ଏଇ ଭାରତରେ

ଉତ୍ତରପ୍ରଦେଶର ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇବା ପରେ ପ୍ରକାଶିତ ଫଳାଫଳରେ ବୋର୍ଡ ଅଧିକାରୀଙ୍କ ଏକ ଅବହେଳା ସାମ୍ନାକୁ ଆସିଛି। ୯୪ ପ୍ରତିଶତ ପାଇଥିବା ଜଣେ ଛାତ୍ରୀଙ୍କୁ ପ୍ରାକ୍ଟିକାଲରେ ୩୦ ପରିବର୍ତ୍ତେ ୩ ନମ୍ବର ଦିଆଯାଇଛି। ଫଳରେ ସେ ଫେଲ ହୋଇଛନ୍ତି। ଉକ୍ତ ଘଟଣା ଘଟିଛି ଆମେଠି ଜିଲାରେ। ଉତ୍ତରପ୍ରଦେଶ ବୋର୍ଡର ହାଇସ୍କୁଲ ଫଳାଫଳ ପ୍ରକାଶ ପାଇବା ପରେ ଆମେଠି ସହରର ଶିବ ପ୍ରତାପ ଇଣ୍ଟର କଲେଜର ହାଇସ୍କୁଲ ଛାତ୍ରୀ ଭାବନା ବର୍ମା ଏଭଳି ଅବହେଳାର ଶିକାର ହୋଇଛନ୍ତି। ଏନେଇ ଛାତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇ ନ୍ୟାୟ ପାଇଁ ତଦନ୍ତ ଦାବି କରିଛନ୍ତି। ଉକ୍ତ ଘଟଣା ଉପରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ମହେନ୍ଦ୍ର ଦେବ କହିଛନ୍ତି, ଟାଇପିଂ ତ୍ରୁଟି ଯୋଗୁ ଏହା ଘଟିଛି। ସେ କହିଛନ୍ତି, ପ୍ରାକ୍ଟିକାଲ ମାର୍କ ଆଧାରରେ ଛାତ୍ରୀଙ୍କ ଫଳାଫଳ ପୁଣି ଥରେ ପ୍ରସ୍ତୁତ କରାଯିବ। ତେବେ ବୋର୍ଡର ଏଭଳି ଅବହେଳା ଯୋଗୁ ଛାତ୍ରୀ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ନିଷ୍ପ୍ରଭ ହେଉଛି ସାମୁଦ୍ରିକ ପ୍ରାଣୀଙ୍କ ଧ୍ୱନି

କଥାବାର୍ତ୍ତା ବା ଭାବର ଆଦାନପ୍ରଦାନ ଆବହମାନ ସମୟରୁ ରହିଆସିଛି। ଏ ସୃଷ୍ଟିର ବଡ଼ ବୈଚିତ୍ରତା ହେଉଛି ମଣିଷଠାରୁ ଜୀବଜଗତ, କୀଟପତଙ୍ଗ ସମସ୍ତଙ୍କର ଏହି ଧ୍ୱନି ପ୍ରକରଣ ଯେତିକି…

ଆମ ତୃଷ୍ଣାର କ’ଣ ବିକଳ୍ପ ନାହିଁ

ସାମାଜିକ ଗଣମାଧ୍ୟମର ଭିଡିଓ କ୍ଲିପ୍‌ ଦେଖୁଦେଖୁ ମୋର ନଜର ପଡ଼ିଲା ମଦଜନିତ ବିଶେଷ ଖବର ଉପରେ। ଜିଲା ପ୍ରଶାସନିକ ମୁଖ୍ୟ ଅର୍ଥାତ୍‌ ଜିଲାପାଳମାନେ ବି କେଡ଼େ କୌତୁକିଆ…

ସଂସ୍କୃତିର ଅନ୍ୟ ନାମ ସ୍ବଚ୍ଛତା

ଜାପାନୀ ଭାଷାରେ ଅଛି-‘ଟାଟ୍‌ସୁ ଟୋରି ଏଟୋ ଓ୍ବ ନିଗୋସାଜୁ’। ଏହାର ଆକ୍ଷରିକ ଇଂଲିଶ୍‌ ଅନୁବାଦ କଲେ ହେବ-‘ଏ ବାର୍ଡ ଲିଭ୍‌ସ ନଥିଂ ବିହାଇଣ୍ଡ’। ଓଡ଼ିଆରେ ଏହାକୁ କୁହାଯାଇପାରେ-‘ପକ୍ଷୀ…

ଏଇ ଭାରତରେ

ପିଲା ପାଠ ପଢ଼ିବା ସହ ମାଟି ପରୀକ୍ଷାର ଟେକ୍‌ନିକ ଶିଖୁଛନ୍ତି ପୁଣେ ଦୀପ ଗୃହ ଏକାଡେମୀରେ । ସେମାନେ ମାଟି ପରୀକ୍ଷା କୌଶଳ ଶିକ୍ଷା କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ । ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ଧାର୍ମିକ ଦୁର୍ନୀତି

ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମ ଜନ୍ମଭୂମି ବାବ୍ରୀ ମସ୍‌ଜିଦ୍‌ ବିବାଦରେ ସମାଧାନ ଘଟିବା ପରେ ସେହି ସ୍ଥାନରେ ଶ୍ରୀରାମ ମନ୍ଦିର ସ୍ଥାପନ ହୋଇ ୨୨ ଜାନୁଆରୀ ୨୦୨୪ରେ ରାମଲାଲାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri