ଏଇ ଭାରତରେ

ଗ୍ରୀନ୍‌ ହାଉସ ଗ୍ୟାସ୍‌ ବା ସବୁଜ ଗୃହ ବାଷ୍ପ ବିଶ୍ୱତାପନ ବୃଦ୍ଧିର କାରଣ ପାଲଟୁଛି। ଏହାର ନିର୍ଗମନ କମ୍‌ କରିବା ପାଇଁ ବିଶ୍ୱରେ ପ୍ରୟାସ ଜାରି ରହିଥିବା ବେଳେ ବେଙ୍ଗାଲୁରୁର ଡ. ଏଜିହିଲ ସୁବିୟାନ ମିଥେନ ଗ୍ୟାସ୍‌କୁ ଏକ ସଂସାଧନ ଭାବେ ବ୍ୟବହାର କରି ବିଭିନ୍ନ ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଏହା ପରିବେଶ ଉପଯୋଗୀ ଖାଦ୍ୟ ଓ ଗୋଖାଦ୍ୟ (ବିଭିନ୍ନ ପ୍ରକାର ଘାସ) ଉତ୍ପାଦନରେ ଚାଷୀମାନଙ୍କୁ ସାହାଯ୍ୟ କରୁଛିି। ସୁବିୟାନ ଷ୍ଟ୍ରିଙ୍ଗ୍‌ ବାୟୋ ଷ୍ଟାର୍ଟଅପ୍‌ ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ୨୦୧୩ରେ ସେ ଏହା ଆରମ୍ଭ କରିଥିଲେ। ବହୁ ଗବେଷଣା ପରେ ସେ ପରିବେଶ ଉପଯୋଗୀ ଉତ୍ପାଦ ପ୍ରସ୍ତୁତ କରିବାକୁ ସକ୍ଷମ ହୋଇଛନ୍ତି। ଏହା ପରିବେଶ ଉପଯୋଗୀ କୃଷିକୁ ଉସତ୍ାହିତ କରିପାରିଛି। ଷ୍ଟ୍ରିଙ୍ଗ୍‌ ବାୟୋର ଉତ୍ପାଦ କୁ ଏବେ ସୁଦ୍ଧା ୨୫୦ କୃଷକ ବ୍ୟବହାର କରିସାରିଲେଣି। ଏହାକୁ ବ୍ୟବହାର କଲେ କୃଷିରୁ କମ୍‌ ମିଥେନ ନିର୍ଗମନ ହେଉଛି। ପ୍ରସ୍ତୁତ କରାଯାଇଥିବା ଉପତ୍ାଦଗୁଡ଼ିକ ମଧ୍ୟରୁ ୧୫ଟିକୁ ପ୍ୟାଟେଣ୍ଟ ମିଳିସାରିଛି ଓ ଆଉ ୪୦ଟି ପାଇଁ ଆବେଦନ କରାଯାଇଛି। ପ୍ୟାଟେଣ୍ଟ ପାଇଥିବା ଉପତ୍ାଦ ବ୍ୟବହାର କରି କୃଷକମାନେ ଲାଭବାନ ହେବା ଯେତିକି ଗୁରୁତ୍ୱପୂର୍ଣ୍ଣ, ମିଥେନ୍‌ ଗ୍ୟାସର ବ୍ୟବହାର ବିଶ୍ୱତାପନ ହ୍ରାସରେ ସୁବିୟାନଙ୍କ ଚେଷ୍ଟା ସେତିକି ମହତ୍ତ୍ୱପୂର୍ଣ୍ଣ ।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ଏଇ ଭାରତରେ

ଘରୁ ବାଇକରେ ବାହାରକୁ ଯାଇଥିବା ଦୁଇ ପୁଅ ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ବଡ଼ପୁଅର ମୃତ୍ୟୁ ହେଲା ଏବଂ ସାନ ବଞ୍ଚିଗଲେ। ଏହା ହେଉଛି ୨୦୧୫ର ଘଟଣା।…

ଋଣ ଅଧିକାର ନୁହେଁ

ନିକଟରେ ବାଇଶ ହଜାର କୋଟି ଋଣ ପରିଶୋଧ ପାଇଁ ସାଢ଼େ ଛଅ କୋଟି ଅସୁଲି, ତାହା ସାରା ଭାରତରେ ସର୍ବସାଧାରଣରେ ଏକ ଆଲୋଚ୍ୟର ବିଷୟ ହୋଇଛି। ଅନେକେ…

ସମ୍ଭବାମି ଯୁଗେ ଯୁଗେ

ଅବତାର ମନୁଷ୍ୟକୁ ତା’ର ନିଜତ୍ୱ ଦେଖାଇବାକୁ ଓ ତା’ର ଜନ୍ମଗତ ଅଧିକାର ଆତ୍ମାନନ୍ଦକୁ ଫେରାଇ ଆଣିବାକୁ ଧରାପୃଷ୍ଠରେ ବାରମ୍ବାର ଜନ୍ମଗ୍ରହଣ କରନ୍ତି। ତାଙ୍କୁ ବାରମ୍ବାର ଏ ପୃଥିବୀରେ…

ସହଯୋଗ ଅଭାବ

ବିଶ୍ୱ ବ୍ୟବସ୍ଥାରେ ୧୯୪୫ ପରେ ପରିବର୍ତ୍ତନ ଘଟିଚାଲିଛି । ବ୍ୟବସ୍ଥାର ମୁଖ୍ୟ ସ୍ତମ୍ଭ କୁହାଯାଉଥିବା ମାନବାଧିକାର ପ୍ରତି ସମର୍ଥନ, ଏକାଧିକ ଦେଶର ସହଯୋଗ, ଆଇନର ଶାସନ, ମାନବୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri