ଏଇ ଭାରତରେ

ଲୁହାକୁ ଯେତେ ପିଟିବ ତାହା ସେତେ ମଜଭୁତ ହେବ- ଏହି କଥାଟିକୁ ସେହି ମହିଳା ଜଣକ ବାରମ୍ବାର ଦୋହରାନ୍ତି ଯିଏ କି ପିଲାଦିନରୁ ପ୍ରତିକୂଳ ପରିସ୍ଥିତିକୁ ସାମ୍‌ନା କରି ବେଶ୍‌ ମଜଭୁତ ହୋଇପାରିଛନ୍ତି। ଏହି ମହିଳା ଜଣକ ହେଉଛନ୍ତି ପଶ୍ଚିମବଙ୍ଗର ୨୬ ବର୍ଷୀୟା ନସିମା ଗେନ୍‌। ନସିମାଙ୍କୁ ୧୩ ବର୍ଷ ହୋଇଥିବାବେଳେ ତାଙ୍କ ପରିବାରର ଜଣେ ବନ୍ଧୁ ତାଙ୍କୁ ବିକ୍ରି କରିଦେଇଥିଲେ। ବିହାରରେ ତାଙ୍କୁ ହାଉସମେଡ୍‌ ଭାବେ କାମ କରିବାକୁ ପଡ଼ିଥିତ୍ଲା। ପରେ ତାଙ୍କ ପରିବାର ତାଙ୍କୁ ଉଦ୍ଧାର କରିଥିଲା। ନସିମା ଆଜି ମାନବ ଚାଲାଣ ବିରୋଧରେ ସଂଗ୍ରାମ ଜାରି ରଖିଛନ୍ତି ଓ ବିକ୍ରି କରିଦିଆଯାଇଥିବା ପୀଡ଼ିତାଙ୍କୁ ଉଦ୍ଧାର କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ କରୁଛନ୍ତି। ସେ ୨୦୧୬ରେ ଉତ୍‌ଥାନ କଲେକ୍‌ଟିଭ ସଂସ୍ଥା ଗଢ଼ିବା ପରେ ୨୦୧୯ରେ ସମାନ ବିଚାରଧାରାର ସଂସ୍ଥାଗୁଡ଼ିକୁ ନେଇ ଇଣ୍ଡିଆନ ଲିଡରଶିପ୍‌ ଫୋରମ ଏଗ୍ନେଷ୍ଟ ଟ୍ରାଫିକିଙ୍ଗ ଗଠନ କରିଥିଲେ। ଏବେ ଏହି ସଂସ୍ଥାରେ ୪, ୫୦୦ ସଦସ୍ୟ ଅଛନ୍ତି। ନସିମା ଏବେ ସୁଦ୍ଧା ୪,୦୦୦ ପୀଡ଼ିତାଙ୍କୁ ଉଦ୍ଧାର କରି ସେମାନଙ୍କୁ ନୂଆ ଜୀବନ ଓ ଜୀବିକାର ରାସ୍ତା ଦେଖାଇଛନ୍ତି। ସେମାନଙ୍କ ପାଇଁ ବିଭିନ୍ନ ପ୍ରଶିକ୍ଷଣ ବ୍ୟବସ୍ଥା ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

ମଣିଷ ହେବା ଏଥର

ଧନୀ ଲୋକଟିଏ ଥିଲା। କପଟ ଓ ଛଳନାକରି ତା’ର ବ୍ୟବସାୟ ଚଲେଇଥିଲା। ଖୁବ୍‌ କମ୍‌ ଦିନ ଭିତରେ ସେ ବିପୁଳ ସମ୍ପତ୍ତି ଅର୍ଜନକଲେ। ଲୋକେ କହିଲେ ଦୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri