ଏଇ ଭାରତରେ

ଦୃଢ ଇଚ୍ଛାଶକ୍ତି ସଫଳତାର ବାଟ କଢ଼ାଇନିଏ, ଯାହା ଘଟିଛି ରାଶି ଅଗ୍ରଓ୍ବାଲଙ୍କ ଜୀବନରେ। ସେ ବର୍ଜ୍ୟର ପୁନଃ ଉପଯୋଗ କରି ପରିବେଶ ସୁରକ୍ଷାର ବାଟ ଦେଖାଇଛନ୍ତି। ରାଶି ରହୁଛନ୍ତି ସୁରଟରେ। ସେ ପ୍ରଥମେ ଆଇଆଇଟି ପାଇଁ ଲକ୍ଷ୍ୟ ରଖିଥିଲେ। ହେଲେ ସେଥିରେ ସଫଳ ନ ହେବାରୁ ଉଚ୍ଚଶିକ୍ଷା ଲାଭ କରି ସାମାଜିକ ସଶକ୍ତୀକରଣ କ୍ଷେତ୍ରରେ କିଛି କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଥିଲେ। ପରେ ଆର୍କିଟେକ୍‌ରେ ଡିଗ୍ରୀ ହାସଲ କରି କଟନ୍‌ ବର୍ଜ୍ୟରୁ ବିଭିନ୍ନ କଳାକୃତି ପ୍ରସ୍ତୁତ କରୁଛନ୍ତି। ଏହି କଳାକୃତି ବଜାରରେ ବହୁ ଆଦୃତି ଲାଭ କରିପାରିଛି ଓ ଉକ୍ତ କାର୍ଯ୍ୟରେ ସେ ୧୫୦ ଗ୍ରାମୀଣ ମହିଳାଙ୍କୁ ନିଯୁକ୍ତ କରିଛନ୍ତି। ତାଙ୍କ ଦ୍ୱାରା ଉପତ୍ାଦିତ ସମସ୍ତ ଦ୍ରବ୍ୟ ପରିବେଶ ଉପଯୋଗୀ। ଏଗୁଡ଼ିକୁ ବିକ୍ରି କରିବା ଲାଗି ରାଶି ଏକ ଷ୍ଟେଶନେରି ବିଜ୍‌ନେସ ମଧ୍ୟ ଚଳାଉଛନ୍ତି। ଏହାର ନାମ ରଖିଛନ୍ତି ‘ରୋହାନି ରଙ୍ଗ’। ଏହିସବୁ ଉପତ୍ାଦକୁ ନେଇ ଏବେ ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ରେ ୩୦,୦୦୦ରୁ ଊର୍ଦ୍ଧ୍ୱ ଫଲୋଅର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଠିନ ପଥ

ଏବେ ଦେଶ ସମ୍ମୁଖରେ କ’ଣ ସମସ୍ୟା ଅଛି, ସ୍ୱାଧୀନତାର ମୌଳିକ ଲକ୍ଷ୍ୟ ପୂରଣ ହୋଇଛି କି ନା ତାହା ଆଲୋଚନା ହେବା ଉଚିତ। ରାଜନୈତିକ ସ୍ୱାଧୀନତା ସତରେ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା…

ସ୍ବାଗତଯୋଗ୍ୟ ସମୀକ୍ଷା

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତିକୁ ନେଇ ବିବାଦ ଲାଗିରହିଛି। ପ୍ରକୃତରେ ସଞ୍ଜୀବ ପଣ୍ଡା କିମ୍ବା ଏହି ଦୌଡ଼ରେ ଥିବା ଅନ୍ୟ ଅଧିକାରୀମାନଙ୍କୁ ନେଇ ଏହା ହୋଇନାହିଁ।…

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri