ଏଇ ଭାରତରେ

ବହୁ ସମୟରେ ନିଜ ପସନ୍ଦର ବୃତ୍ତି ତଥା ସ୍ବାଧୀନ ଭାବେ ରୋଜଗାର କରିବା ଲକ୍ଷ୍ୟରେ ଅନେକେ ସୁରକ୍ଷିତ ଓ ଉଚ୍ଚ ବେତନର ଚାକିରି ଛାଡ଼ି ଦେଇଥାନ୍ତି। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ହରିୟାଣର ଦୀପକ ସିଂ। ଦୀପକ ରହୁଛନ୍ତି ମହେନ୍ଦ୍ରଗଡ଼ରେ। ସେ ଶିକ୍ଷକ ଚାକିରି ଛାଡ଼ି ଜିଆଖତ ପ୍ରସ୍ତୁତ କରୁଛନ୍ତି। ପ୍ରତି ମାସରେ ସେ ୬୦,୦୦୦ ଟଙ୍କା ରୋଜଗାର କରୁଛନ୍ତି। ଦୀପକ ମହାମାରୀ ସମୟରେ ଛୁଟିରେ ଗାଁରେ ରହିବା ପରେ ଏହା ଆରମ୍ଭ କରିଥିଲେ। ସ୍କୁଲ ଖୋଲିବା ପରେ ସେ ନିଜ ଡ୍ୟୁଟି କରିବା ସହ ଏହାକୁ ଜାରି ରଖିଥିଲେ। ପରେ ଏହାର ଚାହିଦା ବଢ଼ିବା ଯୋଗୁ ସେ ଚାକିରି ଛାଡ଼ି ଏହି ବ୍ୟବସାୟ କରୁଛନ୍ତି। ଜିଆଖତ ପ୍ରସ୍ତୁତ କରି କୃଷକମାନଙ୍କୁ ମଧ୍ୟ ଜୈବିକ ଚାଷ କରିବାକୁ ପ୍ରେରିତ କରୁଛନ୍ତି। ଏବେ ସେ ୧୦୦ରୁ ଅଧିକ ବେଡ୍‌ରେ ଜିଆଖତ ତିଆରି କରୁଛନ୍ତି। ଏହି କାର୍ଯ୍ୟରେ ସେ ଅନେକଙ୍କୁ ନିଯୁକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଆପଣଙ୍କ ବୟସ କେତେ

ରାତିର ଗଭୀର ଅନ୍ଧକାର। ଗୋଟିଏ ଷ୍ଟ୍ରିଟ୍‌ଲାଇଟ୍‌ ତଳେ ଜଣେ ବୃଦ୍ଧ ବ୍ୟାକୁଳ ହୋଇ କିଛି ଖୋଜୁଥିଲେ। ସେହି ବାଟ ଦେଇ ଯାଉଥିବା ଜଣେ ଯୁବକ ତାଙ୍କୁ ଦେଖି…

ଆମେ କେମିତି ପୃଥିବୀକୁ ଦେଖୁଛୁ

ଏକଦା ମଣିଷ ଜାଣୁ ନ ଥିଲା ପୃଥିବୀ କେତେ ବଡ଼। ସେ ଜାଣୁଥିଲା କେବଳ ନିଜ ଗାଁ, ନଦୀ, ପାହାଡ଼, ଜଙ୍ଗଲ ଓ ଚାଷଭୂଇଁ । ତା’ପରେ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଏଇ ଭାରତରେ

ଦେବେନ୍ଦ୍ର କୁମାରଙ୍କ ଜୀବନ ସଂଘର୍ଷ ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କୁ ମାତ୍ର ୨ ବର୍ଷ ବୟସ ହୋଇଥିବାବେଳେ ତାଙ୍କ ମାତାପିତାଙ୍କ ଦେହାନ୍ତ ହୋଇଗଲା। ସେତେବେଳେ ଦେବେନ୍ଦ୍ରଙ୍କ ପାଖରେ ରହିଗଲା…

ସମୟ-ସମାଜ-ମଣିଷ

ଏହି ସଂସାରରେ ସମୟ, ସମାଜ ଏବଂ ମଣିଷ ଏହି ତିନୋଟି ଗୋଟିଏ ସୂତାରେ ବନ୍ଧା ହୋଇଥିବା ଫୁଲ ଭଳି। ସମୟ କାହାରିକୁ ଅପେକ୍ଷା କରେନାହିଁ। ଏହା ନିରନ୍ତର…

ବିଭାଜିତ ବିଶ୍ୱ ବ୍ୟବସ୍ଥା

ପଚିଶବର୍ଷ ପୂର୍ବେ, ପୃଥିବୀର ଗତିପଥ ବଦଳିଯାଇଥିଲା। ପ୍ରାୟ ନୂତନ ସହସ୍ରାବ୍ଦୀର ସେହି ପ୍ରାରମ୍ଭିକ ସମୟରେ ଆମେରିକା ଏବଂ ରୁଷିଆରେ ନୂଆ ରାଷ୍ଟ୍ରପତି କ୍ଷମତାକୁ ଆସିଥିଲେ। ହେଲେ ୧୧…

ଆର୍ଥିକ କ୍ଷମତା ଓ ପ୍ରତିଭା

ଭାରତ ଭଳି ବିକାଶଶୀଳ ଦେଶରେ ଶିକ୍ଷାକୁ ସର୍ବଦା ରାଷ୍ଟ୍ର ଗଠନର ସବୁଠାରୁ ବଡ଼ ମାଧ୍ୟମ ବୋଲି ବିଚାର କରାଯାଇଛି । ହେଲେ ବିଡମ୍ବନାର ବିଷୟ , ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?