ଏଇ ଭାରତରେ

ସେବା ଲାଗି ଡାକ୍ତରଙ୍କୁ ଦ୍ୱିତୀୟ ଭଗବାନ କୁହାଯାଏ, ଯାହାର ବାସ୍ତବତା ପ୍ରତିପାଦିତ କରୁଛନ୍ତି ପଶ୍ଚିମବଙ୍ଗ ସୁନ୍ଦରବନର ଡା. ଫାରୁକ୍‌ ହୁସେନ। ଫାରୁକ୍‌ ଗରିବ ଲୋକଙ୍କ ଚିକିତ୍ସା କରିବା ଲାଗି ସରକାରୀ ଚାକିରି ଛାଡ଼ି ଦେଇଛନ୍ତି। ବିନା ଦେୟରେ ସେ ଲୋକଙ୍କ ଚିକିତ୍ସା ଜାରି ରଖିଛନ୍ତି। ସେଥିପାଇଁ ଲୋକେ ତାଙ୍କୁ ‘ବିନା ପଇସାର ଡାକ୍ତର’ ବୋଲି ସମ୍ବୋଧନ କରୁଛନ୍ତି। ଗରିବ ପରିବାରରେ ଜନ୍ମିତ ଫାରୁକ୍‌ ଲୋକମାନଙ୍କ ଦୁର୍ଦ୍ଦଶା ଦେଖି ସେମାନଙ୍କ ସେବା କରିବା ପାଇଁ ପିଲାଦିନରୁ ଲକ୍ଷ୍ୟ ରଖିଥିଲେ। ପରେ ଡାକ୍ତରୀ ପଢ଼ି ସରକାରୀ ଚାକିରି କରିଥିଲେ । ୨୦୧୪ରେ ଚାକିରି ଛାଡ଼ି ଦେଇ ଲୋକଙ୍କ ସେବା କରିବାରେ ଲାଗିଛନ୍ତି। କେବଳ ଏତିକି ନୁହେଁ ଫାରୁକ୍‌ ତାଙ୍କ ଗାଁର କିଛି ଯୁବକଙ୍କ ସହାୟତାରେ ‘ନବ ଦିଗନ୍ତ’ଏନ୍‌ଜିଓ ଗଠନ କରିଛନ୍ତି। ଉକ୍ତ ଏନ୍‌ଜିଓ ମାଧ୍ୟମରେ ସେ ଏକ ସ୍କୁଲ ବି ଖୋଲିଛନ୍ତି। ସୁନ୍ଦରବନ ଅଞ୍ଚଳରେ ମହିଳା ଓ ଝିଅମାନଙ୍କୁ ମାଗଣାରେ ସାନିଟାରି ନାପ୍‌କିନ ବାଣ୍ଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀକ୍‌ ଓ ଭାରତୀୟ ନାଟ୍ୟକଳାରେ ବିବିଧତା

ଚୀନ ଗ୍ରୀସ୍‌ ଓ ଭାରତର ନାଟ୍ୟକଳା ଭଳି ଦୁଇଟି ମହାନ୍‌ ଶାସ୍ତ୍ରୀୟ ପରମ୍ପରା ମାଧ୍ୟମରେ ନାଟ୍ୟକଳାର ଇତିହାସ ପ୍ରାୟତଃ ବର୍ଣ୍ଣନା କରାଯାଏ। ଉଭୟ ପରମ୍ପରା କାହାଣୀ, ଅଭିନୟ,…

ପ୍ରତିଶୋଧର ଖଡ୍ଗ

ନ୍ୟାୟର ନିକିତିରେ ଯେତେବେଳେ ଅପଳାପର ଗରଳ ମିଶିଯାଏ, ସେତେବେଳେ ଆଇନର ଆଶ୍ରୟ ଅବିଚାରର ଆୟୁଧରେ ପରିଣତ ହୁଏ। ବୋହୂ ନିର୍ଯାତନାକୁ ପ୍ରତିହତ କରିବା ନିମନ୍ତେ ପ୍ରଣୀତ ଭାରତୀୟ…

ଅସରପା ଆଉ ଅଟୋକ୍ରାସି

କକ୍‌ରୋଚ୍‌ ଜନତା ପାର୍ଟି ଏକ ଥଟ୍ଟାଳିଆ ନାମକରଣ ବୋଲି ଭାବିଥିବା ପାଠକମାନଙ୍କୁ ଏବଂ ହିନ୍ଦୁତ୍ୱରେ ବୁଡିରହିଥିବା ପାଠକମାନଙ୍କୁ କ୍ଷମା ମାଗି ମୁଁ ଗୀତାର ଜଣାଶୁଣା ଉକ୍ତିକୁ ରୂପାନ୍ତର…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ଏଇ ଭାରତରେ

ଚାକିରିରୁ ଅବସରନେବା ପରେ ବିଶ୍ରାମ ସମୟକୁ ଅନେକେ ସମାଜ ସେବାରେ ଲଗାଇବାର ଉଦାହରଣ ଦେଖିବାକୁ ମିଳେ, ଯାହାଙ୍କ ମଧ୍ୟରୁ ବେଙ୍ଗାଲୁରୁର କ୍ୟାପ୍‌ଟେନ ସନ୍ତୋଷ କୁମାର ଅନ୍ୟତମ। ସେନା…

ଭିଆଇପି ପରମ୍ପରା

ଭିଆଇପି ପରମ୍ପରା ଅତ୍ୟନ୍ତ ଅଶୋଭନୀୟ ଓ ଅରୁଚିକର ପରିସ୍ଥିତି ସୃଷ୍ଟି କରିଥାଏ। ଭିଆଇପିମାନଙ୍କ ପାଇଁ ଆୟୋଜକଙ୍କ କେବଳ ସମୟ ଓ ସମ୍ବଳର ଅପଚୟ ହୁଏ ତାହା ନୁହେଁ,…

ସ୍ବାଭିମାନର ଅନନ୍ୟ ଆଭା

ମାଟିର ସୁକନ୍ୟା ନନ୍ଦିନୀ ଶତପଥୀ। ନାରୀ ଅସ୍ମିତାର ଏକ ତେଜୋଦୀପ୍ତ ସ୍ବର। ତାଙ୍କ ଦେଶପ୍ରେମ, ନିର୍ଭୀକତା, ସାହସିକତା ଓ ବେସାଲିସପଣକୁ ନେଇ ଗଢ଼ିଉଠିଛି ଅନେକ କଥା, କାହାଣୀ…

ଗୋପରେ ବଢୁଛି ବିକଳ୍ପ

ପରିବର୍ତ୍ତନ କେବେହେଲେ ଡେଙ୍ଗୁରାପିଟି ଆସେନାହିଁ। ଜନ ଆନ୍ଦୋଳନ ଆରମ୍ଭ ହେଲେ ସେହି ପରିବର୍ତ୍ତନ ଜୁଆର ଭଳି ମାଡ଼ିଆସେ। ଆଜି ଭାରତବର୍ଷରେ ଏକ ଭିନ୍ନ ଏବଂ ପରିବର୍ତ୍ତିତ ଛବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri