ ହାଇଡ୍ରୋପୋନିକ୍ସରେ ୮୦% ପାଣି ବଞ୍ଚାଯାଇପାରୁଛି ଓ ୮୫% କମ୍‌ ଜମି ଆବଶ୍ୟକ ହେବା ସହ ୩୦ରୁ ୭୦% ଅଧିକ ଉତ୍ପାଦନ ହେଉଛି। ତୁଷାର, ମିତ୍‌ ଓ ବିବେକ ଦେଶର ୨୭ଟି ସହରରେ୨୫ ଲକ୍ଷ ବର୍ଗଫୁଟ୍‌ ହାଇଡ୍ରୋପୋନିକ୍ସ ଫାର୍ମ ଗଠନକରି କୃଷକଙ୍କ ସମେତ ବ୍ୟବସାୟୀ, ଛାତ୍ର, କର୍ମଜୀବୀ, ଗୃହିଣୀଙ୍କୁ କୃଷିରେ ସାମିଲ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri