ଏଇ ଭାରତରେ

ଅଭ୍ୟାସ ବଳରେ ଜଣେ ଯେ କୌଣସି କାର୍ଯ୍ୟରେ ଦକ୍ଷ ହୋଇପାରନ୍ତି, ଯାହା ପ୍ରମାଣ କରିଛନ୍ତି ହାଇଦ୍ରାବାଦ୍‌ର ଅର୍ପିତା ରାୟ। ସେ ଦୁଇ ଗୋଡ଼ ହରାଇ ଗୋଟିଏ ସମୟରେ ଚାଲିପାରୁ ନ ଥିଲେ। ହେଲେ ଯୋଗାସନ ଅଭ୍ୟାସ କରି ଏବେ ସେ ଜଣେ ସଫଳ ଯୋଗ ପ୍ରଶିକ୍ଷକ ହୋଇପାରିଛନ୍ତି। ପାଖାପାଖି ୧୭ ବର୍ଷ ପୂର୍ବରୁ ଅର୍ପିତା ଏକ ବାଇକ୍‌ ଦୁର୍ଘଟଣାରେ ଗୁରୁତର ଆହତ ହେବା ପରେ ତାଙ୍କ ଚିକିତ୍ସା କରାଯାଇଥିଲା। ସେ ସୁସ୍ଥ ହୋଇଥିଲେ ସତ କିନ୍ତୁ ଦୁଇ ଗୋଡ଼ ହରାଇଥିଲେ। ସେତେବେଳେ ତାଙ୍କ ବୟସ ଥିଲା ମାତ୍ର ୨୦ ଓ କଲେଜ ଛାତ୍ରୀ ଥିଲେ ଏବଂ ତାଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ପରେ କୃତ୍ରିମ ଗୋଡ଼ ଲଗାଇ ଚାଲିବାକୁ ସକ୍ଷମ ହୋଇଥିଲେ ଓ ପଢ଼ା ଜାରି ରଖିଥିଲେ। ଏହି ଅବସ୍ଥାରେ ସେ ଆମତ୍ନିର୍ଭର ହେବାଲାଗି ଚାକିରି କରିଥିଲେ। ରୋଜଗାର ସହ ଯୋଗାଭ୍ୟାସ ଆରମ୍ଭ କରିଥିଲେ। ଏବେ ସେ ଯୋଗ ପ୍ରଶିକ୍ଷକ ଭାବେ ଉଭୟ ଅଫ୍‌ଲାଇନ ଓ ଅନ୍‌ଲାଇନରେ ଯୋଗ ଶିଖାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା: ଏକ ସୁଯୋଗ

ଯଦିଓ ଆମର ଜ୍ଞାନୀଗୁଣୀଜନ ପ୍ରତ୍ୟେକ ମଣିଷର ବଳକୁ ଶତସିଂହର ବଳ ସହ ତୁଳନା କରିଛନ୍ତି, କିନ୍ତୁ ସ୍ଥଳବିଶେଷରେ ଦେଖୁ ହାରାହାରି ଚିନ୍ତନ କରିପାରୁଥିବା ବା କ୍ଷମତା ରଖୁଥିବା…

ଆର୍ଦ୍ରଭୂମିର ଗୁରୁତ୍ୱ ଓ ସଂରକ୍ଷଣ

ଜଳ ଆମ ଗ୍ରହର ୭୧ ଶତାଂଶ ଅଞ୍ଚଳକୁ ଆଚ୍ଛାଦିତ କରେ ଏବଂ ନଦନଦୀ, ହ୍ରଦ, ପୁଷ୍କରିଣୀଠାରୁ ସମୁଦ୍ର ପରି ବିଭିନ୍ନ ଉତ୍ସରେ ଉପଲବ୍ଧ ହୋଇ ଜଳୀୟ ପରିସଂସ୍ଥାକୁ…

ନେତାଙ୍କୁ ଅନୁସରଣ

ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦବୀ ଛାଡ଼ି ରାଜ୍ୟ ସଭାକୁ ଯିବା ପରେ ବିହାରର ବରିଷ୍ଠ ବାବୁମାନଙ୍କ ଏକ ଦଳ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଡେପୁଟେଶନରେ ଯାଇପାରନ୍ତି ବୋଲି…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri