ଏଇ ଭାରତରେ

ତିନି ବନ୍ଧୁ ଗ୍ରାମୀଣ ଅଞ୍ଚଳର ରୋଗୀମାନଙ୍କୁ ମାତ୍ର ୧ ଟଙ୍କାରେ ଇ-କ୍ଲିନିକ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା କରିଛନ୍ତି। ଆଙ୍କାଶ ଟଣ୍ଡନ ଏବଂ ତାଙ୍କର ଦୁଇ ବନ୍ଧୁ ସକେତ ଆସତି ଓ ଅଙ୍କୁର ଚୌରାସିଆ ଡିଗିକ୍ୟୁରେ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହି ସେବା ଯୋଗାଇ ଦେଉଛନ୍ତି। ଉକ୍ତ ଷ୍ଟାର୍ଟଅପ୍‌କୁ ସେମାନେ ୨୦୨୦ରେ ପ୍ରତିଷ୍ଠା କରିଥିଲେ। ସେ ଟେଲିକନ୍‌ସଲଟେଶନ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାରେ ରୋଗୀମାନଙ୍କୁ ସାହାଯ୍ୟ କରୁଛନ୍ତି । ଏଥିପାଇଁ ଲୋକମାନଙ୍କୁ ସକ୍ଷମ କାର୍ଡ ଦିଆଯାଉଛି, ଯାହାଦ୍ୱାରା ସେମାନେ ଏହି ସେବା ପାଉଛନ୍ତି। ଏ ପର୍ଯ୍ୟନ୍ତ ତିନିବନ୍ଧୁ ମଧ୍ୟପ୍ରଦେଶର ୨୦,୦୦୦ ଲୋକଙ୍କୁ ଏହି ସେବା ଯୋଗାଇ ଦେଇସାରିଲେଣି। ସେମାନେ ଲୋକମାନଙ୍କୁ ବି ଡିଜିଟାଲ ପ୍ରେସ୍‌କ୍ରିପଶନ ଏବଂ ଲାବ୍‌ ଟେଷ୍ଟ ସର୍ଭିସ ମଧ୍ୟ ଯୋଗାଇ ଦେଉଛନ୍ତି । ଏପରି କି ଆବଶ୍ୟକ ପଡ଼ିଲେ ରୋଗୀଙ୍କୁ ତାଙ୍କ ସହଭାଗୀ ହସ୍ପିିଟାଲକୁ ପଠାଇବାର ବ୍ୟବସ୍ଥା କରୁଛନ୍ତି । ୩୬୫ ଟଙ୍କା ଦେଲେ ଲୋକେ ବର୍ଷସାରା ଡାକ୍ତରଙ୍କ ପରାମର୍ଶ ନେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଡିଗିକ୍ୟୁରେ ୧୦ ହସ୍ପିଟାଲର ୬୦ ଜଣ ଡାକ୍ତର ଯୋଡି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଟ୍ରେନ୍‌ରେ ଏକ ଭ୍ରାମ୍ୟମାଣ ହସ୍ପିଟାଲ ବିଭିନ୍ନ ଷ୍ଟେଶନକୁ ଯାଇ ରୋଗୀଙ୍କ ଚିକିତ୍ସା କରୁଛି। ଏହା ମହାରାଷ୍ଟ୍ରର ଭୁଶାଓ୍ବାଲ ରେଲଓ୍ବେ ଡିଭିଜନର ଚେଷ୍ଟା ଯୋଗୁ ସମ୍ଭବ ହୋଇଛି। ଜାନୁଆରୀ…

ଆଚରଣ-ଉଚ୍ଚାରଣରେ ପ୍ରଭେଦ

ମାନବ ସଭ୍ୟତା ଓ ସଂସ୍କୃତିର ମୂଳଦୁଆ ହେଉଛି ନୈତିକତା, ସହନଶୀଳତା ଏବଂ ସଦ୍‌ଭାବନା। ଏକ ସୁସ୍ଥ ସମାଜ ଗଠନ ପାଇଁ ମଣିଷର କଥା ଓ କାର୍ଯ୍ୟ ମଧ୍ୟରେ…

ଦୋଷ କୁମ୍ଭାରର ନା ମାଟିର

ହଁ ହଁ ସମୁଦୀ। ଇଏ ମୋ ପୁଅ। ଏକୋଇର ବଳା ବିଶିକେଶନ। ଜନମରୁ ଗେହ୍ଲା। ଅଧିକ ସ୍ନେହ ଦେଇ ବଢ଼େଇଛି। ଦିନେ ବି ମୋ ଗାଉଁଲି ଗାଁକୁ…

ଜନସାଂଖ୍ୟିକ ପରିବର୍ତ୍ତନ ଓ ଅର୍ଥନୀତି

ହ୍ରାସ ପାଉଥିବା ଜନ୍ମହାର ଏବଂ ବୃଦ୍ଧି ପାଉଥିବା ଆୟୁଷ ଜନସାଂଖି୍ୟକ ପରିବର୍ତ୍ତନକୁ ସୂଚିତ କରିଛି। ବିଶ୍ୱସ୍ତରରେ ଗତ ଶତାବ୍ଦୀର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନଗୁଡ଼ିକ ମଧ୍ୟରୁ ଏହା ଅନ୍ୟତମ।…

ଏଇ ଭାରତରେ

ତ୍ରିପୁରାର ଏକ ଛୋଟ ସହର ଖୋଓ୍ବାଇ। ୧୫ ଓ୍ବାର୍ଡବିଶିଷ୍ଟ ଏହି ସହରର ବର୍ଜ୍ୟ ପରିଚାଳନା ସମ୍ପୂର୍ଣ୍ଣ ଭିନ୍ନ। ଏଠାରେ ମ୍ୟୁନିସିପାଲିଟି ନୁହେଁ, ବରଂ ଏକ ସୋସାଇଟିର ପରିମଳ…

ଇଥାନଲ୍‌ ଓ ଇ୨୦ ଇନ୍ଧନ

ଆମ ପୁରାଣରେ ଦେବଲୋକରେ ଆନନ୍ଦ ଅନୁଭବ ପାଇଁ ସୁରା ପାନକରିବା କଥା ଉଲ୍ଲେଖ ଅଛି I ଉକ୍ତ ସୁରା ବା ମଦ୍ୟ ଅନ୍ୟ କିଛି ନୁହେଁ, ବରଂ…

ଜାତୀୟ ସୁରକ୍ଷା

ଭାରତ ବିଶ୍ୱର ସର୍ବାଧିକ ଜନବହୁଳ ଗଣତାନ୍ତ୍ରିକ ଦେଶ। ଏହାର ଭୌଗୋଳିକ ଅବସ୍ଥିତି ଓ ବିସ୍ତୃତି, ବହୁଭାଷିକ ଓ ବହୁଧର୍ମୀୟ ସମାଜ,ପଡ଼ୋଶୀ ଦେଶଗୁଡ଼ିକ ସହ ଲାଗି ରହିଥିବା ସୀମା…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri