ଏଇ ଭାରତରେ

ବୟସ ୧୯, କିନ୍ତୁ ସେ ଆବିଷ୍କାର କରିଯାଇଥିବା ଏକ ପ୍ରାକୃତିକ ଫ୍ରିଜ୍‌ ତାଙ୍କ ଦକ୍ଷତାକୁ ପ୍ରତିପାଦିତ କରିଛି। ଏହି ଯୁବତୀ ଜଣକ ହେଉଛନ୍ତି ଚେନ୍ନାଇର ମହକ ପରଭେଜ। ସେ ଆବିଷ୍କାର କରିଥିବା ଫ୍ରିଜ୍‌ର ନାମ ରଖିଛନ୍ତି ‘ସନ ହାର୍ଭେଷ୍ଟେଡ କୁଲରୁମ’। କାରଣ ଏହା କେବଳ ସୌରଶକ୍ତିରେ ହିଁ ଚାଲୁଛି। ଏଥିରେ କୌଣସି ବିଦ୍ୟୁତ୍‌ ଲାଗୁ ନ ଥିବାରୁ ଏହା ପୂରା ପରିବେଶ ଉପଯୋଗୀ। ମହକ ତାଙ୍କ ନିଜ କ୍ଷେତରୁ ଉପତ୍ାଦିତ ଫସଲ ନଷ୍ଟକୁ ଦେଖି ଏଭଳି ଏକ ଫ୍ରିଜ୍‌ ତିଆରି କରିବାକୁ ନିଷ୍ପତ୍ତି ନେଇଥିଲେ। ପାରମ୍ପରିକ ଶୀତଳଭଣ୍ଡାର ତୁଳନାରେ ଏହା ୩ ଗୁଣ ଅଧିକ ସମୟ ପନିପରିବାକୁ ସତେଜ ରଖିପାରୁଛି। ଏହି ଫ୍ରିଜ୍‌ରେ କୃଷକମାନେ ଅଧିକ ସମୟ ସେମାନଙ୍କ ପନପରିବା ସତେଜ ରଖିବାକୁ ସକ୍ଷମ ହେବେ ବୋଲି କହନ୍ତି ମହକ, ଯାହାଫଳରେ କ୍ଷତି କମିବ। ଏହି ଆବିଷ୍କାର ପାଇଁ ତାଙ୍କୁ ୨୦୨୩ ଲିକ୍ସସ ଡିଜାଇନ ଆଓ୍ବାର୍ଡ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଗୋଟିଏ ଗାଈ

ହାଁ ହାଁ ବାଇମନ… ରୁହ ରୁହ…! ଶୀର୍ଷକଟିକୁ ପଢ଼ି ଦେଇ ପିଲାବେଳର ରଚନା ଭାବି ଆଖି ବୁଲାଇ ନିଅନ୍ତୁନି! ଯେମିତି ଆପଣଙ୍କର ପିଲାବେଳ ଆଉ ନାହିଁ! ସେମିତି…

ଆମକୁ ଯାହା ଲଜ୍ଜା ନାହିଁ

ଅମ ଓଡ଼ିଶା ଭାଷା, ସାହିତ୍ୟ, ସଂସ୍କୃତି, ଚଳଣି, ଆମ ଖାଦ୍ୟ, ଆମ ବିଚାରଧାରା ସବୁଠି ବର୍ତ୍ତମାନ ଅନୁପ୍ରବେଶର ଉପଦ୍ରବ। ଏସବୁ ଭିତରେ ଊଣା ଅଧିକେ ହଜିବାକୁ ବସିଲାଣି…

ବିକଳ୍ପ ଶେଷ

ବର୍ଷ ବର୍ଷ ଧରି ସିଭିଲ ସର୍ଭିସ ପରୀକ୍ଷାରେ ବ୍ୟବସ୍ଥାଗତ ତ୍ରୁଟି ରହିଥିଲା। ପରୀକ୍ଷାରେ ପାସ୍‌ କରି ଆଇଏଏସ୍‌ କିମ୍ବା ଆଇଏଫ୍‌ଏସ୍‌ରେ ପ୍ରବେଶ କଲେ ମଧ୍ୟ ସେମାନେ ଭଲ…

ଏଇ ଭାରତରେ

ସୁନ୍ଦରବନର ଏକ ଗାଁର ଲୋକେ ଜୀବନ-ଜୀବିକା ସଂଘର୍ଷରେ ବିଜୟୀ ହୋଇଛନ୍ତି। ପଶ୍ଚିମବଙ୍ଗ ସନ୍ଦେଶ୍‌ଖାଲି ବ୍ଲକ ଜେଲିଆଖଲି ଗାଁକୁ ଅନେକ ଛୋଟ ନଦୀ ଘେରିରହିଛି। କୋଲ୍‌କାତାଠାରୁ ୭୨ କି.ମି.…

ରେଡିଓ: ମନର କଥା କହେ

ରେଡିଓ ଆମ ଜୀବନରେ ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇରହିଛି। ସେ ସୂଚନା ପ୍ରସାରଣ ହେଉ କି ଆନନ୍ଦ ପ୍ରଦାନ, ରେଡିଓ ସବୁବେଳେ ଆମ ସାଥିରେ ରହିଛି। ମନେପଡୁଛି…

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ…

ଚଉପାଢ଼ିର ନୀରବତା

ଧୁନିକତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ସୁବର୍ଣ୍ଣ ଯୁଗ ଭାବରେ ଅଭିହିତ ଏକବିଂଶ ଶତାବ୍ଦୀରେ ମୋବାଇଲ, ଇଣ୍ଟରନେଟ, ସାମାଜିକ ଗଣମାଧ୍ୟମ, କୃତ୍ରିମ ବୁଦ୍ଧିମତ୍ତା ଆଦି ମାଧ୍ୟମରେ ସମଗ୍ର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri