ଏଇ ଭାରତରେ

ଘର ପାଖରେ ଗାଡ଼ିରେ ଲାଇବ୍ରେରି ପହଞ୍ଚିଯାଉଛି, ଚିକିତ୍ସା ସେବା ବି ଉପଲବ୍ଧ ହୋଇପାରୁଛି। କିନ୍ତୁ ଦୁଆର ମୁହଁରେ ମ୍ୟୁଜିୟମ ପହଞ୍ଚିବା ଖବର କେବେ ଶୁଣିଛନ୍ତି କି? ହଁ ଏଭଳି ଏକ ବ୍ୟବସ୍ଥା କରିଛି ଛତ୍ରପତି ଶିବାଜୀ ମହାରାଜା ବାସ୍ତୁ ସଂଗ୍ରହାଳୟ। ଏହା ‘ମୁଜିୟମ ଅନ୍‌ ହ୍ବିଲ’ ଆରମ୍ଭ କରିଛି। ଏହି ମ୍ୟୁଜିୟମକୁ ମହାରାଷ୍ଟ୍ରର ବିଭିନ୍ନ ଗ୍ରାମୀଣ ଅଞ୍ଚଳକୁ ନିଆଯାଇ ପିଲାମାନଙ୍କୁ ତାହା ଦେଖିବାର ସୁଯୋଗ ଦିଆଯାଉଛି। ଏହି ମ୍ୟୁଜିୟମ ୨୦୧୫ରେ ଆରମ୍ଭ ହୋଇଥିଲା। ଏବେ ସୁଦ୍ଧା ଏହା ୧୪ ଲକ୍ଷ ଲୋକଙ୍କ ପାଖରେ ପହଞ୍ଚିପାରିଛି ଓ ମୋଟରେ କର୍ନାଟକ, ମହାରାଷ୍ଟ୍ର, ଗୋଆ, ଗୁଜରାଟ, ହରିୟାଣା ଓ ଦିଲ୍ଲୀରେ ୮୫,୩୫୯ କି.ମି. ଦୂରତା ଅତିକ୍ରମ କରିସାରିଛି। ଏବେ ସୁଦ୍ଧା ଦେଶରେ ୭୦୦ରୁ ଊର୍ଦ୍ଧ୍ୱ ସହରକୁ ଏହା ଯାଇସାରିଲାଣି। ଏହି ମ୍ୟୁଜିୟମକୁ ସଞ୍ଚାଳନ କରୁଛନ୍ତି କୃତ୍ତିକା ମହାତ୍ରେ। ମ୍ୟୁଜିୟମରେ ବିଜ୍ଞାନ, ଇତିହାସ, ପୁରାତନ ଖେଳର ସାମଗ୍ରୀ ସବୁ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଜାପତି ପ୍ରଭାବ

ପ୍ରଜାପତି ପ୍ରଭାବ ହେଉଛି ପଦାର୍ଥ ବିଜ୍ଞାନ ଓ ଗଣିତର ଏକ ଗୁରୁତ୍ୱପୂର୍ଣ୍ଣ ତତ୍ତ୍ୱ। ଏହା ହେଉଛି ଏକ ଅବଧାରଣା ଯେଉଁଥିରେ ଗୋଟିଏ ଜଟିଳ ପ୍ରଣାଳୀରେ କ୍ଷୁଦ୍ର ତଥା…

ଓଡ଼ିଶା ଦିବସର ଅନୁଚିନ୍ତା: ସମୃଦ୍ଧ, ସଶକ୍ତ ଓଡ଼ିଶା

ଆଜିର ଦିନଟି ପ୍ରତ୍ୟେକ ଓଡ଼ିଶାବାସୀଙ୍କ ପାଇଁ ବାର୍ଷିକ କ୍ୟାଲେଣ୍ଡରରେ ଏକ ମହତ୍ତ୍ୱପୂର୍ଣ୍ଣ ଦିନ। ୯୦ବର୍ଷ ତଳେ ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ଗଠିତ ହୋଇଥିଲା, ଯାହା ଭାରତର…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ସୁନା, କଳି ଓ ଅର୍ଥନୀତି

ଏକଦା ରାଜା ପରିକ୍ଷିତ ନିଜ ରାଜ୍ୟ ତଥା ରାଜ୍ୟବାସୀଙ୍କ ଭଲମନ୍ଦ ଜାଣିବା ପାଇଁ ଭ୍ରମଣାର୍ଥେ ବାହାରିଥିଲେ। ଠିକ୍‌ ସେହି ସମୟରେ ଏକ ବିଶାଳ ବପୁଧାରୀ ବ୍ୟକ୍ତି (ଯେକି…

ସମୁଦ୍ରର ନୂଆ ଭୂଗୋଳ

ସମଗ୍ର ପୃଥିବୀରେ ଯେତେ ସମୁଦ୍ର ଅଛି ସେମାନଙ୍କର ଜଳରାଶି ପ୍ରତିବର୍ଷ ୩.୦୬ ମିଲିମିଟର ହାରରେ ବଢିବାରେ ଲାଗିଛି। ସେ ଭିତରୁ ବଙ୍ଗୋପସାଗରରେ ଜଳରାଶି ଅଧିକ ହାରରେ ବୃଦ୍ଧି…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri