ଏଇ ଭାରତରେ

ହିମାଳୟରୁ ପ୍ଲାଷ୍ଟିକ ବର୍ଜ୍ୟ ସଫା କରି ପରିବେଶ ସୁରକ୍ଷାର ବର୍ତ୍ତା ଦେଉଛନ୍ତି ହରିୟାଣାର ପ୍ରଦୀପ ସାଙ୍ଗବାନ୍‌। ସେ ୨୦୧୬ ମସିହାରୁ ହିମାଚଳପ୍ରଦେଶରେ ଦୁର୍ଗମ ହିମାଳୟ ଅଞ୍ଚଳରୁ ବର୍ଜ୍ୟ ସଫା କରି ଆସୁଛନ୍ତି। ସେ ‘ହିଲିଂ ହିମାଳୟ’ ସଂସ୍ଥା ମାଧ୍ୟମରେ ଏହି ଅଭିଯାନ ଚଳାଇଛନ୍ତି। ହିମାଳୟକୁ ପ୍ଲାଷ୍ଟିକ ମୁକ୍ତ କରିବାରେ ତାଙ୍କର ଏହି ଅଭିଯାନ ବି ସଫଳ ହୋଇଛି। ପ୍ରତ୍ୟେକ ଦିନ ବର୍ଜ୍ୟ ସଂଗ୍ରହ କେନ୍ଦ୍ରରେ ୫ ଟନ ବର୍ଜ୍ୟ ଗଚ୍ଛିତ ହେଉଛି। ତାଙ୍କର ଏହି ଅଭିଯାନରେ ଅନେକ ହଜାର ଲୋକ ଯୋଡ଼ି ହୋଇଛନ୍ତି। ଏହା ସହ ସ୍ଥାନୀୟ ପ୍ରଶାସନ ଓ ପର୍ଯ୍ୟଟକମାନେ ବି ଏହି ଅଭିଯାନରେ ସହଯୋଗ କରୁଛନ୍ତି। ଏବେ ସୁଦ୍ଧା ହିଲିଂ ହିମାଳୟ ସଂସ୍ଥା ଦ୍ୱାରା ୮୦୦ ଟନ୍‌ ବର୍ଜ୍ୟ ସଂଗ୍ରହ କରାଯାଇ ସେସବୁକୁ ରିସାଇକ୍ଲିଂ ସେଣ୍ଟରକୁ ପଠାଯାଇସାରିଲାଣି। ପ୍ରଦୀପ ପ୍ରଥମେ ଏକା ଏହି କାର୍ଯ୍ୟ ଆରମ୍ଭ କରିଥିଲେ ଓ ଏହା ତାଙ୍କ ପାଇଁ ବି ଆହ୍ବାନପୂର୍ଣ୍ଣ ରହିଥିଲା। ତେବେ ଏବେ ତାଙ୍କ ପ୍ରୟାସରେ ହିମାଳୟରୁ ମିଳୁଥିବା ୯୫% ବର୍ଜ୍ୟ ଏଣେତେଣେ ପଡ଼ି ନ ରହି ରିସାଇକ୍ଲିଂ ସେଣ୍ଟରକୁ ଯାଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଶିକ୍ଷକଙ୍କ ରୂପାନ୍ତରଣକାରୀ ଭୂମିକା

‘ଶିକ୍ଷା’ କେବଳ ଜ୍ଞାନର ହସ୍ତାନ୍ତରଣ ନୁହେଁ। ଏହା ମନ, ମସ୍ତିଷ୍କକୁ ଗଢ଼ି ତୋଳେ। କୌଶଳ ଉଦ୍ଭାବନ କରେ। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସମ୍ଭାବନା ଓ କ୍ଷମତାର ବିକାଶ…

ପରମାଣୁ ଶକ୍ତିର ମୋହ

ପ୍ରାୟତଃ ଦୀର୍ଘ ଦିନ ଧରି ମଧ୍ୟ ପ୍ରାଚ୍ୟରେ ଯେଉଁ ସମସ୍ୟା ସୃଷ୍ଟି ହୋଇଛି ତାହାର ପ୍ରମୁଖ କାରଣ ତୈଳ, ଉଗ୍ରବାଦ, ଧର୍ମ କିମ୍ବା ରାଜନୈତିକ ଆଭିମୁଖ୍ୟ ନୁହେଁ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri