ଏଇ ଭାରତରେ

ନିଜେ ସ୍ବାବଲମ୍ବୀ ହୋଇ ଅନ୍ୟମାନଙ୍କୁ ଜୀବିକା ଯୋଗାଇବାରେ ଜୀବନ ସାର୍ଥକ ହୁଏ ବୋଲି ଉପଲବ୍ଧି କରିଛନ୍ତି ମଧ୍ୟପ୍ରଦେଶର ପ୍ରତିଭା ତିଓ୍ବାରୀ। ସେ ଭୋପାଳରେ ଅନେକ ବର୍ଷ ଗଣିତ ଶିକ୍ଷକ ଭାବେ କାର୍ଯ୍ୟକରିବା ପରେ ଜୈବିକ କୃଷିକୁ ଆପଣାଇଥିଲେ। ପ୍ରତିଭା ଚାକିରି ଛାଡ଼ିବା ପରେ ରାଜ୍ୟ ସରକାରଙ୍କ କୃଷିବିଭାଗ ଦ୍ୱାରା ଆୟୋଜିତ ଜୈବିକ କୃଷି ସମ୍ପର୍କରେ ପ୍ରଶିକ୍ଷଣ ନେବା ପରେ ୨୦୧୬ରେ ଚାଷ ଆରମ୍ଭ କରିଥିଲେ। ଏବେ ସେ ଜୈବିକ କୃଷି ଉପତ୍ାଦରୁ ଜୈବିକ ଖାଦ୍ୟ ପ୍ରସ୍ତୁତ କରି ଅନେକ କୋଟି ଟଙ୍କାର ବିଜ୍‌ନେସ ଚଳାଉଛନ୍ତି। ‘ଭୂମିକା ଅର୍ଗାନିକ୍ସ’ ନାମରେ ଫୁଡ୍‌ ବ୍ରାଣ୍ଡ ଆରମ୍ଭ କରି ୭୦ ପ୍ରକାର ଉପତ୍ାଦ ଭୋପାଳ, ଦିଲ୍ଲୀ ଓ ମୁମ୍ବାଇରେ ବିକ୍ରି କରୁଛନ୍ତି। ବଡ଼କଥା ହେଉଛି, ସେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ମହାରାଷ୍ଟ୍ରରେ ପାଖାପାଖି ୧୨୦୦ କୃଷକଙ୍କୁ ଜୈବିକ କୃଷି ସହ ଯୋଡ଼ି ସେମାନଙ୍କ ଆୟ ୨ ଗୁଣ ବୃଦ୍ଧି କରିପାରିଛନ୍ତି। ପ୍ରତିଭା କୃଷକମାନଙ୍କ ଉପତ୍ାଦକୁ ବିନା ମଧ୍ୟସ୍ଥରେ ସଂଗ୍ରହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ଜଣାଇବ ‘ଫାଇବ୍ରୋ ସ୍କାନ୍‌’

ବର୍ଷାଋତୁରେ ଲିଭର ସମ୍ବନ୍ଧୀୟ ବଡ଼ ସମସ୍ୟା କାରକ ରୋଗଗୁଡ଼ିକ ହେଉଛି ‘ଜଣ୍ଡିସ୍‌’, ‘ଡେଙ୍ଗୁ’, ‘ଝାଡ଼ାବାନ୍ତି’ ଇତ୍ୟାଦି। ତେବେ ଏସବୁଠାରୁ ବଡ଼ ଗୁରୁତ୍ୱପୂର୍ଣ୍ଣ ହେଉଛି ଅନେକଙ୍କ କ୍ଷେତ୍ରରେ ପେଟ…

ଯେଉଁ ଅନ୍ଧକାରର ଅବସାନ ନାହିଁ

ଆମ ଦେଶରେ କେତେକ ଘଟଣା ବର୍ତ୍ତମାନର ପ୍ରବାହରେ ଘଟିଚାଲିଛି ଯାହାର ଅନ୍ତ ଘଟୁନାହିଁ। ଆମେ କାଳର ହିସାବ ରଖନ୍ତି ନାହିଁ। ଯେପରି ଆଜି ପରେ କାଲି, ବିଂଶଶତାବ୍ଦୀ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଏଇ ଭାରତରେ

ଜଣେ ବ୍ୟକ୍ତିଙ୍କ ଦୃଢ଼ ଇଚ୍ଛାଶକ୍ତି ତାଙ୍କୁ ନୂତନତ୍ୱ ସନ୍ଧାନର ପଥ ଦେଖାଏ ଏବଂ ଲକ୍ଷ୍ୟ ହାସଲ କରିବାରେ ସହାୟକ ହୋଇଥାଏ। ଏମିତି ଜଣେ ବ୍ୟକ୍ତି ହେଉଛନ୍ତି ଗୁଜରାଟର…

ମଶାରି ମଶା

ମଣିଷ କୁଆଡେ ସମୟର ଦାସ। ଏ କଥା କହନ୍ତି ସଭିଏଁ। ବୋଧହୁଏ ସମୟ ସୁଅରେ ସେଇ ଉକ୍ତିରେ ସାମାନ୍ୟ ବ୍ୟତିକ୍ରମ ହେଲା ଭଳିଆ ଛୋଟିଆ ଅନୁଭବଟେ କାହିଁକି…

ଜୁଆଙ୍ଗ ଯୁବତୀଙ୍କ ଜଳନ୍ତା ଜୁଇ

କିଛିଦିନ ହେଲାଣି ଅରୁଚିକର ଖବରମାନଙ୍କର ଶୋଭାଯାତ୍ରାରେ ଓଡ଼ିଶାବାସୀ ବ୍ୟଥିତ-ଭାବପ୍ରବଣ ଓଡ଼ିଆଙ୍କ ପାଇଁ ଅନେକ ଚିନ୍ତାର କାରଣ ପାଲଟିଛି। ଜୁନ୍‌ ଏକୋଇଶରେ ତାମିଲନାଡୁର ଚିଙ୍ଗୁଡ଼ି ପ୍ରସ୍ତୁତୀକରଣ କାରଖାନାରେ ହୋଇଥିବା…

ଇସ୍ରୋ ସଙ୍କଟ

ଘରୋଇ ମହାକାଶ ଗବେଷଣା କ୍ଷେତ୍ରରେ ଭାରତକୁ ୧୮ ଜୁଲାଇରେ ବଡ଼ ସଫଳତା ମିଳିଛି । ହାଇଦ୍ରାବାଦର ବେସରକାରୀ ମହାକାଶ ସଂସ୍ଥା ସ୍କାଏରୁଟ୍‌ ଏରୋସ୍ପେସ୍‌ ଶ୍ରୀହରିକୋଟାସ୍ଥିତ ସତୀଶ ଧାବନ…

ଏଇ ଭାରତରେ

ଏମ୍‌. ନାଗରାଜୈହ ବେଙ୍ଗାଲୁରୁର ବସ୍ତିରେ ରହୁଥିବା ପିଲାଙ୍କ ଭବିଷ୍ୟତ ଗଢ଼ିବା ଲାଗି ଚେଷ୍ଟା ଜାରି ରଖିଛନ୍ତି। ସେ ଅଧାରୁ ପାଠ ଛାଡ଼ିଦେଇଥିବା ଏବଂ ଶିଶୁ ଶ୍ରମିକ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri