ଏଇ ଭାରତରେ

ପ୍ରାଣୀଙ୍କ ପ୍ରତି ସମର୍ପିତ ମୁମ୍ବାଇର ହରସିମରନ ବାଲିଆ ଏବଂ ତାଙ୍କ ପରିବାର ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ହରସିମରନ ସଡ଼କରେ ଆହତ ପ୍ରାଣୀ ମୁଖ୍ୟତଃ କୁକୁରମାନଙ୍କୁ ଉଦ୍ଧାର କରି ଘରେ ଆଶ୍ରୟ ଦେଉଛନ୍ତି। ଏହି କାର୍ଯ୍ୟରେ ତାଙ୍କ ପରିବାର ପୂର୍ଣ୍ଣ ସହଯୋଗ କରୁଛି। ଏବେ ସୁଦ୍ଧା ତାଙ୍କ ପରିବାର ୧୦୦ରୁ ଊର୍ଦ୍ଧ୍ୱ ପ୍ରାଣୀ ରଖିଛନ୍ତି। ହରସିମରନ ଓ ତାଙ୍କ ମା’ଅମନ ବାଲିଆ ସେମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କରି ଖୁଆଉଛନ୍ତି। କେବଳ ଏତିକି ନୁହେଁ, ପ୍ରତିଦିନ ବାହାରେ ରାସ୍ତାରେ ବୁଲୁଥିବା ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ୱ ବୁଲା କୁକୁରଙ୍କୁ ଖାଇବାକୁ ଦେଉଛନ୍ତି। ପ୍ରତିଦିନ ଏଥିପାଇଁ ୫,୦୦୦ ଟଙ୍କା ଖର୍ଚ୍ଚ ହେଉଛି। ଏହି କାର୍ଯ୍ୟ ପରିଚାଳନା କରିବା ଲାଗି ହରସିମରନଙ୍କ ପରିବାର ତାଙ୍କ ଘର ବିକ୍ରି କରିଦେଇ ଏବେ ସେମାନେ ସହର ବାହାରେ ଗୋଟିଏ ଛୋଟ ଘରେ ରହି ସେଠାରେ ପ୍ରାଣୀମାନଙ୍କୁ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଠିନ ପଥ

ଏବେ ଦେଶ ସମ୍ମୁଖରେ କ’ଣ ସମସ୍ୟା ଅଛି, ସ୍ୱାଧୀନତାର ମୌଳିକ ଲକ୍ଷ୍ୟ ପୂରଣ ହୋଇଛି କି ନା ତାହା ଆଲୋଚନା ହେବା ଉଚିତ। ରାଜନୈତିକ ସ୍ୱାଧୀନତା ସତରେ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ପବିତ୍ର ବନ

ବନ ସଂରକ୍ଷଣ ୨ପ୍ରକାର ପଦ୍ଧତିରେ କରାଯାଇଥାଏ। ପ୍ରଥମରେ ‘ଇନ୍‌ ସିଟୁ’ ଏବଂ ୨ୟରେ ‘ଏକ୍‌ସ ସିଟୁ’ ସଂରକ୍ଷଣ। କିନ୍ତୁ ଜଙ୍ଗଲକୁ ତା’ର ପ୍ରାକୃତିକ ସ୍ଥିତିରେ ସଂରକ୍ଷିତ ବା…

ସ୍ବାଗତଯୋଗ୍ୟ ସମୀକ୍ଷା

ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ନିଯୁକ୍ତିକୁ ନେଇ ବିବାଦ ଲାଗିରହିଛି। ପ୍ରକୃତରେ ସଞ୍ଜୀବ ପଣ୍ଡା କିମ୍ବା ଏହି ଦୌଡ଼ରେ ଥିବା ଅନ୍ୟ ଅଧିକାରୀମାନଙ୍କୁ ନେଇ ଏହା ହୋଇନାହିଁ।…

ଏଇ ଭାରତରେ

ଜମ୍ମୁକଶ୍ମୀରରେ ଆର୍ଦ୍ରଭୂମି ଓ ବହିରାଗତ ପକ୍ଷୀଙ୍କ ସୁରକ୍ଷାରେ ଲାଗିପଡ଼ିଛନ୍ତି ଏକ ମହିଳା ଟିମ୍‌। ଏହି ଟିମ୍‌ରେ ୧୫ ଜଣ ମହିଳା ଓ ବାଳିକା ରହିଛନ୍ତି। ସେମାନେ ସଲିମ…

ସମାଜର ବିଫଳତା ନା ସମୟର ଆବଶ୍ୟକତା

ଗଛର ମୂଳ ଯେତେ ଦୃଢ଼, ଗଛ ସେତେ ସୁଦୃଢ଼। ସେହିପରି ବୟୋଜ୍ୟେଷ୍ଠମାନେ ହେଉଛନ୍ତି ପରିବାର ଓ ସମାଜର ମୂଳଦୁଆ। ସେମାନଙ୍କ ଅନୁଭବ, ତ୍ୟାଗ ଓ ଜୀବନବୋଧ ସମାଜକୁ…

ଚାଇନା ପାଇଁ ଆହ୍ବାନ

ନିକଟରେ ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀ ଝୁ ରୋଙ୍ଗ୍‌ଜିଙ୍କର ୯୭ ବର୍ଷ ବୟସରେ ମୃତ୍ୟୁହେବା ପରେ ତାଙ୍କ ପାଇଁ ଚତୁର୍ଦ୍ଦିଗରୁ ଶ୍ରଦ୍ଧାଞ୍ଜଳିର ସୁଅ ଛୁଟିଥିଲା। ସେ ଥିଲେ ଆର୍ଥିକ…

ଡିଜିଟାଲ ସାର୍ବଭୌମତ୍ୱ

ଆଜିକାଲି ଭୌଗୋଳିକ ସୀମା ସରହଦକୁ ଅତିକ୍ରମକରି ମଣିଷ ଆଭାସିକ ଡିଜିଟାଲ ପୃଥିବୀରେ ଦୈନିକ ଜୀବନଯାପନ କଲାଣି। ଇଣ୍ଟରନେଟ୍‌ ଆସିବା ପରେ ଭୌଗୋଳିକ ସୀମା ପ୍ରତିରକ୍ଷା ପାଇଁ ରହିଲା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri