ଏଇ ଭାରତରେ

ସେବାର ମୂଲ୍ୟ ବୁଝିଥିବା ଜଣେ ଡାକ୍ତର ଓ ତାଙ୍କ ସ୍ତ୍ରୀ ଉତ୍ତରପୂର୍ବାଞ୍ଚଳର ଗ୍ରାମୀଣ ଅଞ୍ଚଳରେ ସୁବିଧାରେ ସ୍ବାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି। ଏହି ଦମ୍ପତି ହେଉଛନ୍ତି ସେନାର ପୂର୍ବତନ ଡାକ୍ତର ସୁନୀଲ କୌଲ ଏବଂ ଜେନିଫର୍‌ ଲିଆଙ୍ଗ। ସେମାନେ ମୁଖ୍ୟତଃ ମାନସିକ ରୋଗୀମାନଙ୍କୁ ଶସ୍ତାରେ ଚିକିତ୍ସା ଯୋଗାଇ ଦେଉଛନ୍ତି। ପ୍ରଥମେ ଉକ୍ତ ଦମ୍ପତି ୨୦୦୦ରେ ଗାନ୍ଧିବାଦୀ ସ୍ବର୍ଗତ ରବୀନ୍ଦ୍ରନାଥ ଉପାଧ୍ୟାୟଙ୍କ ସହଯୋଗରେ ଉତ୍ତରପୂର୍ବାଞ୍ଚଳର ଦୁର୍ଗମ ଗାଁରେ ସେବା ଆରମ୍ଭ କରିଥିଲେ। ଏବେ ଆସାମର ୧୩ ଜିଲାର ୨୦ଟି ସ୍ଥାନରେ ଚିକିତ୍ସା ଯୋଗାଇ ଦେଉଛନ୍ତି। ଏହା ବ୍ୟତୀତ ମେଘାଳୟ ଓ ପଶ୍ଚିମବଙ୍ଗର ରୋଗୀମାନେ ବି ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ସେ ମେଣ୍ଟାଲ ଇଲ୍‌ନେସ ଟ୍ରିଟ୍‌ମେଣ୍ଟ ଆଲିଆନ୍ସ(ଏମ୍‌ଆଇଟିଏ) ଏନ୍‌ଜିଓ ଗଠନ କରିଛନ୍ତି। ଏହି ଅଭିଯାନରେ ଅନେକ ଡାକ୍ତର ବି ଯୋଡ଼ି ହୋଇଛନ୍ତି। ଏବେ ୪,୦୦୦ ଲୋକ ସେମାନଙ୍କ ଚିକିତ୍ସାରୁ ଉପକୃତ ହେଉଛନ୍ତି, ଯେଉଁମାନେ ଚିକିତ୍ସା, ଓଷଧ ବାବଦରେ ମାତ୍ର ମାସକୁ ୩୦୦ଟଙ୍କା ଦେଉଛନ୍ତି। ଏମାନଙ୍କୁ ଛାଡ଼ିଦେଲେ ବହୁ ଲୋକଙ୍କୁ ମାଗଣାରେ ଚିକିତ୍ସା ଓ ଓଷଧ ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସୁନ୍ଦରବନର ହେନ୍ତାଳବନରେ ମହୁ ସଂଗ୍ରହ କରିବାକୁ ଯାଇ ଅନେକ ପୁରୁଷ ବାଘ ଆକ୍ରମଣ ଯୋଗୁ ମୃତ୍ୟୁମୁଖରେ ପଡ଼ନ୍ତି। ଏହିସବୁ ମୃତ ପୁରୁଷଙ୍କ ବିଧବା ସ୍ତ୍ରୀଙ୍କୁ କୁହାଯାଉଛି...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

ଯଥାର୍ଥ ଦାନ

ଅଭିରାମ ବାବୁ ଜଗନ୍ନାଥଙ୍କର ଜଣେ ପରମ ଭକ୍ତ। ସେଥିପାଇଁ ସେ ଜଗନ୍ନାଥ ସଂସ୍କୃତିକୁ ସମ୍ମାନ ଜଣାଇଥାନ୍ତି। ତାଙ୍କର ପୁଅ ଯୋଗେଶ ସ୍କୁଲ ଛାତ୍ର। ସେ ବାପାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri