ଏଇ ଭାରତରେ

ଜାଣି ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ବର୍ଷ କି ଦୁଇ ବର୍ଷ ନୁହେଁ ତାରିଖ ପରେ ତାରିଖ ଗଡ଼ି ୭୦ ବର୍ଷ ଧରି ବିଚାରାଧୀନ ରହିଛି ମହାରାଷ୍ଟ୍ରର ଏକ ମାମଲା। ୭୦ ବର୍ଷ ତଳେ ଯେତେବେଳେ ଏହି ମାମଲା ଦାଏର କରାଯାଇଥିଲା, ସେତେବେଳେ ବର୍ତ୍ତମାନ ସୁପ୍ରିମକୋର୍ଟର କାର୍ଯ୍ୟ କରୁଥିବା କୌଣସି ବିଚାରପତି ଜନ୍ମ ହୋଇ ନ ଥିଲେ। ଏବେ ସୁପ୍ରିମକୋର୍ଟରେ ୨୭ ଜଣ ବିଚାରପତିଙ୍କ ମଧ୍ୟରୁ ଜଷ୍ଟିସ ଏସ୍‌ସି ଗୁପ୍ତାଙ୍କ ବୟସ ସର୍ବାଧିକ। ୧୫ ମେ ୧୯୫୮ରେ ଜଷ୍ଟିସ ଗୁପ୍ତା ଜନ୍ମ ଗ୍ରହଣ କରିଥିଲେ। ଏହି ଆପରାଧିକ ମାମଲା ମହାରାଷ୍ଟ୍ରର ରାୟଗଡ଼ ପୋଲିସ ଦ୍ୱାରା ୧୮ ମଇ ୧୯୫୩ରେ ପଞ୍ଜୀକୃତ ହୋଇଥିଲା। ଅର୍ଥାତ୍‌ ଜଷ୍ଟିସ ଗୁପ୍ତାଙ୍କ ଜନ୍ମଠାରୁ ଉକ୍ତ ଆପରାଧିକ ମାମଲା ୫ ବର୍ଷର ପୁରୁଣା। ଆର୍ଶ୍ଚ୍ୟର କଥା ଉକ୍ତ ମାମଲା ୯ ଫେବୃୟାରୀରେ ଶୁଣାଣି ହେବା ଲାଗି ତାରିଖ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ଖୋଜୁଛନ୍ତି ସାର୍‌ଙ୍କୁ

ପ୍ରତି ଶିକ୍ଷା ବର୍ଷ ଆରମ୍ଭରେ ପିଲାମାନେ ସାର୍‌ଙ୍କୁ ଖୋଜନ୍ତି। କାହଁିକିନା ସେମାନଙ୍କର ପାଠପଢ଼ା ଆରମ୍ଭ ହେବ। ସାର୍‌ ନ ଥିଲେ ପାଠପଢ଼ା ସମ୍ଭବ ନୁହେଁ। ଅବଶ୍ୟ ଆଜିକାଲି…

ସବୁଜିମା ସୁରକ୍ଷାର ମହତ୍ତ୍ୱ

ସବୁଜିମା ସୃଷ୍ଟିର ଏକ ଅସାଧାରଣ ଦୃଷ୍ଟାନ୍ତର ଅବତାରଣା ଏଠାରେ ଅତ୍ୟନ୍ତ ପ୍ରଯୁଜ୍ୟ। ଦିବା ତାପମାତ୍ରା ୬୦ ଡିଗ୍ରୀ ସେଲ୍‌ସିୟସ ଅତିକ୍ରମ କରୁଥିବା ଏବଂ ରାତିରେ ହଠାତ୍‌ ଶୀତଳ…

କାର୍ଯ୍ୟକାଳ ବୃଦ୍ଧିରେ ଦ୍ୱନ୍ଦ୍ୱ

ହରିୟାଣା ସରକାର ମୁଖ୍ୟ ଶାସନ ସଚିବ ଅନୁରାଗ ରସ୍ତୋଗୀଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ୧ ବର୍ଷ ପାଇଁ ବୃଦ୍ଧି କରିବା ସକାଶେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି।…

ଏଆଇ ବନାମ ଓଡ଼ିଆ ସାହିତ୍ୟ

ସଭ୍ୟତାର ବିକାଶ କ୍ରମରେ ମଣିଷ ନିଜର ବୁଦ୍ଧିମତ୍ତାକୁ ବ୍ୟବହାରକରି ଅନେକ ଅସାଧ୍ୟକୁ ସାଧନ କରିଛି। ସେଇ ପରିପ୍ରେକ୍ଷୀରେ ଚଳନ୍ତି ସମୟରେ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତ୍ତା(ଏଆଇ)…

ନାଟୋ ଓ ପ୍ରତିରକ୍ଷା ବଜାର

୧୯୩୯ ମସିହାରେ ଯେତେବେଳେ ଦ୍ୱିତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା, ସେତେବେଳେ କାନାଡ଼ା ପାଖରେ କୌଣସି ଆଖିଦୃଶିଆ ସାମରିକ ଶିଳ୍ପ ନ ଥିଲା। ହେଲେ ୬ ବର୍ଷ ପରେ,…

ମୁଇଁ ପାଠ ପଢ଼ିନି ଆଜ୍ଞା

ବିକ୍ରମ ଦେବ ବିଶ୍ବବିଦ୍ୟାଳୟର ତୃତୀୟ ସ୍ବର୍ଣ୍ଣକ୍ଷେତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧିତ ହୋଇଥିଲେ ମାଣ୍ଡିଆ ରାଣୀ ନାମରେ ପରିଚିତା ଡ. ରାଇମତୀ ଘିଉରିଆ। କୋରାପୁଟ ଜିଲା କୁନ୍ଦୁରା…

ଏଇ ଭାରତରେ

ଏକତା ନହର ରହୁଛନ୍ତି ନଏଡାର ଏକ ଆପାର୍ଟମେଣ୍ଟରେ। ପେସାରେ ସେ ଜଣେ ଚିତ୍ରଶିଳ୍ପୀ। ଏବେ ତାଙ୍କୁ ବୟସ ୩୫। ବିଲୁପ୍ତିର ଦ୍ୱାର ଦେଶରେ ଥିବା କେତେକ ପ୍ରଜାତିର…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri