ଏଇ ଭାରତରେ

ଭାରତରେ ବାଲ୍ୟବିବାହ ଓ ଭ୍ରୂଣହତ୍ୟାରେ ଆଗୁଆ ରାଜ୍ୟ ରାଜସ୍ଥାନରେ ଗୋଟିଏ ପରିବାରର ୫ ଭଉଣୀ ରାଜସ୍ଥାନ ପ୍ରଶାସନିକ ସେବା(ଆର୍‌ଏଏସ୍‌)ପରୀକ୍ଷାରେ ସଫଳ ହେବା ନଶ୍ଚିତ ଭାବେ ପ୍ରେରଣାଦାୟକ। ଅଭାବୀ ପରିବାରରେ କନ୍ୟାମାନେ ଶିକ୍ଷା ଦ୍ୱାରା ସଶକ୍ତ ହୋଇପାରନ୍ତି, ଏହା ପ୍ରମାଣସିଦ୍ଧ କରିଥିବା ୫ ଭଉଣୀ ହେଲେ ମଞ୍ଜୁ, ରୋମା, ଅଂଶୁ, ରିତୁ ଓ ସୁମନ। ଏମାନେ ରାଜସ୍ଥାନ ହନୁମାନଗଡ଼ ଜିଲା ଭେରୁଶାରି ଗାଁର ନିବାସୀ ସହଦେବ ଶହରାଣଙ୍କ କନ୍ୟା। ସହଦେବ ବୃତ୍ତିରେ ଜଣେ କୃଷକ। ତାଙ୍କ ସ୍ତ୍ରୀ ଲକ୍ଷ୍ମୀ ନିରକ୍ଷର ହେଲେ ବି ତାଙ୍କ ଯତ୍ନ ଓ ସହଦେବଙ୍କ ପ୍ରଚେଷ୍ଟା ସବୁ କନ୍ୟାଙ୍କୁ ଆର୍‌ଏଏସ୍‌ରେ ସଫଳ କରାଇଛି। ଚାଷର ସ୍ବଳ୍ପ ଆୟରେ ସବୁ ଝିଅଙ୍କୁ ପଢ଼ାଇବା କଷ୍ଟକର ହୋଇଥିଲେ ମଧ୍ୟ ସହଦେବ ପଛକୁ ହଟି ନ ଥିଲେ। ନିଜେ ସେମାନଙ୍କୁ ପିଲାଦିନେ ପଢ଼ାଇ ଥିଲେ। ପରେ ସେମାନେ ଉଚ୍ଚଶିକ୍ଷା ଲାଭ କରିଥିଲେ। ପ୍ରଥମେ ୨୦୧୦ରେ ରୋମା ଆର୍‌ଏଏସ୍‌ରେ ସଫଳ ହେବା ପରେ ୨୦୧୭ରେ ମଞ୍ଜୁ କୃତକାର୍ଯ୍ୟ ହୋଇଥିଲେ। ପରେ ଅଂଶୁ, ରିତୁ ଓ ସୁମନ ୨୦୧୭ରେ ଆର୍‌ଏଏସ୍‌ ପାଇଥିଲେ। ଅନ୍ୟ ପିଲାମାନେ କିଭଳି ସିଭିଲ୍‌ ସର୍ଭିସରେ କୃତକାର୍ଯ୍ୟ ହୋଇପାରିବେ ସେଥିପାଇଁ ସେମାନେ ପହଲ ଏକାଡେମୀ ନାମକ ଏକ ଅନ୍‌ଲାଇନ ପ୍ଲାଟ୍‌ଫର୍ମ ମାଧ୍ୟମରେ କୋଚିଂ ଦେବାର ବ୍ୟବସ୍ଥା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ଓଟ ଉପରେ ବରଫ

ଓଟକୁ ମରୁଭୂମିର ଜାହାଜ ବୋଲି କୁହାଯାଏ। ବିସ୍ତୀର୍ଣ୍ଣ ବାଲୁକା ଉପରେ ଏହି ପ୍ରାଣୀ ମାଇଲ ମାଇଲ ଯାଉଥିବାର ଦୃଶ୍ୟ ଆଖିରେ ଯେଉଁମାନେ ଦେଖି ନ ଥିବେ...

ଏଇ ଭାରତରେ

ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ର ଜଣେ ପୂର୍ୱତନ ଅଧିକାରୀ ଉତ୍କୃଷ୍ଟ ପାଣ୍ଡେ। ଜୈବିକ ପଦ୍ଧତିରେ ସେ ହଳଦୀ ଏବଂ ଧାନଚାଷ କରି ବିହନ ସଂରକ୍ଷଣ କରୁଛନ୍ତି। ଉତ୍ତରପ୍ରଦେଶ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri